Advertisement

କେନ୍ଦୁଝର

ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟିଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି

ଆକର୍ଷିତ କରୁଛି ମେଘମାଳ କାଞ୍ଜିପାଣି ଘାଟି

କେନ୍ଦୁଝର, ୨।୮(ସ୍ବ.ପ୍ର.)- ସମସ୍ତେ ହିଲ୍‌ ଷ୍ଟେଶନରେ ଛୁଟି କାଟିବାକୁ ଭଲ ପାଆନ୍ତି। କିଏ ମସୌରୀ, ଦାର୍ଜିଲିଂ ତ ଆଉ କିଏ କୁଲୁ, ମନାଲି। ଏହି ପାହାଡ଼ିଆ ପର୍ବତଘେରା…

6 years ago
ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ

ବଧୁ ହତ୍ୟା ମାମଲାର ରାୟ ପ୍ରକାଶ: ସ୍ବାମୀ, ଶାଶୁ, ଶ୍ୱଶୁରଙ୍କୁ ୧୦, ନଣନ୍ଦଙ୍କୁ ୭ ବର୍ଷ ଜେଲ

ଆନନ୍ଦପୁର, ୧। ୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ କୃଷ୍ଣପୁର ଗ୍ରାମର ଏକ ବଧୂ ହତ୍ୟା ମାମଲାରେ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବାମୀ, ଶାଶୁ ,…

6 years ago
ଚୋରି ବାଇକ୍‌ ଜବତ, ୨ ଗିରଫଚୋରି ବାଇକ୍‌ ଜବତ, ୨ ଗିରଫ

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ ଘଟଣାରେ…

6 years ago
ଦୁର୍ଘଟଣାରେ ଛାତ୍ରୀ ଗୁରୁତରଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଆନନ୍ଦପୁର,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପ୍ରାଥମିକ ବିଦ୍ୟାଳୟର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ରାସ୍ତା ପାର ହୋଇ ସ୍କୁଲକୁ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା…

6 years ago
ସାହାରପଡ଼ା ଅଞ୍ଚଳର ଟିକ୍‌ଟକ୍‌ ଭିଡିଓ କଳାକାରଙ୍କ ଓଡ଼ିଆ ସିନେମାରେ ପ୍ରବେଶସାହାରପଡ଼ା ଅଞ୍ଚଳର ଟିକ୍‌ଟକ୍‌ ଭିଡିଓ କଳାକାରଙ୍କ ଓଡ଼ିଆ ସିନେମାରେ ପ୍ରବେଶ

ସାହାରପଡ଼ା ଅଞ୍ଚଳର ଟିକ୍‌ଟକ୍‌ ଭିଡିଓ କଳାକାରଙ୍କ ଓଡ଼ିଆ ସିନେମାରେ ପ୍ରବେଶ

ପାଟଣା, ୧।୮(ସ୍ବ.ପ୍ର.)-ଟିକ୍‌ଟିକ୍‌ କେତେକ କ୍ଷେତ୍ରରେ ଲୋକଙ୍କୁ ବଦନାମ କରିଥିବାବେଳେ କେତେକଙ୍କ ପାଇଁ ଖୁସିର ସମାହାର ଆଣିଦେଇଛି। ତେବେ ସବୁର ବ୍ୟବହାର ଜାଣିଲେ ହେଲା। ଭଲ କାମ ପାଇଁ…

6 years ago
ନିଆରା ମଣିଷ କାଙ୍ଗାଳି ମହାରଣା:  ନିଶା ଅଭିନୟ ପେସା ଚାଷନିଆରା ମଣିଷ କାଙ୍ଗାଳି ମହାରଣା:  ନିଶା ଅଭିନୟ ପେସା ଚାଷ

ନିଆରା ମଣିଷ କାଙ୍ଗାଳି ମହାରଣା:  ନିଶା ଅଭିନୟ ପେସା ଚାଷ

ଚମ୍ପୁଆ,୧।୮(ଡି.ଏନ.ଏ) - ନିଶା ତାଙ୍କର ଅଭିନୟ କିନ୍ତୁ ପେଷାରେ ସେ ଜଣେ ଚାଷୀ। ସେ ହେଉଛନ୍ତି ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଙ୍ଗାମାଟିଆ ପଞ୍ଚାୟତର ଟିଆଁସପଶି ଗ୍ରାମର କାଙ୍ଗାଳୀ…

