କେନ୍ଦୁଝର

ନିଶା ଔଷଧ କାରବାର : ଜଣେ ଗିରଫ

ଯୋଡ଼ା,୨୧।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ସହରର ସହିଦ ନଗରଠାରେ ଯୋଡା ପୋଲିସ ଚଢାଉ କରି ନିଶା ଔଷଧ ଓ ମଦ କାରବାର କରୁଥିବା ଅଭିଯୋଗରେ ଅନଓ୍ବାର ହୁସେନ୍‌ଙ୍କୁ…

5 years ago

କେନ୍ଦୁଝର ଜେଲରେ କଏଦୀଙ୍କ ମୃତ୍ୟୁ

କେନ୍ଦୁଝର,୨୧।୮(ସ୍ବ.ପ୍ର.): କେନ୍ଦୁଝର ଜେଲରେ ସଜା କାଟୁଥିବା ଜଣେ କଏଦୀଙ୍କର ବୁଧବାର ପୂର୍ବାହ୍ନରେ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବିଲ ଥାନା ହିସାବୁରୁ ଗ୍ରାମର ବିପିନ ନାୟକ। ପ୍ରକାଶ…

5 years ago

ନିଶା ନିବାରଣ ଅଭିଯାନପାଇଁ ଅଣ୍ଟା ଭିଡ଼ିଲେ ମହିଳା

ବଡବିଲ, ୨୧।୮ (ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଦଲକିବସ୍ତିର ଶତାଧିକ ମହିଳା ନିଶା ନିବାରଣ ଅଭିଯାନ ପାଇଁ ଅଣ୍ଟା ଭିଡିଛନ୍ତି। ମା’ ଠାକୁରାଣୀ ମହିଳା ସମିତି…

5 years ago

ଭଙ୍ଗାଘରେ ଚାଲିଛି ସମିତି କାର୍ଯ୍ୟାଳୟ

ଝୁମ୍ପୁରା, ୨୧।୮ (ଡି.ଏନ.ଏ.)-ଚାଷୀ ଓ ଚାଷ ସହିତ ଓତପ୍ରୋତ ଭାବେ ଜଡିତ ଝୁମ୍ପୁରା ବୃହଦାଗାର ବହୁମୁଖୀ ସମବାୟ ସମିତି ଲିଃ (ଲ୍ୟାମ୍ପସ)ର କାର୍ଯ୍ୟାଳୟ, ଗୋଦାମ ଗୃହ ଏବେ…

5 years ago

ପୂଜାସ୍ଥଳୀ ଥିଲେ ବି ହେଉନି ବିକାଶ

କେନ୍ଦୁଝର, ୨୧ା୮- ଅବହେଳିତ ପୂଜା ସ୍ଥଳୀଗୁଡିକର ପୁନରୁଦ୍ଧାର କରିବା ସହ ପୁରାତନ ସଂସ୍କୃତିର ସୁରକ୍ଷା ପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି। ହେଲେ ବିକାଶ ହୋଇପାରୁନାହିଁ।…

5 years ago

କମ୍ପାନୀ ବିରୋଧରେ ଚାଲିଥିଲା ଅନଶନ: ୬୫ ଦିନରେ ଅନଶନକାରୀଙ୍କୁ ଉଠାଇଲା ପୋଲିସ

ଚମ୍ପୁଆ, ୨୧।୮(ଡି.ଏନ.ଏ)- ଦୀର୍ଘ ୬୫ଦିନରେ ପହଞ୍ଚିଥିବା ବଡକାଳିମାଟି ବାସୀଙ୍କ ଅନଶନକୁ ପୋଲିସ ମଙ୍ଗଳବାର ନାକାମ କରିବା ସହିତ ଅନଶନକାରୀଙ୍କୁ ଅନଶନସ୍ଥଳରୁ ଉଠାଇ ଘରକୁ ପଠାଇଦେଇଥିବା ଜଣାଯାଇଛି। ଚମ୍ପୁଆ…

5 years ago

ମିଶନରେ କେନ୍ଦୁଝର ବୈଜ୍ଞାନିକ ଅଟଳକୃଷ୍ଣ

କେନ୍ଦୁଝର, ୨୧ା୮(ସ୍ବ.ପ୍ର.)-ଚନ୍ଦ୍ରାୟନ-୨ରେ କେନ୍ଦୁଝର ଜିଲାର ଯୁବ ବୈଜ୍ଞାନିକ ଅଟଳକୃଷ୍ଣ ଖଟୁଆଙ୍କ ଉଦ୍ୟମ ଏବେ ରାଜ୍ୟ ପାଇଁ ଗୌରବ ଆଣିଛି। ଅଟଳକୃଷ୍ଣ ଇସ୍ରୋର ରିଲାଇବିଲିଟି ବିଭାଗରେ ଦୀର୍ଘ ୬…

5 years ago

ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତା: ଭାଙ୍ଗିଲା ଆଉ ୩ ଘର

ଚମ୍ପୁଆ, ୨୦।୮(ଡି.ଏନ.ଏ.)-ଚମ୍ପୁଆ ରେଞ୍ଜକୁ ଲେଉଟିଲା ଗୋଠଛଡା ଦନ୍ତାହାତୀ। ଦୀର୍ଘଦିନର ବ୍ୟବଧାନପରେ ଫେରି ଏହି ଦନ୍ତା ଉପତ୍ାତ ଆରମ୍ଭ କରିଦେଇଛି। ଫସଲ ନଷ୍ଟ ସାଙ୍ଗକୁ ୩ଗୋଟି ଘରଭାଙ୍ଗି ଦେଇଛି।…

5 years ago

ପିପିଳିଆଠାରେ ଦୁଇ ଟ୍ରକ୍‌ ଦୁର୍ଘଟଣା ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଡ୍ରାଇଭରଙ୍କ ମୃତ୍ୟୁ

ଢେଙ୍କିକୋଟ,୨୦।୮(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ପିପିଳିଆଠାରେ ସୋମବାର ସନ୍ଧ୍ୟାରେ ଏକ ଦୁର୍ଘଟଣା ଘଟିଥିଲା। ଏକ ଟ୍ରକ୍‌କୁ ପଛରୁ ଅନ୍ୟ ଏକ…

5 years ago

ପୋଖରୀରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର: ମିଳିନି ପରିଚୟ

କେନ୍ଦୁଝର,୨୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ସ୍ଥାନୀୟ ବଣିଆପାଟ ସାହିର ଏକ ପୋଖରୀରୁ ମଙ୍ଗଳବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ବୃଦ୍ଧାଙ୍କ ପରିଚୟ ମିଳିପାରି ନ ଥିବା ବେଳେ…

5 years ago