Advertisement

କେନ୍ଦୁଝର

ଆଇନଜୀବୀ ଓ ଯୁବନେତାଙ୍କୁ ପୋଲିସର ମାଡ଼ଆଇନଜୀବୀ ଓ ଯୁବନେତାଙ୍କୁ ପୋଲିସର ମାଡ଼

ଆଇନଜୀବୀ ଓ ଯୁବନେତାଙ୍କୁ ପୋଲିସର ମାଡ଼

ଆନନ୍ଦପୁର,୨୬।୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସ୍ପେଶାଲ ସ୍କାଡ୍‌ରେ କାର୍ଯ୍ୟ କରୁଥିବା ରାମଚନ୍ଦ୍ରପୁର ଥାନାର ଜଣେ ଏସଆଇ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ବ୍ରିଜ ଛକ ନିକଟରୁ ଜଣେ ଆଇନଜୀବୀଙ୍କୁ…

5 years ago
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ…

5 years ago
ଓଡ଼ିଶା-ଝାଡ଼ଖଣ୍ଡ ସୀମା ସିଲ୍‌: ରାଜପଥରେ ଅଟକି ରହିଛି ଶହ ଶହ ଭାରୀଯାନଓଡ଼ିଶା-ଝାଡ଼ଖଣ୍ଡ ସୀମା ସିଲ୍‌: ରାଜପଥରେ ଅଟକି ରହିଛି ଶହ ଶହ ଭାରୀଯାନ

ଓଡ଼ିଶା-ଝାଡ଼ଖଣ୍ଡ ସୀମା ସିଲ୍‌: ରାଜପଥରେ ଅଟକି ରହିଛି ଶହ ଶହ ଭାରୀଯାନ

ବଡ଼ବିଲ,୨୫।୩(ସ୍ବ.ପ୍ର.): ଦେଶବ୍ୟାପୀ ମଙ୍ଗଳବାର ମଧ୍ୟରାତ୍ରିରୁ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ସେଥିପାଇଁ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ରାଜ୍ୟ ସୀମାନ୍ତ ବଡ଼ବିଲରେ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଓଡ଼ିଶା…

5 years ago
ଅମାନିଆଙ୍କୁ ନିଆରା ଶାସ୍ତି: ‘ମୁଁ ସ୍ବାର୍ଥପର’ ପ୍ଲାକାର୍ଡ ଧରାଉଛି ପାଟଣା ପୋଲିସଅମାନିଆଙ୍କୁ ନିଆରା ଶାସ୍ତି: ‘ମୁଁ ସ୍ବାର୍ଥପର’ ପ୍ଲାକାର୍ଡ ଧରାଉଛି ପାଟଣା ପୋଲିସ

ଅମାନିଆଙ୍କୁ ନିଆରା ଶାସ୍ତି: ‘ମୁଁ ସ୍ବାର୍ଥପର’ ପ୍ଲାକାର୍ଡ ଧରାଉଛି ପାଟଣା ପୋଲିସ

ପାଟଣା,୨୫।୩(ସ୍ବ.ପ୍ର.): ସାରା ବିଶ୍ୱ କରୋନା ଭାଇରସକୁ ନେଇ ଆତଙ୍କିତ ଥିବା ବେଳେ ସରକାର ଓଡ଼ିଶାର ସମସ୍ତ ଜିଲାକୁ ମଙ୍ଗଳବାରଠାରୁ ଲକ୍‌ଡାଉନ କରିଛନ୍ତି। ଘରଭିତରେ ରହିବାକୁ ପୋଲିସ, ପ୍ରଶାସନ…

5 years ago
ଘୋଷଣା ପୂର୍ବରୁ ଲକ୍‌ ଡାଉନ, ଲୋକେ ହଇରାଣଘୋଷଣା ପୂର୍ବରୁ ଲକ୍‌ ଡାଉନ, ଲୋକେ ହଇରାଣ

