କେନ୍ଦୁଝର

ବଲାଣି ସେଲ୍‌ ଖଣିରେ ଦୁର୍ଘଟଣା: କ୍ରଶରରେ ଚାପି ହୋଇ ଶ୍ରମିକଙ୍କ ୩ ଆଙ୍ଗୁଠି କଟିଲା

ବଡ଼ବିଲ, ୧୦।୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ସ୍ଥିତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଷ୍ଟିଲ ଅଥରିଟି ଅଫ୍‌ ଇଣ୍ଡିଆ ଲିଃ(ସେଲ) ଖଣିରେ ଶୁକ୍ରବାର ସକାଳେ ଦୁର୍ଘଟଣା ଘଟିଛି। କ୍ରଶର ପ୍ଲାଣ୍ଟରେ…

5 years ago

୫ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଲା ହାତୀ

ପାଟଣା,୧୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଗୋଟିକିଆ ଦନ୍ତାହାତୀର ଆତଙ୍କରାଜ ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଏହି ଦନ୍ତାହାତୀଟି ପାଟଣା ରେଞ୍ଜର…

5 years ago

ମହାଦେଇଯୋଡ଼ା ରାଣୀ ଜମି ହଡ଼ପ ଉଦ୍ୟମ: ଜବରଦଖଲ ଉଚ୍ଛେଦ କଲେ ଗ୍ରାମବାସୀ

ରାଇସୁଆଁ,୯।୧(ଡି.ଏନ୍‌.ଏ.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ମହାଦେଇଯୋଡ଼ା ଗ୍ରାମରେ ପୂର୍ବ ପୁରୁଷରୁ ଥିବା ୩ଶହ ଏକର ରାଣୀ ଜମିକୁ ଗ୍ରାମର କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

5 years ago

ଟୁସୁ ପର୍ବରେ ଶତାଧିକ ଗାଁ ଉତ୍ସବମୁଖର

କେନ୍ଦୁଝର, ୯ା୧ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କୁଡୁମୀ ସମ୍ପ୍ରଦାୟର ଲୋକେ ବସବାସ କରୁଥିବା ଶତାଧିକ ଗାଁ ପ୍ରସିଦ୍ଧ ଟୁସୁ ପର୍ବ ପାଇଁ ଉତ୍ସବମୁଖର ହୋଇଉଠିଛି। ଆସନ୍ତା ମକର ସଂକ୍ରାନ୍ତିରେ…

5 years ago

ଲୁହାପଥର ବୋଝେଇ ୨ଟ୍ରକ ଜବତ: ୧୫ ହଜାର ଟଙ୍କା, ୩ ମୋବାଇଲ ସହ ୩ ଗିରଫ

ବଡବିଲ, ୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ପୋଲିସ ବୁଧବାର ସକାଳେ ଏହି ଥାନା ଅଞ୍ଚଳ ଦେଇ ଚୋରାଚାଲାଣ ହେଉଥିବା ସାଇଜ ଲୁହାପଥର ବୋଝେଇ ୨ଟି ଟ୍ରକକୁ ଜବତ…

5 years ago

ଲୁହାପଥର ବୋଝେଇ ହାଇଓ୍ବା ଜବତ: ମାଷ୍ଟରମାଇଣ୍ଡ ସମେତ ୬ କୋର୍ଟ ଚାଲାଣ

ବଡ଼ବିଲ,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରାଚାଲାଣ ହେଉଥିବା ୨୭ ମେଟ୍ରିକ ଟନ୍‌ ସାଇଜ ଲୁହାପଥର ବୋଝେଇ ହାଇଓ୍ବା ଜବତ କରିବା ସହ…

5 years ago

ଯୋଡ଼ାରେ ବନ୍ଦ ପାଳନର ପ୍ରଭାବ

ଯୋଡ଼ା,୮।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳରେ ବନ୍ଦର ପ୍ରଭାବ ପଡ଼ିଛି। ବାମ ଦଳ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାରେ ଯୋଡ଼ା ଖଣି ମଣ୍ଡଳରେ ଥିବା ସମସ୍ତ…

5 years ago

ସଦରରେ ଭାରତ ବନ୍ଦ ପ୍ରଭାବ: ରାସ୍ତାରେ ଅଟକି ରହିଛି ଗାଡ଼ି, ଯାତ୍ରୀ ହନ୍ତସନ୍ତ

ରାଇସୁଆଁ, ୮।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ରାସ୍ତାରେ ବହୁ ଯାନବାହନ ଛିଡ଼ା ହୋଇ ରହିଥିବା ବେଳେ ଯାତ୍ରୀମାନେ ହନ୍ତସନ୍ତ…

5 years ago

ଗାଡ଼ି ଚଳାଚଳ ବନ୍ଦ, ଖୋଲା ରହିଛି ଦୋକାନ ବଜାର

ପାଟଣା,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ୧୨ଦଫା ଦାବିରେ ବୁଧବାର ବନ୍ଦ ଡାକରା ଦିଆଯାଇଥିବା ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ଥିବା…

5 years ago

କେନ୍ଦୁଝରରେ ଭାରତ ବନ୍ଦ ପାଳନ ଶାନ୍ତିପୂର୍ଣ୍ଣ

କେନ୍ଦୁଝର,୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଦରଦାମ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରତିବାଦରେ ବିଭିନ୍ନ ରାଜନୈତିକ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ଶାନ୍ତିପୂର୍ଣ୍ଣ ଭାବେ ଆରମ୍ଭ…

5 years ago