କେନ୍ଦୁଝର

ମାଟି ତଳୁ ମିଳିଲା ପୁରାତନ ଦୀପଷ୍ଟାଣ୍ଡ

ଚମ୍ପୁଆ/ଝୁମ୍ପୁରା/ପାଟଣା,୧।୬(ଡି.ଏନ.ଏ/ସ୍ବ.ପ୍ର.)-ଚମ୍ପୁଆ ଉପଖଣ୍ଡ ଅନ୍ତର୍ଗତ ଝୁମ୍ପୁରା ବ୍ଲକ ଟୁକୁଡିହା ପଞ୍ଚାୟତ ଅଧୀନ ରସବନ୍ତଳା ଗ୍ରାମରୁ ପୁରାତନ କାଳରେ ବ୍ୟବହାର ହେଉଥିବା ସୌଖୀନଯୁକ୍ତ କାରୁକାର୍ଯ୍ୟ ସମ୍ପନ୍ନ ଏକ ଦୀପଷ୍ଟାଣ୍ଡ ମାଟି…

6 years ago

ଖାତା ମୂଲ୍ୟାଙ୍କନକାରୀଙ୍କୁ ଭତ୍ତା ପ୍ରଦାନ ପାଇଁ ଦାବିପତ୍ର

କେନ୍ଦୁଝର, ୧ା୬ (ସ୍ବ.ପ୍ର.)-ଚଳିତବର୍ଷ କରୋନା ମହାମାରୀ ସତ୍ତ୍ୱେ ମାଧ୍ୟମିକ ଶିକ୍ଷା ପରିଷଦ, କଟକ ଦ୍ୱାରା ପରିଚାଳିତ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଖାତା ମୂଲ୍ୟାୟନ ଗତ ୨୬ ତାରିଖଠାରୁ…

6 years ago

ଗାଧୁଆତୁଠରୁ ବାଲି ଉତ୍ତୋଳନକୁ ବିରୋଧ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

ଆନନ୍ଦପୁର,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ତହସିଲ ଅନ୍ତର୍ଗତ ଗୋହିରା ପଞ୍ଚାୟତ ତାଳଗାଁ ନିକଟ କଲରାଗଡ଼ିଆ ଅଞ୍ଚଳରେ ଥିବା ବୈତରଣୀ ନଦୀର ଗାଧୁଆତୁଠରୁ ବାଲି ଚାଲାଣକୁ ଗ୍ରାମବାସୀ ବିରୋଧ…

6 years ago

କଟକଣା ଅଭାବ: ଭାରିଯାନ ଚଳାଚଳରୁ ଛିଣ୍ଡିଲା ବିଦ୍ୟୁତ୍‌ ତାର, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୧ା୬(ସ୍ବ.ପ୍ର.): କଟକଣା ଅଭାବରୁ କେନ୍ଦୁଝର ସହରର ବିଭିନ୍ନ ଗଳି ରାସ୍ତାରେ ଭାରିଯାନ ଚଳାଚଳ ଜାରିରହିଛି। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ରାସ୍ତା, ଡ୍ରେନ୍‌ ଭାଙ୍ଗୁଛି।…

6 years ago

ଏନ୍‌ଏଚ୍‌ରେ ବେଆଇନ ପାର୍କିଙ୍ଗ୍‌ ଯୋଗୁ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ଲୋକ

କେନ୍ଦୁଝର, ୩୧ା୫ (ସ୍ବ.ପ୍ର.)-କେନ୍ଦୁଝର ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ୨୦ନଂ ଜାତୀୟ ରାଜପଥର ବିଭିନ୍ନ ସ୍ଥାନରେ ବେଆଇନ ଟ୍ରକ ପାର୍କିଙ୍ଗ ଯୋଗୁଁ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ହେଁ…

6 years ago

ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର…

6 years ago

ସୀତାନଦୀରେ ଭାସୁଛି ଅଜଣା ମୃତଦେହ

ପାଟଣା,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳି ପଶି ପଞ୍ଚାୟତ ନୂଆପଡ଼ା ଚିନାବାଳିପଶି ଆର୍‌ଡି ରାସ୍ତାର ନୂଆପଡ଼ା ନିକଟରେ ଥିବା ସୀତାନଦୀ ପୋଲଠାରୁ ୨୦୦ ମିଟର ତଳକୁ…

6 years ago

କେନ୍ଦୁଝରରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ, ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଲା

କେନ୍ଦୁଝର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ରବିବାର ସୂଚନା ଦିଆଯାଇଛି। ଏହାକୁ ମିଶାଇ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ରେ ପହଞ୍ଚିଛି।…

6 years ago

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା ପାଇଁ ସମବେତ ଗାନ କଲେ ‘ବନ୍ଦେ ଉତ୍କଳ ଜନନୀ’

ଚମ୍ପୁଆ, ୩୦।୫ (ଡି.ଏନ.ଏ)-ଚମ୍ପୁଆ ଗାନ୍ଧୀ ଛକଠାରେ ଉପଜିଲାପାଳ ପ୍ରତାପ ପ୍ରିତିମୟଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନରେ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ କରିବା ପାଇଁ ସମବେତ ବନ୍ଦେ ଉତ୍କଳ ଜନନୀ…

6 years ago

ଡମ୍ପର ତଳେ ଚାପି ହୋଇଗଲେ ଡ୍ରାଇଭର

ଯୋଡା, ୩୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ତଥା ବାମେବାରୀ ଥାନା ଅନ୍ତର୍ଗତ ଟାଟାଷ୍ଟିଲର ଖଣ୍ଡବନ୍ଧ ଖଣି ପାର୍କିଂରେ ଏକ ଡମ୍ପର ଧକାରେ ଜଣେ ଡ୍ରାଇଭର ଗୁରୁତର ଆହତ…

6 years ago