Advertisement

କେନ୍ଦୁଝର

ରାସ୍ତାରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ଡ୍ରାଇଭରଙ୍କୁ ଧରି ଛେଚିଲେ ଲୋକେରାସ୍ତାରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ଡ୍ରାଇଭରଙ୍କୁ ଧରି ଛେଚିଲେ ଲୋକେ

ରାସ୍ତାରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ଡ୍ରାଇଭରଙ୍କୁ ଧରି ଛେଚିଲେ ଲୋକେ

ହାଟଡିହୀ, ୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଷଡ଼ଙ୍ଗ ପଞ୍ଚାୟତ ନଶିର୍‌ପୁରଠାରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲିବୋଝେଇ ଟ୍ରକ ଚଢ଼ିଯିବାରୁ…

5 years ago
ଆଦିବାସୀଙ୍କ ନିଆରା ଚିତ୍ରକଳା: ମାଟି କାନ୍ଥରେ କାନଭାସ୍‌ଆଦିବାସୀଙ୍କ ନିଆରା ଚିତ୍ରକଳା: ମାଟି କାନ୍ଥରେ କାନଭାସ୍‌

ଆଦିବାସୀଙ୍କ ନିଆରା ଚିତ୍ରକଳା: ମାଟି କାନ୍ଥରେ କାନଭାସ୍‌

ଆଦିବାସୀ ସଂସ୍କୃତିରେ ରଙ୍ଗୀନ ଘର ଓ ପାରମ୍ପାରିକ ଚିତ୍ର କଳା ବହୁ ଆଗରୁ ଜଡ଼ିତ। ଆଧୁନିକତାର ଚାକଚକ୍ୟ ସତ୍ତ୍ୱେ ଏବେ ମଧ୍ୟ କେନ୍ଦୁଝର ଜିଲାର ଅନେକ ଆଦିବାସୀ…

5 years ago
କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳାକଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା

କଶ୍ମୀରର ଅନୁଭୂତି ବାଣ୍ଟୁଛି ଦରଗୁଡ଼ିଶିଳା

ବଣ ପାହାଡ଼ ଘେରା କେନ୍ଦୁଝର ଜିଲାର ପ୍ରାକୃତିକ ପରିବେଶ ବେଶ୍‌ ମନୋରମ। ବିଶେଷ କରି ଶୀତ ରୁତୁର ଆଗମନରେ ଜିଲାର ପ୍ରମୁଖ ପର୍ଯ୍ୟଟନସ୍ଥଳ ଗୁଡ଼ିକରେ ପ୍ରକୃତିରାଣୀର ଅପୂର୍ବ…

5 years ago
ଡାଲା ଅଟୋ ଚଳାଇ ପରିବାର ପୋଷୁଛନ୍ତି କବିତାଡାଲା ଅଟୋ ଚଳାଇ ପରିବାର ପୋଷୁଛନ୍ତି କବିତା

ଡାଲା ଅଟୋ ଚଳାଇ ପରିବାର ପୋଷୁଛନ୍ତି କବିତା

କେନ୍ଦୁଝର,୨୪।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ନହବେ ଗାଁକୁ ପ୍ରାୟ ୧୧ ବର୍ଷ ତଳେ ବୋହୂ ହୋଇ ଆସିଥିଲେ କବିତା। ଶଙ୍କର୍ଷଣ ପ୍ରଧାନଙ୍କୁ ବିବାହ କରିଥିଲେ।…

5 years ago
‘ଧରିତ୍ରୀ’ ପ୍ରଭାବ: ବାୟୋମେଟ୍ରିକ୍‌ ମେଶିନ୍‌ରେ ଠକେଇ କରି ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ ଘଟଣାର ତଦନ୍ତ ଆରମ୍ଭ‘ଧରିତ୍ରୀ’ ପ୍ରଭାବ: ବାୟୋମେଟ୍ରିକ୍‌ ମେଶିନ୍‌ରେ ଠକେଇ କରି ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ ଘଟଣାର ତଦନ୍ତ ଆରମ୍ଭ

‘ଧରିତ୍ରୀ’ ପ୍ରଭାବ: ବାୟୋମେଟ୍ରିକ୍‌ ମେଶିନ୍‌ରେ ଠକେଇ କରି ପିଡିଏସ୍‌ ସାମଗ୍ରୀ ହରିଲୁଟ୍‌ ଘଟଣାର ତଦନ୍ତ ଆରମ୍ଭ

ଯୋଡ଼ା,୨୩।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାଲାଗୋଡ଼ା ପଞ୍ଚାୟତରେ ବାୟୋମେଟ୍ରିକ ମେଶିନରେ ଟିପ ଚିହ୍ନ ଠକେଇ କରି ‘ପିଡିଏସ ସାମଗ୍ରୀ ହରିଲୁଟ୍‌ ନେଇ ଅଭିଯୋଗ କଲେ ହିତାଧିକାରୀ’…

