Advertisement

କେନ୍ଦୁଝର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପିମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝର ଏମ୍‌ପି

କେନ୍ଦୁଝର,୩୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ ଓଡ଼ିଶା ଭବନଠାରେ ସାକ୍ଷାତ କରିଛନ୍ତି।…

9 months ago
ମୁଖ୍ୟମନ୍ତ୍ରୀ ଗାଁରେ ପଶିଲେ , ଦୁଇଟି ଘର ଭାଙ୍ଗିଲେମୁଖ୍ୟମନ୍ତ୍ରୀ ଗାଁରେ ପଶିଲେ , ଦୁଇଟି ଘର ଭାଙ୍ଗିଲେ

ମୁଖ୍ୟମନ୍ତ୍ରୀ ଗାଁରେ ପଶିଲେ , ଦୁଇଟି ଘର ଭାଙ୍ଗିଲେ

କେନ୍ଦୁଝର,୩୦।୭(ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲ୍ଲା ଚମ୍ପୁଆରେଞ୍ଜ, ଉଖୁଣ୍ଡା ଫରେଷ୍ଟ ସେକ୍ସନ ବାରିଆ, ରାଣିପୁର, ରତନପୁର,ଚକୁଳିଆ, ରାମଚନ୍ଦ୍ରପୁର ଆଦି ଅଞ୍ଚଳରେ ୪ ଦିନ ହେବ ୨୭ଟିକିଆ…

9 months ago
ପାଣିରେ ବୁଡ଼ିଗଲେ ୩ ଶିଶୁପାଣିରେ ବୁଡ଼ିଗଲେ ୩ ଶିଶୁ

ପାଣିରେ ବୁଡ଼ିଗଲେ ୩ ଶିଶୁ

ହାଟଡିହୀ,୩୦ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ପଡିଆରପଲ୍ଲୀ ପଞ୍ଚାୟତ ଆତ୍ରୁକଣା ଗ୍ରାମ ଡାହିସାହିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ମୋରମ୍‌ ଗାଡିଆରେ ବୁଡି ୩ଜଣ…

9 months ago
ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆରେ ଗାଳିଗୁଲଜ କରି କହିଥିଲେ ଏମିତି, ପରେ…ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆରେ ଗାଳିଗୁଲଜ କରି କହିଥିଲେ ଏମିତି, ପରେ…

ମୁଖ୍ୟମନ୍ତ୍ରୀଙ୍କୁ ସୋସିଆଲ ମିଡିଆରେ ଗାଳିଗୁଲଜ କରି କହିଥିଲେ ଏମିତି, ପରେ…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବିଧାୟକ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାମାଜିକ ଗଣମାଧ୍ୟମରେ ଗାଳିଗୁଲଜ କରିବା ଘଟଣାରେ  ପୋଲିସ ଜଣେ ଯୁବକଙ୍କୁ ଗିରଫ…

9 months ago
ବାଲି ଚୋରାଚାଲାଣବେଳେ ହାଇଓ୍ବା ଜବତବାଲି ଚୋରାଚାଲାଣବେଳେ ହାଇଓ୍ବା ଜବତ

ବାଲି ଚୋରାଚାଲାଣବେଳେ ହାଇଓ୍ବା ଜବତ

ପାଟଣା,୨୯।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ବାଲି ମାଫିଆମାନେ ଦିନରାତି ବିଭିନ୍ନ ନଦୀ ନାଳରୁ ଏଭଳି କି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା…

9 months ago
ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବଡବିଲ,୨୮।୭(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡବିଲ ଥାନା ଅଧୀନ କାଶିଆ-କ, ତଳସାହି ନିକଟ ଜଗଦା ସାହିସ୍ଥିତ ମୋରମ ରାସ୍ତା କଡ଼ରୁ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ…

9 months ago
ଦାନ୍ତକାଠି ଭାଙ୍ଗୁଥିଲେ ମହିଳା,୩ ଭାଲୁ ମିଶି ଝୁଣିଦେଲେଦାନ୍ତକାଠି ଭାଙ୍ଗୁଥିଲେ ମହିଳା,୩ ଭାଲୁ ମିଶି ଝୁଣିଦେଲେ

ଦାନ୍ତକାଠି ଭାଙ୍ଗୁଥିଲେ ମହିଳା,୩ ଭାଲୁ ମିଶି ଝୁଣିଦେଲେ

ପାଟଣା,୨୭।୭(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାର ପଡ଼ା ସେକ୍ସନ ଡାଳପକା ପଞ୍ଚାୟତ କୁଦାବେଡା ଗ୍ରାମରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଜଣେ ୩୯ ବର୍ଷୀୟ…

9 months ago
ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର ୪ଫୁଟ…

9 months ago
ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ଜଣେ…

9 months ago
ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଆହତହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଆହତ

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଆହତ

କେନ୍ଦୁଝର,୨୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ରେଞ୍ଜ ଅନ୍ତର୍ଗତ ଜଂଘିରା ସେକସନ ହୁଣ୍ଡା ଗ୍ରାମରେ ବୁଧବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ…

9 months ago