ତାଣ୍ଡବ ରଚିଲା କାଳବୈଶାଖୀ: ଉଡ଼ାଇ ନେଲା ଛପର, ଭାଙ୍ଗିଲା ବିଦ୍ୟୁତ୍ ଖୁଣ୍ଟ
ଆନନ୍ଦପୁର,୨୨ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅନେକ ଘରର ଚାଳ ଛପର ଉଡ଼ାଇ ନେଇଯାଇଥିବା ବେଳେ ବି-୧୧ କେଭି ବିଦ୍ୟୁତ ଖୁଣ୍ଟକୁ ଭାଙ୍ଗି ଦେଇଛି ଏବଂ ବଡ଼ବଡ଼...