Advertisement

କେନ୍ଦୁଝର

କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌

କାମରେ ଲାଗୁନି ବରିପାଳ ଫରେଷ୍ଟ ବିଟ୍‌

ଘସିପୁରା,୧୬।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲାରେ କାଠ ଚୋରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଥିବାରୁ ବନ ସମ୍ପଦ ଉଜଡ଼ିବାରେ ଲାଗିଛି। ଆବଶ୍ୟକ କର୍ମଚାରୀ ଅଭାବରୁ ଜଙ୍ଗଲ ସୁରକ୍ଷା କାର୍ଯ୍ୟ ବାଧାପ୍ରାପ୍ତ ହେଉଥିବା…

5 years ago
ସୌର ବାଡ଼ ଓ ଟ୍ରେଞ୍ଚ ବିପର୍ଯ୍ୟସ୍ତ ସ୍ଥିିତିରେସୌର ବାଡ଼ ଓ ଟ୍ରେଞ୍ଚ ବିପର୍ଯ୍ୟସ୍ତ ସ୍ଥିିତିରେ

ସୌର ବାଡ଼ ଓ ଟ୍ରେଞ୍ଚ ବିପର୍ଯ୍ୟସ୍ତ ସ୍ଥିିତିରେ

ଚମ୍ପୁଆ, ୧୬ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜରେ ବର୍ଷର ଅଧାରୁ ଅଧିକ ସମୟ ହାତୀ ଉପଦ୍ରବ ଲାଗି ରହୁଛି ା କେତେବେଳେ ଶିମିଳିପାଳ ଅଞ୍ଚଳରୁ ହାତୀପଲ ଚମ୍ପୁଆ ରେଞ୍ଜକୁ…

5 years ago
ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣାବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା

ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଧାରଣା

ଯୋଡ଼ା, ୧୫।୧୧(ଡି.ଏନ.ଏ.)- ହୀଦ ସଂଗ୍ରାମୀ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳନ ଅବସରରେ ବିଶ୍ୱ ଆଦିବାସୀ ମହାସଂଘ ପକ୍ଷରୁ ଶୁକ୍ରବାର ପୁର୍ବାହ୍ନରେ କେନ୍ଦୁଝର ଜିଲା ଯୋଡା ବ୍ଲକ…

5 years ago
ଜମି ବିବାଦ କାଳ ହେଲା: ବୃଦ୍ଧ ଦମ୍ପତିଙ୍କୁ ହତ୍ୟା; ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କଲା ପୋଲିସଜମି ବିବାଦ କାଳ ହେଲା: ବୃଦ୍ଧ ଦମ୍ପତିଙ୍କୁ ହତ୍ୟା; ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କଲା ପୋଲିସ

ଜମି ବିବାଦ କାଳ ହେଲା: ବୃଦ୍ଧ ଦମ୍ପତିଙ୍କୁ ହତ୍ୟା; ପୋତା ଯାଇଥିବା ମୃତଦେହକୁ ଉଦ୍ଧାର କଲା ପୋଲିସ

ଝୁମ୍ପୁରା,୧୫।୧୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ କାଶିଆ ଗ୍ରାମ ଜଙ୍ଗଲ ପାର୍ଶ୍ୱରୁ ଝୁମ୍ପୁରା ଥାନା ପୋଲିସ ଏକ ବୃଦ୍ଧ ଦମ୍ପତିଙ୍କ ମୃତଦେହକୁ ଗୁରୁବାର ମାଟିତଳୁ ଉଦ୍ଧାର…

5 years ago

ଆଦିବାସୀଙ୍କୁ ମିଳୁନି ପିଡିଏସ୍‌ ସାମଗ୍ରୀ

ଯୋଡ଼ା, ୧୪।୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଥିବା ଗରିବ ଲୋକମାନେ ସରକାରଙ୍କ ଖାଦ୍ୟ ଯୋଜନାରେ ବାଦ୍‌ପଡି ଅଭାବ ଅନାଟନରେ ଦିନ ବିତାଉଥିବା ଦେଖିବାକୁ ମିଳିଛି।…

