Advertisement

କେନ୍ଦୁଝର

ପଦଯାତ୍ରାରେ ସରକାରଙ୍କ ଗୁଣଗାନ କଲେ ବିଧାୟକପଦଯାତ୍ରାରେ ସରକାରଙ୍କ ଗୁଣଗାନ କଲେ ବିଧାୟକ

ପଦଯାତ୍ରାରେ ସରକାରଙ୍କ ଗୁଣଗାନ କଲେ ବିଧାୟକ

ଆନନ୍ଦପୁର,୧୦। ୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀ ଭଣ୍ଡାରିଡିହା ଏବଂ ଶାମୁକାନେଣ୍ଡି ପଞ୍ଚାୟତରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଏବଂ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଘସିପୁରା…

6 years ago
ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀ

ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀ

ଆନନ୍ଦପୁର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ଥିବା…

6 years ago
ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍‌ପି, ଧକ୍କା ଦେଇ ଗାଡ଼ି ଫେରାରଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍‌ପି, ଧକ୍କା ଦେଇ ଗାଡ଼ି ଫେରାର

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ କେନ୍ଦୁଝର ଏସ୍‌ପି, ଧକ୍କା ଦେଇ ଗାଡ଼ି ଫେରାର

କେନ୍ଦୁଝର/ପାଟଣା,୧୦/୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଉଥିବା ୪୯ ନମ୍ବର ଜାତୀୟ ରାଜପଥର ଝାରବେଡା ଛକ ନିକଟରେ ଗୁରୁବାର ଅପରାହ୍ନରେ କେନ୍ଦୁଝର ଆରକ୍ଷୀ ଅଧିକ୍ଷକ(ଏସ୍‌ପି)…

6 years ago
ବଜ୍ରପାତରେ ଜଣେ ମୃତବଜ୍ରପାତରେ ଜଣେ ମୃତ

ବଜ୍ରପାତରେ ଜଣେ ମୃତ

ଚମ୍ପୁଆ, ୯।୧୦(ଡି.ଏନ.ଏ.): ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତର ଇନ୍ଦ୍ରପ୍ରସ୍ଥ ଠାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନାଥ ଚନ୍ଦ୍ର ମହାନ୍ତ। ଖବର ଅନୁସାରେ…

6 years ago
ଅନ୍ଧବିଶ୍ୱାସ: ବଜ୍ରପାତରେ ମୃତ ବୃଦ୍ଧଙ୍କୁ ଗୋବରରେ ପୋତି ଦେଲେ ପରିବାର ଲୋକେଅନ୍ଧବିଶ୍ୱାସ: ବଜ୍ରପାତରେ ମୃତ ବୃଦ୍ଧଙ୍କୁ ଗୋବରରେ ପୋତି ଦେଲେ ପରିବାର ଲୋକେ

ଅନ୍ଧବିଶ୍ୱାସ: ବଜ୍ରପାତରେ ମୃତ ବୃଦ୍ଧଙ୍କୁ ଗୋବରରେ ପୋତି ଦେଲେ ପରିବାର ଲୋକେ

ପାଟଣା,୯।୧୦(ସ୍ବ.ପ୍ର.) :କେନ୍ଦୁଝର ଜିଲା ପାଟଣା ଥାନା ମାଛଗଡ ପଞ୍ଚାୟତ ଅନ୍ତର୍ଗତ ଦୁଧିନାଳି ଗ୍ରାମରେ ବଜ୍ରପାତରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଜଙ୍ଗରାଇ ମୁଣ୍ଡାଙ୍କ…

6 years ago

କ୍ୟାନ୍‌ସରରେ ପୀଡ଼ିତ ଯୁବକଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ରେ ଲେଖିଲେ ‘ପରିବାରକୁ କଷ୍ଟ ଦେବାକୁ ଚାହେଁନା’

କେନ୍ଦୁଝର,୯।୧୦(ସ୍ବ.ପ୍ର.): କେନ୍ଦୁଝର ସହର ଢାଙ୍ଗରପଡ଼ା ସାହିରେ ଭଡା ଘର କରି ରହୁଥିବା ଜଣେ ଯୁବକ ମଙ୍ଗଳବାର ରାତିରେ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା କାଶିଆ…

6 years ago
ପ୍ରବଳ ବର୍ଷା: ଦୁର୍ଗାପୂଜା,ମେଳା ଫିକା ପଡ଼ିିଲାପ୍ରବଳ ବର୍ଷା: ଦୁର୍ଗାପୂଜା,ମେଳା ଫିକା ପଡ଼ିିଲା

ପ୍ରବଳ ବର୍ଷା: ଦୁର୍ଗାପୂଜା,ମେଳା ଫିକା ପଡ଼ିିଲା

ବଡବିଲ,୮ା୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲରେ ଦୁର୍ଗାପୂଜା ଖୁବ ଜାକଜମକର ସହ ପାଳନ କରାଯାଇଥାଏ। ବିଶେଷ କରି ମାଟକାମବେଡାସ୍ଥିତ କଳିଙ୍ଗନଗରଠାରେ ପ୍ରଶସ୍ତ ଅଞ୍ଚଳରେ ପୂଜା ଅବସରରରେ ମେଳା ବସିଥାଏ।…

6 years ago
୧୫ ମେଟ୍ରିକଟନ ମାଙ୍ଗାନିଜ ଜବତ: ୮ ଗିରଫ୧୫ ମେଟ୍ରିକଟନ ମାଙ୍ଗାନିଜ ଜବତ: ୮ ଗିରଫ

୧୫ ମେଟ୍ରିକଟନ ମାଙ୍ଗାନିଜ ଜବତ: ୮ ଗିରଫ

ବଡବିଲ,୮ା୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରୁଗୁଡି ପୋଲିସକୁ ସୋମବାର ରାତିରେ ବଡ଼ ସଫଳତା ମିଳିଛି। ମାଙ୍ଗାନିଜ ଚୋରାଚାଲାଣ ବେଳେ ପୋଲିସ ଚଢାଉ କରି ଘଟଣାସ୍ଥଳରୁ ୨ଟି ଟ୍ରକ, ୧ଟି…

6 years ago
ନିଆରା ପରମ୍ପରା: ବିଜୟାଦଶମୀରେ ଛଡ଼ିବାଡ଼ି ଖେଳନିଆରା ପରମ୍ପରା: ବିଜୟାଦଶମୀରେ ଛଡ଼ିବାଡ଼ି ଖେଳ

ନିଆରା ପରମ୍ପରା: ବିଜୟାଦଶମୀରେ ଛଡ଼ିବାଡ଼ି ଖେଳ

ଆନନ୍ଦପୁର,୮। ୧୦(ସ୍ବ.ପ୍ର.)- ରାଜରାଜୁଡା ଅମଳରୁ ରାଜପୁତ ଜାତିର ଏକ ସ୍ବତନ୍ତ୍ର ପରିଚୟ ରହିଛି। ରାଜବଂଶ ଏବଂ ରାଜ୍ୟର ସୁରକ୍ଷାର ଗୁରୁଦାୟିତ୍ୱ ବହନ କରୁଥିବା ଏହି ରାଜପୁତ ଜାତି…

6 years ago

ମାଙ୍ଗାନିଜ୍‌ ଚୋରା ଚାଲାଣ ବେଳେ ପୋଲିସର ଚଢ଼ାଉ

ବଡବିଲ,୮ା୧୦ (ଡି.ଏନ୍‌.ଏ.)- ମାଙ୍ଗାନିଜ ଚୋରାଚାଲାଣ ବେଳେ ରୁଗୁଡି ଥାନା ପୋଲିସ ମଙ୍ଗଳବାର ଚଢାଉ କରିଛି। ସ୍ଥାନୀୟ କାଟେସାହିରୁ ଏହି ଚୋରାଚାଲାଣ ହେଉଥିବା ବେଳେ ପୋଲିସ ଚଢାଉ କରିଥିଲା।…

6 years ago