କେନ୍ଦୁଝର

ବସ୍‌ କଣ୍ଡକ୍ଟରଙ୍କୁ ମାଡ଼: ଅଭିଯୁକ୍ତ ଗିରଫ

ଯୋଡ଼ା,୬।୧୨(ଡି.ଏନ.ଏ.)- ବସ୍‌ ଭଡାକୁ କେନ୍ଦ୍ର କରି ବସ୍‌ର କଣ୍ଡକ୍ଟରଙ୍କୁ ମାଡ ମାରିବା ଅଭିଯୋଗରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଅଭିଯୁକ୍ତ ହେଲେ ଯୋଡାସ୍ଥିତ ଚେମ୍ରି…

5 years ago

ବୃଦ୍ଧଙ୍କଠାରୁ ୫୦ ହଜାର ଟଙ୍କା ଛଡ଼ାଇନେଲେ ଦୁର୍ବୃତ୍ତ

ହାଟିଡିହି,୬।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଞ୍ଚୋ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ ଶାଖାରୁ ଶୁକ୍ରବାର ଅପରାହ୍ନରେ ଜଣେ ବୃଦ୍ଧ ୫୦ ହଜାର ଟଙ୍କା ଉଠାଣ କରି ଆସୁଥିବାବେଳେ…

5 years ago

ଜିଆର୍‌ଏସ୍‌ଙ୍କ ବଦଳି: ରହିତାଦେଶ ଜାରି କଲେ ହାଇକୋର୍ଟ

ହାଟଡିହୀ,୬। ୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରେ ସ୍ବଳ୍ପ ଦରମାରେ କାର୍ଯ୍ୟ କରୁଥିବା ୩୦ ଜଣ ଜିଆରଏସ୍‌ଙ୍କର ଡିଆର୍‌ଡିଏ ଚିଠି ନଂ. ୬୪୦୭/୨୮/୧୧/୨୦୧୯ରେ…

5 years ago

ଆନନ୍ଦପୁର ଡାକ୍ତରଖାନାରେ କାୟାକଳ୍ପ ଟିମ୍‌ : ସବୁ ବିଭାଗ ବୁଲି ସ୍ବଚ୍ଛତାର ସ୍ଥିତି ପରଖିଲେ

ଘସିପୁରା , ୬।୧୨ (ଡି.ଏନ.ଏ.)-କେନ୍ଦ୍ରୀୟ ଯୋଜନା ‘କାୟାକଳ୍ପ’ର ଏକ ସ୍ବତନ୍ତ୍ର ଟିମ ଗୁରୁବାର ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ପହଞ୍ଚି ସ୍ବଚ୍ଛତାର ସ୍ଥିତି ପରଖିଛନ୍ତି। ଏହି ଟିମ୍‌ ପହଞ୍ଚିବା…

5 years ago

ଖଣି କମ୍ପାନୀ ସମ୍ମୁଖରେ ଧାରଣାରତ ଲୋକଙ୍କୁ ଆକ୍ରମଣ ଉତ୍ତେଜନା, ଥାନାରେ ଏତଲା

ଯୋଡ଼ା, ୬।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ଗୁରୁବାର ଧାରଣାରତ ଲୋକଙ୍କୁ କେତେଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି ା ଏଥି…

5 years ago

ପଛପଟୁ ପିଟିଲା ୧୦ ଚକିଆ ଟ୍ରକ୍‌, ବାଇକ୍‌ ଆରୋହୀ ମୃତ

ଢେଙ୍କିକୋଟ, ୫।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ନଂ ଜାତୀୟ ରାଜପଥ ଗୋପାଳପୁର ନିକଟରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଏକ ଦଶଚକିଆ ଟ୍ରକ୍‌ ବାଇକ୍‌କୁ ଧକ୍କା ଦେବା…

5 years ago

ମାଟି ମା’ର ସୁରକ୍ଷା ଉପରେ ଗୁରୁତ୍ୱ

କେନ୍ଦୁଝର, ୫।୧୨(ସ୍ବ.ପ୍ର.): ସ୍ଥାନୀୟ କୃଷି ସୂଚନା ପରାମର୍ଶ କେନ୍ଦ୍ର ପରିସରରେ ଗୁରୁବାର ବିଶ୍ୱ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଜିଲା କୃଷି ଅଧିକାରୀ ଚିତ ରଞ୍ଜନ ସାହୁଙ୍କ…

5 years ago

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ: ହାବିଲଦାରଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କେନ୍ଦୁଝର/ପାଟଣା,୫।୧୨(ଡି.ଏନ୍‌.ଏ./ସ୍ବ.ପ୍ର.): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର କେନ୍ଦୁଝର ରିଜର୍ଭ ପୋଲିସରେ କାର୍ଯ୍ୟରତ ହାବିଲଦାର ବିଶ୍ୱନାଥ ମହାନ୍ତଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। କେନ୍ଦୁଝର ଔରବିହାରସ୍ଥିତ…

5 years ago

୨ ବର୍ଷ ପରେ ବି ଚାଷୀଙ୍କୁ ମିଳିନି ଗଭୀର ନଳକୂପ

ଚମ୍ପୁଆ, ୫ା୧୨(ଡି.ଏନ.ଏ)- ଚମ୍ପୁଆ ଉଠାଜଳସେଚନ ବିଭାଗରେ ଦୁଇ ବର୍ଷ ତଳୁ ଗଭୀର ନଳକୂପ ପାଇଁ ଆବେଦନ କରିଥିବା ଚାଷୀମାନେ ବର୍ତ୍ତମାନ ସୁଦ୍ଧା ନଳକୂପ ପାଇ ନ ଥିବା…

5 years ago

ଅବହେଳିତ ଗୋନାସିକା ‘ଗୁପ୍ତଗଙ୍ଗା’

କେନ୍ଦୁଝର, ୫।୧୨(ଡି.ଏନ.ଏ.)-ଲୋକମୁଖରେ ଗଙ୍ଗା ନଦୀଠାରୁ ବାରବର୍ଷ ବଡ଼ ପୁଣ୍ୟତୋୟା ବୈତରଣୀ ଅନେକ ଧାର୍ମିକ ବିଶ୍ୱାସ ଓ ଭାବଧାରା ସହ ଜଡିତ। ସୁମେରୁ ପାହାଡ଼ରୁ ବାହାରିଥିବା ଏହି ବୈତରଣୀକୁ…

5 years ago