5 years ago
ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଯୋଡ଼ା ଥାନାରେ ଅଭିଯୋଗଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଯୋଡ଼ା ଥାନାରେ ଅଭିଯୋଗ

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଯୋଡ଼ା ଥାନାରେ ଅଭିଯୋଗ

ଯୋଡ଼ା, ୨୩।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ତଥା ସହରର ୭ନଂ ଓ୍ବାର୍ଡସ୍ଥିତ କମାରଯୋଡାରେ ରହୁଥିବା ରଂଜିତ ପାତ୍ର ନାମକ ଯୁବକଙ୍କୁ କିଛି ଯୁବକ ମରଣାନ୍ତକ ଆକ୍ରମଣ…

5 years ago
ଢେଙ୍କିକୋଟରେ ସଚେତନତାର ବାର୍ତ୍ତା ଦେଲେ ଅରବିନ୍ଦଢେଙ୍କିକୋଟରେ ସଚେତନତାର ବାର୍ତ୍ତା ଦେଲେ ଅରବିନ୍ଦ

ଢେଙ୍କିକୋଟରେ ସଚେତନତାର ବାର୍ତ୍ତା ଦେଲେ ଅରବିନ୍ଦ

ଢେଙ୍କିକୋଟ, ୨୩।୧୧(ଡି.ଏନ୍‌.ଏ.)-ଦିବ୍ୟାଙ୍ଗହେଲେ ବି ମନରେ ଅଦମ୍ୟ ସାହସ। ‘ଝିଅ ବଞ୍ଚାଅ- ଦେଶ ବଞ୍ଚାଅ’, ‘ରକ୍ତଦାନ - ମହାପୁଣ୍ୟ’ ଏବଂ ‘ଯେକୌଣସି ଗାଡ଼ି ଚଳାଇବାବେଳେ ମୋବାଇଲ୍‌ ଫୋନ୍‌ରେ କଥା…

5 years ago
୧ରୁ ଲାଗୁହେବ ଫାଷ୍ଟ ଟ୍ୟାଗ୍‌ ଆଇନ୧ରୁ ଲାଗୁହେବ ଫାଷ୍ଟ ଟ୍ୟାଗ୍‌ ଆଇନ

୧ରୁ ଲାଗୁହେବ ଫାଷ୍ଟ ଟ୍ୟାଗ୍‌ ଆଇନ

କେନ୍ଦୁଝର ୨୩।୧୧ (ସ୍ବ.ପ୍ର./ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ନୂତନ ଆଇନ ଅନୁଯାୟୀ ପ୍ରତ୍ୟେକ ଗାଡିରେ ଫାଷ୍ଟ ଟ୍ୟାଗ୍‌ (ଚିପସ) ନ ଲଗାଇଲେ ଟୋଲ ଗେଟ୍‌ରେ ଦୁଇଗୁଣ ଜରିମାନା ଆଦାୟ…

5 years ago
ଦେଶର ବିଭିନ୍ନ ସମସ୍ୟା ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣାଦେଶର ବିଭିନ୍ନ ସମସ୍ୟା ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

ଦେଶର ବିଭିନ୍ନ ସମସ୍ୟା ପ୍ରତିବାଦରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା

କେନ୍ଦୁଝର,୨୨।୧୧( ସ୍ବ.ପ୍ର.): ଦେଶରେ ଅହେତୁକ ଦରଦାମ ବୃଦ୍ଧି, ବିପର୍ଯ୍ୟସ୍ତ ଅର୍ଥନୀତି ମାନ୍ଦାବସ୍ଥା ଓ ସରକାରୀ ତଥା ବେସରକାରୀ କ୍ଷେତ୍ରରେ ବେରୋଜଗରୀ ସମସ୍ୟା ଆଦି ପ୍ରତିବାଦରେ କେନ୍ଦୁଝର ଜିଲା…

5 years ago
ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ

ଥାନାରେ ଆତ୍ମହତ୍ୟା କଲେ ହତ୍ୟା ଅଭିଯୁକ୍ତ

ବଡବିଲ,୨୧।୧୧(ସ୍ବ.ପ୍ର): ବଡବିଲ ଥାନାରେ ଜଣେ ହତ୍ୟା ଅଭିଯୁକ୍ତ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି ବଡ଼ବିଲ ସେଡିଂ ବସ୍ତିର ସୁରେଶ ନାଏକ। ସ୍ତ୍ରୀ ବାସନ୍ତୀଙ୍କୁ ହତ୍ୟା ଅଭିଯୋଗରେ…

5 years ago