Advertisement

କେନ୍ଦୁଝର

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମାନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

ନାମାଙ୍କନ ପତ୍ର ଦାଖଲ କଲେ ଭାଜପା ପ୍ରାର୍ଥୀ ମୂରଲୀ ଶର୍ମା

କେନ୍ଦୁଝର,୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ନାମାଙ୍କନ ପତ୍ର ଦାଖଲର ଆଜି ତୃତୀୟ ଦିନରେ ଭାଜପାର ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ମୂରଲୀ ଶର୍ମା ବୁଧବାର ନାମାଙ୍କନ…

12 months ago
ସାନମାଛ କାନ୍ଦଣା ଡ୍ୟାମ୍‌ରେ ଜଳାଭାବସାନମାଛ କାନ୍ଦଣା ଡ୍ୟାମ୍‌ରେ ଜଳାଭାବ

ସାନମାଛ କାନ୍ଦଣା ଡ୍ୟାମ୍‌ରେ ଜଳାଭାବ

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଟପିଯାଇଥିବା ବେଳେ ବିଭିନ୍ନ ଜଳଭଣ୍ଡାର, ନଦୀନାଳର ଜଳସ୍ତର ହ୍ରାସ ପାଇଛି। ବର୍ଷା ହେଉ ନ ଥିବାରୁ…

12 months ago
ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚାଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ଘସିପୁରାରେ ସୌମ୍ୟରଞ୍ଜନ: ଭାଜପା ବିଧାୟକ ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ରାମଚନ୍ଦ୍ରପୁର,୧ା୫(ଗଣେଶ୍ୱର ସା):କେନ୍ଦୁଝର ଜିଲା ଘସିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ସ୍ବାଗତ ଜଣାଯାଇଛି। ମଙ୍ଗଳବାର ଅପରାହ୍ନ ୩ଟା ସମୟରେ ସେ…

12 months ago
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର ଦଳର…

12 months ago
ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତିପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା ମୁଖ୍ୟ…

12 months ago
ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତିବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

ବିଜେଡିରେ ଯୋଗ ଦେଲେ ପୂର୍ବତନ କଂଗ୍ରେସ ଜିଲା କାର୍ଯ୍ୟକାରୀ ସଭାପତି

କେନ୍ଦୁଝର,୨୯।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କଂଗ୍ରେସ ପୂର୍ବତନ ଜିଲା କାର୍ଯ୍ୟକାରୀ ସଭାପତି ରତିକାନ୍ତ ବାରାଲ ବିଧିବଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ସେ ପୂର୍ବରୁ କଂଗ୍ରେସର…

12 months ago
ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

ନାମାଙ୍କନପତ୍ର ଦାଖଲ କଲେ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସୋମବାର ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ବିଜେଡି ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁ ପ୍ରଥମ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏନେଇ ସେ…

12 months ago
୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

୮ ଟଙ୍କାରେ ବିକିଥିଲେ, ୩୦ରେ କିଣୁଛନ୍ତିି

ରାମଚନ୍ଦ୍ରପୁର,୨୯ା୪(ଗଣେଶ୍ୱର ସା): ରାଜ୍ୟକୁ ଆଳୁ ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ କରିବାପାଇଁ ସରକାର ଉଦ୍ୟାନ ବିଭାଗ ଜରିଆରେ ଆଳୁ ମିଶନ କାର୍ଯ୍ୟକାରୀ କରିଛନ୍ତି। ମାତ୍ର ଏହା ଠିକ୍‌ ଭାବେ…

12 months ago
ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା ଆଇନଜୀବୀ…

12 months ago
ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତରବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା ବେଳେ…

12 months ago