କେନ୍ଦୁଝର

ଚୋରା ବାଲି ଡିପୋରେ ଚଢାଉ, ୫୬ହଜାର ଜରିମାନା ଆଦାୟ

ଯୋଡା, ୧୬ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ବଡବିଲ ତହସିଲ ଅନ୍ତର୍ଗତ ବନ୍ଧୁଆବେଡା ତଥା ଆଖପାଖ ଗ୍ରାମରେ କରାଯାଇଥିବା ବେଆଇନ ବାଲି ଡିପୋ ଉପରେ ଶୁକ୍ରବାର ରାଜସ୍ବ ବିଭାଗ ପକ୍ଷରୁ ଚଢାଉ…

6 years ago

ଅକ୍ସନ ପଥର ଖଣିରୁ ପଥର ଛାଡୁ ନାହାନ୍ତି ଗ୍ରାମବାସୀ

ପାଟଣା,୧୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଟାଙ୍ଗରପଡା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଅଙ୍କୁରା ରାଜସ୍ବ ମୌଜାରେ ଅକ୍ସନ ହୋଇଥିବା ୧୦ ଏକର ୭୨ ଡିସିମିଲ ହୁଡିରୁ ପଥର…

6 years ago

ଚେନ୍ନାଇରୁ ସାଇକେଲରେ ୧୯୦୦ କିମି ଯାତ୍ରା: ୧୧ ଦିନ ପରେ ହାଟଡ଼ିହୀ ବ୍ଲକରେ ପହଞ୍ଚିଲେ ବିମଳ

ହାଟଡ଼ିହୀ, ୧୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଗୋପ ଗ୍ରାମର ସୁବାଷ ଘୋଷଙ୍କ ପୁଅ ବିମଳ(୨୫) ଚେନ୍ନାଇରୁ ପ୍ରାୟ ୧୯୦୦ କିଲୋମିଟର ସାଇକେଲରେ ଯାତ୍ରା କରି ନିଜ…

6 years ago

ଫସଲ ନଷ୍ଟ କଲେ ହାତୀପଲ

ଯୋଡ଼ା,୧୫ା୫ (ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଗତ ୨ଦିନ ହେବ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି ା ବନ ବିଭାଗର…

6 years ago

୫ ଦଫାରେ ଦାବିପତ୍ର ଦେଲେ ଆଶାକର୍ମୀ

କେନ୍ଦୁଝର, ୧୫ା୫(ଡି.ଏନ୍‌.ଏ.)-ଓଡିଶା ଆଶାକର୍ମୀ ଆସୋସିଏସନ୍‌ (ସିଟୁ) ତରଫରୁ ଗୁରୁବାର କେନ୍ଦୁଝରଠାରେ ୫ଦଫା ଦାବି ସମ୍ବଳିତ ଏକ ଦାବିପତ୍ରକୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ମାଧ୍ୟମରେ ମିଶନଶକ୍ତି ନିର୍ଦ୍ଦେଶିକାଙ୍କୁ…

6 years ago

କେନ୍ଦୁଝରରେ ଜଣେ ସୁସ୍ଥ ହୋଇ ଫେରିଲେ

କେନ୍ଦୁଝର,୧୪।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପ୍ରଥମ ପଜିଟିଭ ଚିହ୍ନଟ ରୋଗୀ ସୁସ୍ଥ ହୋଇ ଗୁରୁବାର ଘରକୁ ଫେରିଛନ୍ତି। ଫଳରେ ଜିଲାରେ ଦେଖାଦେଇଥିବା କରୋନା…

6 years ago

ଆଧାର ସଂଯୋଗ ନାହିଁ, ରାଶନ ସାମଗ୍ରୀ ପାଇବାରୁ ବଞ୍ଚିତ ଦିବ୍ୟାଙ୍ଗ ଯୁବତୀ

ରାଇସୁଆଁ,୧୪ା୫(ଡି.ଏନ୍‌.ଏନ୍‌.): ଆଧାର ସଂଯୋଗ ନାହିଁ ବୋଲି ଜଣେ ଦିବ୍ୟାଙ୍ଗ ଯୁବତୀ ରାଶନ ସାମଗ୍ରୀ ପାଇବାରୁ ବଞ୍ଚିତ ହୋଇଛନ୍ତି। ସରକାର ଦିବ୍ୟାଙ୍ଗ ଅସହାୟମାନଙ୍କ ପାଇଁ ବିଭିନ୍ନ ସରକାରୀ ସହାୟତା…

6 years ago

ସାପକାମୁଡ଼ାରେ ନାବାଳକଙ୍କ ଜୀବନ ଗଲା

କେନ୍ଦୁଝର,୧୩ା୫ (ସ୍ବ.ପ୍ର.)-ସାପ କାମୁଡ଼ାରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କାଞ୍ଜିପାଣି ଥାନା କୁଅଁର ଗ୍ରାମର ମହାଜନ ସ୍ୱାଇଁଙ୍କ ପୁଅ ଜିତେନ୍ଦ୍ର (୮)। ବୁଧବାର ଘରେ…

6 years ago

ମହିଳା ଆଇନଜୀବୀଙ୍କଠାରୁ ସୁନା ଚେନ୍‌ ଲୁଟ୍‌

କେନ୍ଦୁଝର,୧୩ା୫(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସହରରେ ବୁଧବାର ଜଣେ ମହିଳା ଆଇନଜୀବୀଙ୍କ ଠାରୁ ସୁନା ଚେନ ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଘଟଣାରୁ ପ୍ରକାଶ ଯେ, ଅପରାହ୍ନରେ ସମ୍ପୃକ୍ତ ମହିଳା ଜଣଙ୍କ…

6 years ago

ପ୍ରଦୂଷଣକୁ ନେଇ ତାତିଲେ ଗ୍ରାମବାସୀ

କେନ୍ଦୁଝର,୧୩ା୫(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଫୁଲଝର ଗ୍ରାମରେ ଥିବା ଏକ ପିଲେଟ କାରଖାନା ବିରୋଧରେ ଅସନ୍ତୋଷ ତେଜିଛି। ବୁଧବାର ମଲଦା ପଞ୍ଚାୟତର ଗ୍ରାମବାସୀ ପ୍ରଦୂଷଣ ରୋକିବା ସହ କମ୍ପାନୀ ଦେଇଥିବା…

6 years ago