Advertisement

କେନ୍ଦୁଝର

‘ରାଜ୍ୟ ବାହାରେ କଳାପ୍ରଦର୍ଶନ କରିବାକୁ ଲକ୍ଷ୍ୟ’: କେନ୍ଦୁଝରର ଯୁବ ଶିଳ୍ପୀ ନିଶିକାନ୍ତ‘ରାଜ୍ୟ ବାହାରେ କଳାପ୍ରଦର୍ଶନ କରିବାକୁ ଲକ୍ଷ୍ୟ’: କେନ୍ଦୁଝରର ଯୁବ ଶିଳ୍ପୀ ନିଶିକାନ୍ତ

‘ରାଜ୍ୟ ବାହାରେ କଳାପ୍ରଦର୍ଶନ କରିବାକୁ ଲକ୍ଷ୍ୟ’: କେନ୍ଦୁଝରର ଯୁବ ଶିଳ୍ପୀ ନିଶିକାନ୍ତ

କେନ୍ଦୁଝର, ୧୧।୧୨(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ଗ୍ରାମର ଯୁବ ଟେରାକୋଟା ଶିଳ୍ପୀ ନିଶିକାନ୍ତ ବେହେରା। ନିଜ ବାପାଙ୍କଠାରୁ ଟେରାକୋଟା ଶିଳ୍ପ କଳା ଶିଖିବା…

5 years ago
ଲୁହାପଥର ବୋଝେଇ ୬ ଡମ୍ପର ଜବତ ଘଟଣା:ଡମ୍ପର ମାଲିକ ଗିରଫଲୁହାପଥର ବୋଝେଇ ୬ ଡମ୍ପର ଜବତ ଘଟଣା:ଡମ୍ପର ମାଲିକ ଗିରଫ

ଲୁହାପଥର ବୋଝେଇ ୬ ଡମ୍ପର ଜବତ ଘଟଣା:ଡମ୍ପର ମାଲିକ ଗିରଫ

ବଡବିଲ, ୧୦।୧୨ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ପୋଲିସ ଗତ ନଭେମ୍ବର ୨୬ ତାରିଖରେ ରାଜ୍ୟ ସୀମାନ୍ତ ନାଲଦାରୁ ଲୁହାପଥର ବୋଝେଇ ୬ଟି ଡମ୍ପର ଜବତ କରିବା…

5 years ago
ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତରପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର

ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର

ଆନନ୍ଦପୁର,୧୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଭାଟସିରା ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନାବାଳକ ପୁତୁରାଙ୍କ ଆକ୍ରମଣରେ ବଡ଼ ମା’ ଗୁରୁତର ହୋଇ ଆନନ୍ଦପୁର…

5 years ago
ଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀ

ଅନ୍ୟ ଲାଗି ପ୍ରେରଣା ସାଜିଛନ୍ତି ସୁଲଣର ଯୁବଗୋଷ୍ଠୀ

ହାଟଡିହୀ, ୧୦।୧୨(ଡି.ଏନ.ଏ.)- ସମାଜସେବା କରିବା ସକାଶେ ଯୁବଗୋଷ୍ଠୀଙ୍କୁ ଉତ୍ସାହିତ କରି ବେଶ୍‌ ଚର୍ଚ୍ଚାକୁ ଆସିଛନ୍ତି ଉମାକାନ୍ତ। ସେ ନିଜ ଅଞ୍ଚଳର ୧୫୦ରୁ ଊର୍ଦ୍ଧ୍ୱ ଯୁବକଙ୍କୁ ଏକାଠି ନିଜ…

5 years ago
ଖୁଣ୍ଟାପିଙ୍ଗୁରେ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ବଖରାଖୁଣ୍ଟାପିଙ୍ଗୁରେ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ବଖରା

ଖୁଣ୍ଟାପିଙ୍ଗୁରେ ଅଗ୍ନିକାଣ୍ଡ: ଜଳିଗଲା ଦୁଇ ବଖରା

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ସାହାରପଡା ବ୍ଲକ ଖୁଣ୍ଟାପିଙ୍ଗୁ ଗ୍ରାମରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ଜଣେ ବିଧବା ମହିଳା ଜିଙ୍ଗି ମୁଣ୍ଡାଙ୍କର ଦୁଇ…

5 years ago
ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଅବସରପ୍ରାପ୍ତ ଶିକ୍ଷକଙ୍କ ପେନ୍‌ସନ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୯।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ବଜାରରୁ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ସୋମବାର ଅପରାହ୍ନରେ ଦୁର୍ବୃତ୍ତ ୩୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ଶିକାର…

5 years ago
ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରିମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି

ମନ୍ଦିର ଦାନବାକ୍ସ ତାଡ଼ି ଚୋରି: ପୋଲିସର ତଦନ୍ତ ଜାରି

ବଡ଼ବିଲ,୯।୧୨(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ଟାଉନ ଫାଣ୍ଡି ନଂ. ୧ ସମ୍ମୁଖ ହରିହର ମନ୍ଦିର ପରିସରରେ ଥିବା ଦାନ ବାକ୍ସକୁ କେହି ଦୁର୍ବୃତ୍ତ…

5 years ago
ଘର ମିଳୁନାହିଁ, ଝାଟି ମାଟି ଘର ସାହାଘର ମିଳୁନାହିଁ, ଝାଟି ମାଟି ଘର ସାହା

ଘର ମିଳୁନାହିଁ, ଝାଟି ମାଟି ଘର ସାହା

କେନ୍ଦୁଝର, ୯ା୧୨(ସ୍ବ.ପ୍ର.)-ସରକାର ବିଭିନ୍ନ ଯୋଜନାରେ ଗରିବ ଲୋକଙ୍କୁ ବିଶେଷ କରି ଗୃହହୀନ ଆଦିବାସୀଙ୍କୁ ମାଗଣାରେ ଘର ଯୋଗାଇଦେଉଥିବା ବେଳେ ସଦର ବ୍ଲକ ଯୋଗୀମଠ ମୁଣ୍ଡା ସାହିରେ ବହୁ…

5 years ago
ଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକାଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକା

ଆନନ୍ଦପୁରରେ ଖୋଲିଲାନି ଧାନମଣ୍ଡି: କୋହଲା ପାଗ ଦେଖି ଚାଷୀ ମନରେ ଛନକା

ଘସିପୁରା, ୯।୧୨ (ଡି.ଏନ.ଏ.)-କେନ୍ଦୁଝରର ଭାତ ହାଣ୍ଡି ଭାବେ ପରିଚିତ ଆନନ୍ଦପୁର କୃଷି ଜିଲାରେ ଚଳିତ ଖରିଫ ଋତୁରେ ଚାଷୀ ମାନଙ୍କ ଧାନ ଫସଲ ଅମଳ କାର୍ଯ୍ୟ ପ୍ରାୟତଃ…

5 years ago
ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

ଶୀତ ଋତୁରେ ପର୍ଯ୍ୟଟକଙ୍କ ମନ ଜିଣୁଛି କେନ୍ଦୁଝରର କଶ୍ମୀର ‘ଦରଗୁଡ଼ିଶିଳା’

କୋଳିମାଟି,୮ା୧୨:(ଡି.ଏନ୍‌.ଏ.): ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ ମନୋରମ। ବିଶେଷ କରି ଶୀତ ଋତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳଗୁଡ଼ିକରେ ପ୍ରାକୃତିର ଅପୂର୍ବ…

5 years ago