5 years ago
ଓଲଟିଲା ଟ୍ରକ୍‌ : ଚକାତଳେ ହେଲ୍‌ପରଙ୍କ ଜୀବନଗଲା, ଡ୍ରାଇଭର ଗୁରୁତରଓଲଟିଲା ଟ୍ରକ୍‌ : ଚକାତଳେ ହେଲ୍‌ପରଙ୍କ ଜୀବନଗଲା, ଡ୍ରାଇଭର ଗୁରୁତର

ଓଲଟିଲା ଟ୍ରକ୍‌ : ଚକାତଳେ ହେଲ୍‌ପରଙ୍କ ଜୀବନଗଲା, ଡ୍ରାଇଭର ଗୁରୁତର

ଯୋଡ଼ା,୧୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ଡିବି ସିଂ ଛକ ନିକଟସ୍ଥ ରାସ୍ତାରେ ଏକ ୧୨ ଚକିଆ ଟ୍ରକ ଭାରସାମ୍ୟ ହରାଇ…

5 years ago
ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାରମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

ମେଡିକାଲରୁ ଉଭାନ ରୋଗୀଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ମେଡିସିନ (ପୁରୁଷ) ଓ୍ବାର୍ଡରୁ ବୁଧବାର ରାତିରେ ନିଖୋଜ ହୋଇଯାଇଥିବା ଜଣେ ରୋଗୀଙ୍କ ମୃତଦେହ ମେଡିକାଲଠାରୁ ପ୍ରାୟ ଅଧ କିଲୋମିଟର ଦୂରରେ…

5 years ago
ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ଶିକ୍ଷକ ବିଳମ୍ବରେ ପହଞ୍ଚିବାରୁ ପ୍ରତିବାଦ: ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଶ୍ୟାମ ସୁନ୍ଦରପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ଗୁରୁବାର ସକାଳୁ ଅଭିଭାବକ ଓ ଗ୍ରାମବାସୀ ମିଶି ତାଲା ପକାଇ…

5 years ago
ବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ବୈତରଣୀ ଶୈବ୍ୟା କାବେରୀ ଘାଟରେ ବୋଇତ ବନ୍ଦାଣ ଉତ୍ସବ: ବୁଡ଼ ପକାଇଲେ ହଜାର ହଜାର ଶ୍ରଦ୍ଧାଳୁ

ପାଟଣା,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ବୈତରଣୀ ନଦୀର ରାଜନଗରସ୍ଥିତ ଶୈବ୍ୟା କାବେରୀ ଘାଟ ଓ ପାଟଣାସ୍ଥିତ ବୈତରଣୀ ତୀର୍ଥ ଘାଟରେ ମଙ୍ଗଳବାର କାର୍ତ୍ତିକ…

5 years ago
ଛୁଟି ଦିନରେ ଗାଡ଼ି ଯାଞ୍ଚ: ଟ୍ରକ୍‌ ଚଢ଼ିଯିବାରୁ ଆର୍‌ଟିଓ କର୍ମଚାରୀଙ୍କ ମୃତ୍ୟୁଛୁଟି ଦିନରେ ଗାଡ଼ି ଯାଞ୍ଚ: ଟ୍ରକ୍‌ ଚଢ଼ିଯିବାରୁ ଆର୍‌ଟିଓ କର୍ମଚାରୀଙ୍କ ମୃତ୍ୟୁ

ଛୁଟି ଦିନରେ ଗାଡ଼ି ଯାଞ୍ଚ: ଟ୍ରକ୍‌ ଚଢ଼ିଯିବାରୁ ଆର୍‌ଟିଓ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର, ୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପୁରୁଣା ସହର ୨୦ ନମ୍ବର ଜାତୀୟ ରାଜପଥ ବାଇପାସ୍‌ରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଅର୍ଥାତ୍‌ ଛୁଟି ଦିନରେ ଗାଡ଼ି ଯାଞ୍ଚ…

5 years ago