Advertisement

କେନ୍ଦୁଝର

ହାତୀ ଖାଇଗଲେ ପରିବା ଫସଲହାତୀ ଖାଇଗଲେ ପରିବା ଫସଲ

ହାତୀ ଖାଇଗଲେ ପରିବା ଫସଲ

ପାଟଣା,୨୦।୧୨(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦେଇପଶି ବିଟ୍‌ ଅନ୍ତର୍ଗତ ସାନ ଗମ୍ଭାରିଆ ଗ୍ରାମରେ ବୁଧବାର ରାତିରେ ୧୩ଟିକିଆ ବଣୁଆ ହାତୀ ଚାଷୀଙ୍କ ବାଡ଼ିରେ ପଶି ବ୍ୟାପକ ପନିପରିବା…

5 years ago
ବଢ଼ି ଚାଲିଛି ରାସ୍ତାପାର୍ଶ୍ୱ ଜବରଦଖଲ ସମସ୍ୟା: ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନବଢ଼ି ଚାଲିଛି ରାସ୍ତାପାର୍ଶ୍ୱ ଜବରଦଖଲ ସମସ୍ୟା: ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ

ବଢ଼ି ଚାଲିଛି ରାସ୍ତାପାର୍ଶ୍ୱ ଜବରଦଖଲ ସମସ୍ୟା: ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ

ଝୁମ୍ପୁରା, ୨୦।୧୨ (ଡି.ଏନ.ଏ.)-ଝୁମ୍ପୁରା ତହସିଲ ଅନ୍ତର୍ଗତ ସମସ୍ତ ୬ଟି ଯାକ ରାଜସ୍ବ ସର୍କଲରେ ଜବରଦଖଲ ସମସ୍ୟା ବଢିଚାଲିଛି। ସରକାରୀ ଜାଗା ଜବରଦଖଲ, ରାସ୍ତାପାର୍ଶ୍ୱ ଜବରଦଖଲ, କେନାଲ ହୁଡ଼ା…

5 years ago
ସାଢେ ତିନିବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶସାଢେ ତିନିବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ

ସାଢେ ତିନିବର୍ଷ ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ

କେନ୍ଦୁଝର,୧୯।୧୨(ସ୍ବ.ପ୍ର): ସାଢ଼େ ତିନିବର୍ଷର ଶିଶୁକନ୍ୟାକୁ ବଳାତ୍କାର ଓ ହତ୍ୟା ମାମଲାରେ ଗୁରୁବାର ସ୍ଥାନୀୟ ଜିଲା ଦୌରାଜଜ୍‌ କୋର୍ଟ ଜଣେ ଅଭିଯୁକ୍ତ ଯୁବକଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଯୁବକ…

5 years ago
ମୁଖ୍ୟ ଶାସନ ସଚିବଙ୍କ ବଡବିଲ ଗସ୍ତ, ଉଦଘାଟନ କଲେ ଉସୁ ଇଣ୍ଡୋର ଷ୍ଟାଡିୟମମୁଖ୍ୟ ଶାସନ ସଚିବଙ୍କ ବଡବିଲ ଗସ୍ତ, ଉଦଘାଟନ କଲେ ଉସୁ ଇଣ୍ଡୋର ଷ୍ଟାଡିୟମ

ମୁଖ୍ୟ ଶାସନ ସଚିବଙ୍କ ବଡବିଲ ଗସ୍ତ, ଉଦଘାଟନ କଲେ ଉସୁ ଇଣ୍ଡୋର ଷ୍ଟାଡିୟମ

ବଡବିଲ, ୧୯।୧୨(ସ୍ବ.ପ୍ର.): ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ବଡବିଲ ଗସ୍ତରେ ଯାଇଛନ୍ତି। ସେଠାରେ ଉସୁ ଇଣ୍ଡୋର ଷ୍ଟାଡିୟମ ଉଦଘାଟନ କରିବା ସହ ବିଭିନ୍ନ…

5 years ago
ଲୁହା ଆଙ୍ଗେଲ ଚୋରି ଘଟଣା: ଦୁଇ ଗିରଫଲୁହା ଆଙ୍ଗେଲ ଚୋରି ଘଟଣା: ଦୁଇ ଗିରଫ

ଲୁହା ଆଙ୍ଗେଲ ଚୋରି ଘଟଣା: ଦୁଇ ଗିରଫ

ଯୋଡ଼ା,୧୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପୂର୍ବ ଯୋଡ଼ାସ୍ଥିତ ଟିସ୍କୋ କଲୋନୀରେ ଘର କାମ ପାଇଁ ରଖାଯାଇଥିବା ୩୪ଟି ଲୁହା ଆଙ୍ଗେଲ ଚୋରି କରିଥିବା ଅଭିଯୋଗରେ ପୋଲିସ ୨ ଅଭିଯୁକ୍ତଙ୍କୁ…

