Advertisement

କେନ୍ଦୁଝର

ମହିଳାଙ୍କଠାରୁ ୫୨ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତମହିଳାଙ୍କଠାରୁ ୫୨ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ

ମହିଳାଙ୍କଠାରୁ ୫୨ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ

କେନ୍ଦୁଝର,୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ନରଣପୁରସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରୁ ଟଙ୍କା ନେଇ ଆସୁଥିବା ଜଣେ ମହିଳାଙ୍କଠାରୁ ଟଙ୍କା ଲୁଟ୍‌ ଅଭିଯୋଗ ହୋଇଛି। ସମ୍ପୃକ୍ତ…

5 years ago
୨୧ରେ ସିଏଏ ସପକ୍ଷରେ ରାଲି୨୧ରେ ସିଏଏ ସପକ୍ଷରେ ରାଲି

୨୧ରେ ସିଏଏ ସପକ୍ଷରେ ରାଲି

କେନ୍ଦୁଝର,୬।୧(ସ୍ବ.ପ୍ର.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପରିପ୍ରେକ୍ଷୀରେ କେନ୍ଦୁଝର ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାସ୍‌ଙ୍କ…

5 years ago
ବାପଛେଉଣ୍ଡ ୪ ଶିଶୁ ଅସହାୟବାପଛେଉଣ୍ଡ ୪ ଶିଶୁ ଅସହାୟ

ବାପଛେଉଣ୍ଡ ୪ ଶିଶୁ ଅସହାୟ

ତେଲକୋଇ, ୬।୧(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ପଞ୍ଚାୟତର ଦାମୋଦର ଗୌଣି ମୁଣ୍ଡା ସାହିରେ ୪ଜଣ ଅନାଥ ଶିଶୁ ରହୁଛନ୍ତି। ବାପା ମରିବା ପରେ ସେମାନଙ୍କ ମା’ ଛୁଆଙ୍କୁ…

5 years ago
ବୁଡିବାକୁ ବସିଲାଣି ବାଉଁଶ ଶିଳ୍ପ; ଦୁର୍ଦ୍ଦିନରେ ବାଉଁଶ କାରିଗରବୁଡିବାକୁ ବସିଲାଣି ବାଉଁଶ ଶିଳ୍ପ; ଦୁର୍ଦ୍ଦିନରେ ବାଉଁଶ କାରିଗର

ବୁଡିବାକୁ ବସିଲାଣି ବାଉଁଶ ଶିଳ୍ପ; ଦୁର୍ଦ୍ଦିନରେ ବାଉଁଶ କାରିଗର

ରାଇସୁଆଁ, ୬।୧(ଡି.ଏନ.ଏ.)-ବାଉଁଶ ଶିଳ୍ପ ଏକ ଲାଭଜନକ କୁଟୀର ଶିଳ୍ପ ଥିଲା। ଏହି କୁଟୀର ଶିଳ୍ପ ମାଧ୍ୟମରେ ଶହଶହ ପରିବାର ଆତ୍ମନିର୍ଭରଶୀଳ ହୋଇ ନିଜନିଜର ଗୁଜୁରାଣ ମେଣ୍ଟାଇ ପାରୁଥିଲେ।…

5 years ago
ଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀ

ଅନିଶ୍ଚିତତାରେ କନିଆଁନୁକା ନାଳ କଲଭର୍ଟ ନିର୍ମାଣ: କଷ୍ଟ ଭୋଗୁଛନ୍ତି ୱାର୍ଡବାସୀ, ଯାତ୍ରୀ

ଚମ୍ପୁଆ, ୫ା୧(ଡି.ଏନ୍‌.ଏ.)- ଚମ୍ପୁଆ ଏନଏସି ଗଠନ ହେବାର ୫ ବର୍ଷ ପୂରିବାକୁ ଆଉ ଅଳ୍ପ କିଛି ମାସ ବାକି ରହିଥିବା ବେଳେ ୱାର୍ଡବାସୀ ମୌଳିକ ସୁବିଧାରୁ ବଞ୍ଚିତ…

5 years ago
ପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣାପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣା

ପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣା

କେନ୍ଦୁଝର,୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଞ୍ଚଳରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଶୁକ୍ରବାର ଗଣବଳାତ୍କାର ପାଇଁ ହାଟରୁ ନିଆଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣା…

5 years ago
ସାନଘାଗରାରେ ଜମୁଛି ଭିଡ଼: ବିଭିନ୍ନ ଆଚାରର ଚାହିଦା ଅଧିକସାନଘାଗରାରେ ଜମୁଛି ଭିଡ଼: ବିଭିନ୍ନ ଆଚାରର ଚାହିଦା ଅଧିକ

ସାନଘାଗରାରେ ଜମୁଛି ଭିଡ଼: ବିଭିନ୍ନ ଆଚାରର ଚାହିଦା ଅଧିକ

କେନ୍ଦୁଝର, ୪।୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଅନ୍ୟତମ ଆକର୍ଷଣ ସାନଘାଗରା ଜଳପ୍ରପାତରେ ନୂଆବର୍ଷ ଉପଲକ୍ଷେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ସାନଘାଗରା ଜଳପ୍ରପାତ ବୁଲିବା ସହ ଭୋଜିଭାତ କରିବାକୁ…

5 years ago
ତେଲକୋଇ ବଜାରରୁ ଜବରଦଖଲ ଉଚ୍ଛେଦତେଲକୋଇ ବଜାରରୁ ଜବରଦଖଲ ଉଚ୍ଛେଦ

ତେଲକୋଇ ବଜାରରୁ ଜବରଦଖଲ ଉଚ୍ଛେଦ

ତେଲକୋଇ,୪ା୧(ଡି.ଏନ୍‌.ଏ.)- ରାସ୍ତା ପ୍ରଶସ୍ତୀକରଣ ପାଇଁ ତେଲକୋଇ ମୁଖ୍ୟାଳୟର ବଜାର ଅଞ୍ଚଳରେ ଥିବା ସରକାରୀ ଜମିକୁ ଶୁକ୍ରବାର ଜବରଦଖଲ ମୁକ୍ତ କରାଯାଇଛି। ସ୍ଥାନୀୟ ତହସିଲଦାର ତଥା ମାଜିଷ୍ଟ୍ରେଟ ଅଶ୍ୱିନୀ…

5 years ago
ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ଯୋଡ଼ା, ୩ା୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ତଥା ୫୨୦ ନଂ. ଜାତୀୟ ରାଜପଥ କଣ୍ଡରା ଛକଠାରେ ନିର୍ମାଣ ହେଉଥିବା ଟୋଲଗେଟ୍‌ ନିକଟରେ…

5 years ago
ଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଏମ୍‌ପିଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଏମ୍‌ପି

ଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଏମ୍‌ପି

କେନ୍ଦୁଝର,୩।୧(ସ୍ବ.ପ୍ର.): କେନ୍ଦୁଝର ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ନବବର୍ଷ ଅବସରରେ ଶୁକ୍ରବାର ଜିଲାର ବହୁ ସମସ୍ୟା ଉପରେ ସ୍ଥାନୀୟ ବିଭିନ୍ନ ଗଣମାଧ୍ୟମର ଖବରଦାତା ସମ୍ମିଳନୀରେ ଆଲୋଚନା କରିଛନ୍ତି। ସେ…

5 years ago