6 years ago
ଅପହୃତା ନାବାଳିକାଙ୍କ ବିବାହ ବନ୍ଦ ହେଲା: ଅପହୃତାଙ୍କୁ ନେଇ ଅପହରଣକାରୀ ଫେରାରଅପହୃତା ନାବାଳିକାଙ୍କ ବିବାହ ବନ୍ଦ ହେଲା: ଅପହୃତାଙ୍କୁ ନେଇ ଅପହରଣକାରୀ ଫେରାର

ଅପହୃତା ନାବାଳିକାଙ୍କ ବିବାହ ବନ୍ଦ ହେଲା: ଅପହୃତାଙ୍କୁ ନେଇ ଅପହରଣକାରୀ ଫେରାର

ହାଟଡ଼ିହୀ, ୧।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଗୁହାଳଗଢ଼ିଆ ଅଞ୍ଚଳରେ ଜଣେ ୧୫ ବର୍ଷିଆ ନାବାଳିକା ଜୁଲାଇ ୨୦ ତାରିଖ ନିଖୋଜ ହୋଇଯାଇଥିଲେ। ପରିବାର ପକ୍ଷରୁ ଏନେଇ…

6 years ago
ଗୁଟଖା ଦୋକାନ ଉପରେ ପ୍ରଶାସନର ଚଢାଉଗୁଟଖା ଦୋକାନ ଉପରେ ପ୍ରଶାସନର ଚଢାଉ

ଗୁଟଖା ଦୋକାନ ଉପରେ ପ୍ରଶାସନର ଚଢାଉ

କେନ୍ଦୁଝର, ୧।୮ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସହରରେ ବିଭିନ୍ନ ସ୍ଥାନରେ ଥିବା ଗୁଟଖା, ସିଗାରେଟ ଆଦି ନିଶା ସ୍ବାସ୍ଥ୍ୟ ପକ୍ଷେ କ୍ଷତିକାରକ ସାମଗ୍ରୀ ଉପରେ କଟକଣା ଲଗାଇବା ପାଇଁ ବୁଧବାର…

6 years ago
ଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

ଏସେଲ ଖଣି ସମ୍ମୁଖରେ ଶ୍ରମିକ ସଙ୍ଗଠନର ବିକ୍ଷୋଭ: ବିଭିନ୍ନ ସମସ୍ୟା ନେଇ କର୍ତ୍ତୃପକ୍ଷଙ୍କୁ ଦାବିପତ୍ର ପ୍ରଦାନ

ଯୋଡ଼ା, ୧।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଅବସ୍ଥିତ ଏସେଲ ଜିଲିଂ ଖଣିରେ ବିଭିନ୍ନ ଦାବି ନେଇ କେନ୍ଦୁଝର ମାଇନ୍ସ ଆଣ୍ଡ ଫରେଷ୍ଟ ଓ୍ବାର୍କର୍ସ ୟୁନିୟନ ପକ୍ଷରୁ…

6 years ago
ଅଚାନକ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କଲେ ତହସିଲଦାର, ଏଡିଡବ୍ଲ୍ୟୁଓଅଚାନକ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କଲେ ତହସିଲଦାର, ଏଡିଡବ୍ଲ୍ୟୁଓ

ଅଚାନକ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କଲେ ତହସିଲଦାର, ଏଡିଡବ୍ଲ୍ୟୁଓ

ଚମ୍ପୁଆ, ୩୧।୭(ଡି.ଏନ.ଏ.): ଚମ୍ପୁଆ ବ୍ଲକର ବିଭିନ୍ନ ଆଶ୍ରମ ବିଦ୍ୟାଳୟକୁ ଅଚାନକ ପରିଦର୍ଶନ କରଛନ୍ତି। ବିଦ୍ୟାଳୟରେ ସୁରକ୍ଷା, ରନ୍ଧା ହେଉଥିବା ଖାଦ୍ୟ, ଛାତ୍ରୀ ନିବାସ ଓ ପାଠପଢାକୁ ଯାଞ୍ଚ…

6 years ago