5 years ago
ବ୍ଲକ ଅଧ୍ୟକ୍ଷ ଭାବେ ବିଶ୍ୱନାଥ ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତବ୍ଲକ ଅଧ୍ୟକ୍ଷ ଭାବେ ବିଶ୍ୱନାଥ ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ବ୍ଲକ ଅଧ୍ୟକ୍ଷ ଭାବେ ବିଶ୍ୱନାଥ ନାୟକ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ

ପାଟଣା,୧୮।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଧ୍ୟକ୍ଷ ପଦ ଦୀର୍ଘଦିନ ଖାଲି ପଡ଼ିବା ପରେ ବୁଧବାର ଆନୁଷ୍ଠାନିକ ଭାବେ ନିର୍ବାଚନ ଅନୁଷ୍ଠିତ ହୋଇଛି। ବ୍ଲକର ମୋଟ୍‌ ୨୦…

5 years ago
ଢେଙ୍କିକୋଟ ଲ୍ୟାମ୍ପରେ ଧାନକିଣା ଆରମ୍ଭଢେଙ୍କିକୋଟ ଲ୍ୟାମ୍ପରେ ଧାନକିଣା ଆରମ୍ଭ

ଢେଙ୍କିକୋଟ ଲ୍ୟାମ୍ପରେ ଧାନକିଣା ଆରମ୍ଭ

ଢେଙ୍କିକୋଟ, ୧୮ା୧୨(ଡି.ଏନ୍‌.ଏ.)- ଘଟଗାଁ ବ୍ଲକର ଅଗ୍ରଣୀ ଢେଙ୍କିକୋଟ ଲ୍ୟାମ୍ପରେ ମଙ୍ଗଳବାର ପୂର୍ବାହ୍ନ ୧୧ଟାବେଳେ ଚାଷୀମାନଙ୍କଠାରୁ ଧାନ କିଣା ଆରମ୍ଭ ହୋଇଛଇ। ଲ୍ୟାମ୍ପର ସଭାପତି ଈଶ୍ୱର ଚନ୍ଦ୍ର ନାୟକ,…

5 years ago
ଧନଞ୍ଜୟଙ୍କ ରାଜ୍ୟାଭିଷେକଧନଞ୍ଜୟଙ୍କ ରାଜ୍ୟାଭିଷେକ

ଧନଞ୍ଜୟଙ୍କ ରାଜ୍ୟାଭିଷେକ

କେନ୍ଦୁଝର, ୧୮ା୧୨(ଡି.ଏନ୍‌.ଏ.)-ପିତା ଅନନ୍ତ ନାରାୟଣ ଭଞ୍ଜଦେଓଙ୍କ ପରଲୋକ ପରେ କେନ୍ଦୁଝରର ୪୯ତମ ନୂତନ ରାଜା ଭାବେ ଅଭିଷେକ ହୋଇଥିବା ଧନଞ୍ଜୟ ନାରାୟଣ ଭଞ୍ଜଦେଓ ସୋମବାର ଠାକୁରଙ୍କୁ ଦର୍ଶନ…

5 years ago
ମିଳିଲାନି ଆମ୍ବୁଲାନ୍ସ, ଚାଲିଗଲା ନାବାଳିକାଙ୍କ ଜୀବନମିଳିଲାନି ଆମ୍ବୁଲାନ୍ସ, ଚାଲିଗଲା ନାବାଳିକାଙ୍କ ଜୀବନ

ମିଳିଲାନି ଆମ୍ବୁଲାନ୍ସ, ଚାଲିଗଲା ନାବାଳିକାଙ୍କ ଜୀବନ

ଘସିପୁରା, ୧୮।୧୨ (ଡି.ଏନ.ଏ.)-ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଆମ୍ବୁଲାନ୍ସ ନ ଆସିବାରୁ ମଙ୍ଗଳବାର ଜଣେ ଗରିବ ଆଦିବାସୀ ନାବାଳିକାଙ୍କ ମୃତ୍ୟୁ ହୋଇଛି। ମୃତ ନାବାଳିକା ଜଣକ ହେଲେ ଘସିପୁରା…

5 years ago
ପାଣିରେ ବୁଡି ଶିଶୁ ମୃତପାଣିରେ ବୁଡି ଶିଶୁ ମୃତ

ପାଣିରେ ବୁଡି ଶିଶୁ ମୃତ

ଖଇରା,୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଜଳଦା ପଞ୍ଚାୟତ ଅଧୀନ ସମ୍ପେଇ ଗ୍ରାମର ଅରୁଣ କୁମାର ଜେନାଙ୍କ ୨ବର୍ଷର ପୁଅ ଦିବ୍ୟାଂଶୁ ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି।…

5 years ago