ଘୋଷଣା ପୂର୍ବରୁ ଲକ୍‌ ଡାଉନ, ଲୋକେ ହଇରାଣ

କେନ୍ଦୁଝର,୨୪।୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ଗତ ସୋମବାରଠାରୁ ଲକ୍‌ଡାଉନ କରାଯାଇଛି। ଫଳରେ ଜନଜୀବନ ବ୍ୟାହତ ହୋଇପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବ୍ୟତୀତ…

5 years ago
ପାଟଣା ଲକ୍‌ଡାଉନ୍‌: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସପାଟଣା ଲକ୍‌ଡାଉନ୍‌: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସ

ପାଟଣା ଲକ୍‌ଡାଉନ୍‌: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସ

ପାଟଣା,୨୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପକ୍ଷରୁ ଗହଳି କମାଇ କରୋନାକୁ ରୋକିବା ପାଇଁ ମଙ୍ଗଳବାର ମୁଖ୍ୟାଳୟସ୍ଥିତ ଦୋକାନ ବଜାର ବନ୍ଦ କରାଯାଇଛି। ଲକ୍‌ଡାଉନ୍‌କୁ ଲାଗି ଅନିର୍ଦ୍ଦିଷ୍ଟ…

5 years ago
ସହରରେ ଘୋଷଣା ପୂର୍ବରୁ ଲକ୍‌ଡାଉନ୍‌: ଭୟଭୀତ ଅବସ୍ଥାରେ ଲୋକେସହରରେ ଘୋଷଣା ପୂର୍ବରୁ ଲକ୍‌ଡାଉନ୍‌: ଭୟଭୀତ ଅବସ୍ଥାରେ ଲୋକେ

ସହରରେ ଘୋଷଣା ପୂର୍ବରୁ ଲକ୍‌ଡାଉନ୍‌: ଭୟଭୀତ ଅବସ୍ଥାରେ ଲୋକେ

କେନ୍ଦୁଝର, ୨୪।୩ (ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ସହରରେ ସୋମବାରଠାରୁ ଅଘୋଷିତ ଲକ୍‌ଡାଉନ୍‌ ଲାଗୁ ହୋଇଛି। ଫଳରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡିଛି। ଅତ୍ୟାବଶ୍ୟକ…

5 years ago
ମୋବାଇଲ ଚାର୍ଜ ସମୟରେ ବିଦ୍ୟୁତ୍‌ ଲାଗି ମହିଳା ମୃତମୋବାଇଲ ଚାର୍ଜ ସମୟରେ ବିଦ୍ୟୁତ୍‌ ଲାଗି ମହିଳା ମୃତ

ମୋବାଇଲ ଚାର୍ଜ ସମୟରେ ବିଦ୍ୟୁତ୍‌ ଲାଗି ମହିଳା ମୃତ

ପାଟଣା,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ରାଇସୁଆଁ ଥାନା ତାଳପଦା ଗ୍ରାମରେ ମୋବାଇଲ ଫୋନ୍‌ ଚାର୍ଜ କରିବା ସମୟରେ ବିଦ୍ୟୁତ୍‌ ଲାଗି ସୋମବାର ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି। ସେ…

5 years ago
ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ

ରାଜ୍ୟ ବାହାରୁ ପାଟଣା ଫେରିଥିବା ୧୫୧ ଜଣ ଆଇସୋଲେଶନରେ

ପାଟଣା,୨୩।୩(ସ୍ବ.ପ୍ର.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ ଅବସ୍ଥାରେ। ଏହି ପରିପ୍ରେକ୍ଷୀରେ ବାଙ୍ଗାଲୋରରେ ରହି କାମ କରୁଥିବା କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ…

5 years ago

ପ୍ରସ୍ତାବିତ ପାଉଁଶ ଇଟା କାରଖାନାକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ

ପାଟଣା ,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ତଥା ପାଟଣା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଟାଇଁସିରା ମୌଜାରେ ପ୍ରସ୍ତାବିତ ଏକ ପାଉଁଶ ଇଟା କାରଖାନା ନିର୍ମାଣକୁ ସ୍ଥାନୀୟ…

5 years ago