କେନ୍ଦୁଝର,୨୦।୧୧(ସ୍ବ.ପ୍ର.): ଜଣେ ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦୈତାରୀ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ସେ ହେଲେ ସିକନ ପିଙ୍ଗୁଆ। ପୋଲିସ ଅଭିଯୋଗ ଆଧାରରେ…
ପାଟଣା, ୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥର ହାତୀବାରି ନିକଟରେ ଏକ ୧୪ ଚକିଆ ଆଳୁ ବୋଝେଇ ଟ୍ରକ୍…
ଯୋଡ଼ା, ୨୦।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ବାଲାଗୋଡା ପଞ୍ଚାୟତରେ ଗରିବ ହିତାଧିକାରୀଙ୍କଠାରୁ ଟିପ ଚିହ୍ନ ନେଇ ପିଡିଏସ୍ ସାମଗ୍ରୀକୁ ହରିଲୁଟ୍ କରାଯାଉଥିବା ଯୋଗାଣ ଅଧିକାରୀଙ୍କ ନିକଟରେ ଅଭିଯୋଗ…
କେନ୍ଦୁଝର, ୨୦ା୧୧ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ବିଚାରାଧୀନ କଏଦୀ ପ୍ରଦୀପ ବେହେରାଙ୍କ ଆତ୍ମହତ୍ୟା କରିବାର ୨୪ ଘଣ୍ଟା ପରେ ତାଙ୍କ ପରିବାର ଲୋକଙ୍କ ଉପସ୍ଥିତିରେ ମୃତଦେହକୁ ଉଦ୍ଧାର କରାଯାଇଛି।…
କେନ୍ଦୁଝର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ଲାଞ୍ଚ ନେଉଥିବାବେଳେ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଇନକ୍ରିମେଣ୍ଟ କରାଇଦେବା ପାଇଁ…
ଘସିପୁରା,୧୯।୧୧(ଡି.ଏନ.ଏ.)-ଘସିପୁରା ବ୍ଲକ ଗୋହିରା ପଞ୍ଚାୟତ ଓସ୍ତପୁରା ଠାରେ ଥିବା କ୍ଷୁଦ୍ର ଜଳସେଚନ ବିଭାଜନର ଡ୍ୟାମ ଏବେ ଅମଳ ପାଇଁ ଚାହିଁ ବସିଥିବା ଚାଷୀଙ୍କ ପାଇଁ ଦୁଃଖର କାରଣ…
କେନ୍ଦୁଝର, ୧୯।୧୧(ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜେଲରେ ସୋମବାର ଅପରାହ୍ନରେ ଜଣେ ବିଚାରାଧୀନ କଏଦୀ ଆତ୍ମହତ୍ୟା କରିଛନ୍ତି। ସେ ରହୁଥିବା ଘରର କବାଟ ବନ୍ଦ କରି ଫ୍ୟାନରେ ଗାମୁଛା ବାନ୍ଧି ଆତ୍ମହତ୍ୟା…
ରାଇସୁଆଁ,୧୯।୧୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ‘ପ୍ରଧାନମନ୍ତ୍ରୀ ଆବାସ ଯୋଜନା’, ‘ମୋ କୁଡିଆ ଯୋଜନା ’ କରିଛନ୍ତି। ମାତ୍ର ପ୍ରଶାସନିକସ୍ତରରେ ମାନସିକତାର ଅଭାବ ଯୋଗୁ ବହୁ ଅସହାୟ…
କେନ୍ଦୁଝର, ୧୯ା୧୧(ସ୍ବ.ପ୍ର.)-ଓଡିଆ ଘରେ ବାର ମାସରେ ତେର ପର୍ବ। ତେର ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରୀ…
କେନ୍ଦୁଝର, ୧୮ା୧୧(ସ୍ବ.ପ୍ର./ଡି.ଏନ.ଏ.)-ମଦ୍ୟପାନ କରି ହୋସ୍ ହରାଇ ଜଣେ ବାପା ସାମାନ୍ୟ ଘଟଣାକୁ ନେଇ ଟାଙ୍ଗିଆରେ ପୁଅଙ୍କୁ ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସଦରଥାନା ଅନ୍ତର୍ଗତ…