ପାଟଣା, ୨୦।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଆଇଆଇସି ସନ୍ଧ୍ୟାରାଣୀ ଜେନା ଜଣେ ଯୁବକଙ୍କୁ ଥାନାଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…
ପାଟଣା,୨୦।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାରେ ଜଣେ ଅଭିଯୁକ୍ତଙ୍କୁ ଥାନାଧିକାରୀ ଥାନା ଭିତରେ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ସହ ଜିଲାରେ ଚର୍ଚ୍ଚାର ବିଷୟ…
କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ତେଲକୋଇ ଥାନା କାଳିଆହତା ଫାଣ୍ଡି ଅଞ୍ଚଳ ମାରଦା ଗଁାର ଟଙ୍କଧର ମହାନ୍ତଙ୍କ ଘରେ ସୋମବାର ବିଳମ୍ବିତ ରାତିରେ ୪ଜଣ ଲୁଟେରା ବିଭିନ୍ନ ମାରଣାସ୍ତ୍ର…
ଚମ୍ପୁଆ,୧୯ା ୫(ଡି.ଏନ.ଏ)-କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳର ଏକ ବିବାହିତା ମହିଳାଙ୍କୁ ଅଶ୍ଲୀଳ ଭିଡିଓ ଓ ମେସେଜ ପଠାଇ ବାରମ୍ବାର ହଇରାଣ ହରକତ କରୁଥିବାରୁ ଜଣେ ଯୁବକଙ୍କୁ…
କେନ୍ଦୁଝର, ୧୯ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଭାରତୀୟ ଜନତା ପାର୍ଟି ତରଫରୁ ୮ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମଙ୍ଗଳବାର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି। ବିଶେଷ କରି ଲକ୍ଡାଉନ୍ ସମୟରେ…
ପାଟଣା,୧୯।୫(ସ୍ବ.ପ୍ର.)-କରୋନା ଭାଇରସ୍ ସଂକ୍ରମଣ ପାଇଁ ସାରା ଦେଶରେ କଟକଣା ଘୋଷଣା କରାଯାଇଛି। ମେ ୧୮ ତାରିଖରୁ ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଆରମ୍ଭ ହୋଇଛି। ଏହି ସମୟରେ ବିବାହ…
ବଡବିଲ, ୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ କଲେଜ ସମ୍ମୁଖରେ ଅଲ୍ଇଣ୍ଡିଆ ଷ୍ଟୁଡେଣ୍ଟ ଫେଡେରେଶନ(ଏଆଇଏସଏଫ୍) ବଡବିଲ ଶାଖା ତରଫରୁ ସୋମବାର ନିଆରା ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସାମାଜିକ ଦୂରତ୍ୱ,…
ଚମ୍ପୁଆ, ୧୮।୫(ଡି.ଏନ.ଏ.)-ଚମ୍ପୁଆ ସୀମାନ୍ତ ଦେଇ ଗତ ରବିବାର ରାତିରେ ଯାଉଥିବା ଏକ କଣ୍ଟେନରକୁ ଚମ୍ପୁଆ ପୋଲିସ ଅଟକାଇବା ସହିତ ସେଥିରେ ଥିବା ୭୨ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା…
ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଭୁଲୁଦା ବାଭଣପଡା ସାହିରେ ରବିବାର ରାତିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଥିଲା। ଜଣେ ବ୍ୟକ୍ତିଙ୍କ…
ପାଟଣା,୧୮।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଆଇଆଇସି ସନ୍ଧ୍ୟାରାଣୀ ଜେନା ଜଣେ ଯୁବକଙ୍କୁ ଥାନା ଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି…