Advertisement

କେନ୍ଦୁଝର

ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କଲା ଡଅଁର ସେବା ସମବାୟ ସମିତିହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କଲା ଡଅଁର ସେବା ସମବାୟ ସମିତି

ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କଲା ଡଅଁର ସେବା ସମବାୟ ସମିତି

ହାଟଡିହୀ,୧୪।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ସେବା ସମବାୟ ସମିତିର ମ୍ୟାନେଜମେଣ୍ଟ କମିଟିର ବର୍ତ୍ତମାନ ଅବସ୍ଥା/ସ୍ଥିତାବସ୍ଥା ବଜାୟ ରଖିବାକୁ ଗତ ୫ ମାର୍ଚ୍ଚ ୨୦୨୫…

2 weeks ago
ମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟ

ମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟ

ହାଟଡିହୀ,୧୪l୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସମବାୟ ସମିତି ଲିମିଟେଡ଼(ଆବେଦନକାରୀ)ତରଫରୁ ଦାୟର ହୋଇଥିବା ମାମଲାରେ ମାନ୍ୟବର ଓଡିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି…

2 weeks ago
ଜାତୀୟ ରାଜପଥରେ ଜଳିଗଲା ଟ୍ରକଜାତୀୟ ରାଜପଥରେ ଜଳିଗଲା ଟ୍ରକ

ଜାତୀୟ ରାଜପଥରେ ଜଳିଗଲା ଟ୍ରକ

ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍‌ଟି ସମ୍ପୂର୍ଣ୍ଣ…

3 weeks ago
ଲୁହାପଥର ପରିବହନରେ ଅବ୍ୟବସ୍ଥା: ଟ୍ରକ ମାଲିକଙ୍କ ଆନ୍ଦୋଳନଲୁହାପଥର ପରିବହନରେ ଅବ୍ୟବସ୍ଥା: ଟ୍ରକ ମାଲିକଙ୍କ ଆନ୍ଦୋଳନ

ଲୁହାପଥର ପରିବହନରେ ଅବ୍ୟବସ୍ଥା: ଟ୍ରକ ମାଲିକଙ୍କ ଆନ୍ଦୋଳନ

ପାଟଣା,୧୦।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ କିଛିଦିନ ଧରି ବନ୍ଦ ରହିଥିବରୁ ଓଏମ୍‌ସିରୁ ଲୁହା ପଥର ପରିବହନ ବନ୍ଦରହିଛି। ଯାହାକୁ ପ୍ରତିବାଦ କରି ପାଟଣା,…

3 weeks ago
ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…

ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…

ପାଟଣା,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ହୋଇଥିଲା। ତେବେ ଖୋଦ ଜିଲାପାଳ ଆଉ ଆରକ୍ଷୀ ଅଧୀକ୍ଷକଙ୍କ ଅନୁପସ୍ଥିତ ରହିବାରୁ…

3 weeks ago
ରାତିରେ ଶୋଇଥିଲେ ପରିବାର ଲୋକେ, ହଠାତ୍‌ ଜୋର ଶବ୍ଦ କରି ଫାଟିଲା ଗ୍ୟାସ୍‌ ଟାଙ୍କି, ଆଉ ତା’ ପରେ…ରାତିରେ ଶୋଇଥିଲେ ପରିବାର ଲୋକେ, ହଠାତ୍‌ ଜୋର ଶବ୍ଦ କରି ଫାଟିଲା ଗ୍ୟାସ୍‌ ଟାଙ୍କି, ଆଉ ତା’ ପରେ…

ରାତିରେ ଶୋଇଥିଲେ ପରିବାର ଲୋକେ, ହଠାତ୍‌ ଜୋର ଶବ୍ଦ କରି ଫାଟିଲା ଗ୍ୟାସ୍‌ ଟାଙ୍କି, ଆଉ ତା’ ପରେ…

କେନ୍ଦୁଝର,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଉଦୟପୁର ଗ୍ରାମର ପାତ୍ର ସାହିରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଗ୍ରାମର ରାମଚନ୍ଦ୍ର ପାତ୍ରଙ୍କ…

3 weeks ago
ଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫ

ଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫ

ବଡ଼ବିଲ,୯।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ଅଧୀନ ବଲାଣିଠାରେ ୨୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଚାଲିଥିବା ଏକ ବେଆଇନ କାଠ କାରଖାନାକୁ ବନ ବିଭାଗ ରବିବାର…

3 weeks ago
‘ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ଦିନେ ସଫଳ କରାଇବ’- ମୁଖ୍ୟମନ୍ତ୍ରୀ‘ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ଦିନେ ସଫଳ କରାଇବ’- ମୁଖ୍ୟମନ୍ତ୍ରୀ

‘ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ଦିନେ ସଫଳ କରାଇବ’- ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ…

3 weeks ago
୩୫ ଫୁଟ କୂଅରେ ପଡ଼ିଗଲେ ମହିଳା, ପରେ…୩୫ ଫୁଟ କୂଅରେ ପଡ଼ିଗଲେ ମହିଳା, ପରେ…

୩୫ ଫୁଟ କୂଅରେ ପଡ଼ିଗଲେ ମହିଳା, ପରେ…

ପାଟଣା,୭।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପଶି ପଞ୍ଚାାୟତ କାଶିପୁର ଗ୍ରାମର ଜଣେ ୫୦ବର୍ଷର ମହିଳା କ୍ଷୀରୋଦିନି ମହାନ୍ତ ଶୁକ୍ରବାର ସାରେ ୩୫…

3 weeks ago
ମେଧାବୃତ୍ତିରେ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନାମେଧାବୃତ୍ତିରେ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ମେଧାବୃତ୍ତିରେ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ପାଟଣା,୭ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛାତ୍ର କବ୍ୟେଶ ବେହେରା ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷାରେ ବ୍ଲକ୍‌ରେ ୧ମ,…

3 weeks ago