କେନ୍ଦୁଝର

ଆନନ୍ଦପୁର ପୌରପାଳିକାରେ ସ୍ବାୟତ୍ତ ଶାସନ ଦିବସ

ଆନନ୍ଦପୁର,୩୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ପୌର ଅଧିକାରୀ ହିତାଂଶୁ ଶେଖର ସାମଲଙ୍କ ସଂଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ…

5 years ago

ଟ୍ରେନ୍‌ରେ କଟି ବୃଦ୍ଧାଙ୍କ ମୃତ୍ୟୁ: ଘରୋଇ କଳହକୁ ନେଇ ଆତ୍ମହତ୍ୟା କରିଥିବା ସନ୍ଦେହ

କେନ୍ଦୁଝର,୩୧।୮(ସ୍ବ.ପ୍ର.): କେନ୍ଦୁଝର ରେଳ ଷ୍ଟେଶନ ନିକଟରେ ଶନିବାର ଟ୍ରେନ୍‌ରେ କଟି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରୁକ୍ମୁଣୀ ସାହୁ(୬୫)। ତାଙ୍କ ଘର ସଦର ବ୍ଲକ…

5 years ago

ଯାତ୍ରୀବାହୀ ବସ୍‌ ଦୁର୍ଘଟଣା : ଅଳ୍ପକେ ବର୍ତ୍ତିଲେ ୬୦ଯାତ୍ରୀ

କେନ୍ଦୁଝର/କୋଳିମାଟି,୩୧।୮(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍‌ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିିଯାଇଛି। ଏଥିରେ କେହି ମୃତାହତ…

5 years ago

୧୭ ବର୍ଷ ଧରି ଲୁହା ଶିକୁଳିରେ ବନ୍ଧା ଜୀବନ

ହାଟଡିହୀ,୩୧। ୮(ଡି.ଏନ୍‌.ଏ.)-ପୁଅ ପାଠ ପଢ଼ିବ, ବଡ଼ ମଣିଷ ହେବ। ଗରିବ ମା’ ବାପାଙ୍କ ଦୁଃଖ ହଟିବ। ପୁଅକୁ ନେଇ ସେମାନେ କେତେ ସ୍ବପ୍ନ ଦେଖିଥିଲେ। କିନ୍ତୁ ସ୍ବପ୍ନ…

5 years ago

ବେଲଗାମ ହେଲାଣି ନିଶା ଓଷଧ କାରବାର

ଯୋଡ଼ା,୩୧।୮(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ନିଶା ଓଷଧ କାରବାର ଅହେତୁକ ପରିମାଣରେ ବୃଦ୍ଧି ପାଇଛି ା ବାହାର ରାଜ୍ୟରୁ ଏହାକୁ ଆଣି ସହରରେ ବିକ୍ରୟ କରାଯାଉଛି…

5 years ago

ବେଆଇନ୍‌ ବାଲି ଚାଲାଣ: ୨ ଟ୍ରାକ୍ଟର ଜବତ

ଆନନ୍ଦପୁର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ପକ୍ଷରୁ ଆନନ୍ଦପୁର ଥାନା ଶାଳବଣି ଗ୍ରାମରେ ଶୁକ୍ରବାର ଚଢ଼ାଉ କରାଯାଇ ବେଆଇନ ବାଲି ଚାଲାଣ କରୁଥିବା ଦୁଇଟି ଟ୍ରାକ୍ଟର ଜବତ…

5 years ago

ଚୋରା ଦେଶୀମଦ ଜବତ: ଜଣେ ଗିରଫ

ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଶୁକ୍ରବାର ବାଲାଗୋଡ଼ା ସ୍ଥିତ ଡବ୍ଲ୍ୟୁ ହଟିଂ ଅଞ୍ଚଳରେ ଚଢ଼ାଉ କରି ୧୦ ଲିଟର ଚୋରା ଦେଶୀ ମଦ ଜବତ…

5 years ago

ଡିଜେଲ ଚୋରି ଘଟଣା: ପୁଣି ୨ ଗିରଫ

ବଡ଼ବିଲ,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ପୋଲିସ ଗୁରୁବାର ଡିଜେଲ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଏହି ଘଟଣାରେ ସଂପୃକ୍ତ ଅନ୍ୟ ୨ ଜଣଙ୍କୁ…

5 years ago

ପାଟଣା ବ୍ଲକର ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେ ହେଲେ ଟାଙ୍ଗରପଡ଼ା  ଗ୍ରାମ ଗୋପାଳ ସାହିର ଶୈଳେନ୍ଦ୍ର ବାରିକଙ୍କ ପୁଅ ମଣିରତ୍ନ…

5 years ago

ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ: ପ୍ରଧାନଶିକ୍ଷକ କୋର୍ଟଚାଲାଣ

ପାଟଣା,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ଏକ ବିଦ୍ୟାଳୟରେ ଗତ ବୁଧବାର ଜଣେ ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବାନେଇ ଛାତ୍ରୀଙ୍କ ବାପା ଗୁରୁବାର ତୁରୁମୁଙ୍ଗା…

5 years ago