କେନ୍ଦୁଝର

ଷ୍ଟେସନ ରୋଡ଼ରୁ ବେନିୟମ ହମ୍ପସ ଉଠାଇବାକୁ ଦାବି

କେନ୍ଦୁଝର,୨।୬(ସ୍ବ.ପ୍ର) କେନ୍ଦୁଝରଗଡ଼ ରେଳଷ୍ଟେସନ ଠାରୁ ଧୋବାଡ଼ିହା ପର୍ଯ୍ୟନ୍ତ ଷ୍ଟେସନ ରୋଡ଼ଟି ସମସ୍ତ ରେଳ ଯାତ୍ରୀଙ୍କ ପାଇଁ ଜୀବନରେଖା ସଦୃଶ୍ୟ। ଭାରତୀୟ ଖାଦ୍ୟ ନିଗମ, ଅବକାରୀ ବିଭାଗ ରେଞ୍ଜ ଅଫିସ ଆଦି ବିଭାଗର ବହୁ ସଂଖ୍ୟାରେ ଯାନବହନ ଏହି ରାସ୍ତାରେ ଚଳାଚଳ...

ବୁଲୁଛି ଗୋଠଛଡ଼ା ଦନ୍ତା, ଲୋକେ ଆତଙ୍କିତ

ପାଟଣା,୨।୬ (ସ୍ବ.ପ୍ର.)-: କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ୍‌ରୁ ଏକ ଗୋଠଛଡ଼ା ଦନ୍ତା ପାଟଣା ରେଞ୍ଜ୍‌କୁ ଆସି ଆତଙ୍କ ଖେଳାଇଛି। ଏହି ଦନ୍ତା ହାତୀ ପାଟଣା ରେଞ୍ଜ୍‌ର ବାରିଗାଁ, ଖମୁଆଁ ଓ ରାମଚନ୍ଦ୍ରପୁର ଅଞ୍ଚଳରେ ଘୂରି ବୁଲିବା ପରେ ଗୁରୁବାର ସକାଳୁ...

ପୂର୍ବତନ ବିଧାୟକଙ୍କ ଘରେ ଆୟକର ଚଢ଼ାଉ

ଯୋଡ଼ା,୧ା୬(ଡି.ଏନ୍‌.ଏ.): ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଗୁରୁବାର ଚଢ଼ାଉ କରାଯାଇଛି। ଆୟକର ବିଭାଗ ପକ୍ଷରୁ ମହୁଲଶୁଖା ପିଏମ୍‌ପି ଖଣି, ଯୋଡ଼ା ପିଏମ୍‌ପି ଅଫିସ, ପିଏମ୍‌ପି ମୁଖ୍ୟ ମାଲିକ ଏସ୍‌.କେ...

ଭିଜିଲାନ୍ସ ହାତରେ ଧରାପଡ଼ିଲେ କିରାଣି

କେନ୍ଦୁଝର,୧ା୬(ସ୍ବ.ପ୍ର.): ଘଟଗାଁ ତହସିଲର କିରାଣି ଦେବାଶିଷ ପଣ୍ଡା ଏକ ଜମି ଚିହ୍ନଟ କେସ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଭିଜିଲାନ୍ସ ବିଭାଗ ହାତରେ ଧରା ପଡ଼ିଛନ୍ତି। ସ୍ଥାନୀୟ ଅଞ୍ଚଳର ବନମାଳୀ ପଲେଇ ନାମକ ଜଣେ...

କେନ୍ଦୁଝରରେ ୭୩.୯% ଛାତ୍ରୀଛାତ୍ର କୃତକାର୍ଯ୍ୟ

କେନ୍ଦୁଝର,୩୧।୫(ସ୍ବ.ପ୍ର.): ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଚଳିତ ବର୍ଷର ଯୁକ୍ତ ଦୁଇ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଏଥିରେ କେନ୍ଦୁଝର ଜିଲାର ୭୩.୯% ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ମିଳିଥିବା...

ସିପିଆଇର ପଦଯାତ୍ରା

ବଡବିଲ,୩୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲରେ ବୁଧବାର ସିପିଆଇ କେନ୍ଦୁଝର ଜିଲା ପରିଷଦ ପକ୍ଷରୁ ପଦଯାତ୍ରା ବାହାରିଥିଲା। ଏହି ଅବସରରେ ଏକ ସଭା ଅନୁଷ୍ଠିତ ହୋଇଥିଲା। ବଡବିଲସ୍ଥିତ ସିପିଆଇର ଶ୍ରମିକ ଭବନରୁ ସିପିଆଇ କର୍ମୀ ଓ ନେତୃବୃନ୍ଦ ପଦଯାତ୍ରାରେ ବାହାରି ସହର...

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

ଆନନ୍ଦପୁର,୩୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ଙ୍କ କୋର୍ଟରେ ବୁଧବାର ଏକ ମାମଲାର ବିଚାର କରାଯାଇ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ହୋଇଛି। ନନ୍ଦିପଦା ଥାନା କେସ୍‌ ନଂ ୭୩/୨୦୧୯ ତଥା ଏସ୍‌ଟି କେସ୍‌ ନଂ ୫୮/୨୦୧୯ର ବିଚାର କରି...

ସିଦ୍ଧ ଜଗନ୍ନାଥ ମନ୍ଦିର ପରିସରରେ ହାତୀପଲଙ୍କ ଉପଦ୍ରବ

କେନ୍ଦୁଝର, ୩୧।୫ (ସ୍ବ.ପ୍ର./ଡି.ଏନ.ଏ.):କେନ୍ଦୁଝର ପୁରୁଣା ସହର ସିଦ୍ଧମଠ ପରିସରରେ ସିଦ୍ଧ ଜଗନ୍ନାଥ ମନ୍ଦିର ପାଚେରି ଭାଙ୍ଗି ଦେଇଛନ୍ତି ହାତୀପଲ। ମଙ୍ଗଳବାର ଭୋରରେ ମଠ ପରିସରରେ ଥିବା ପାଚିଲା ପଣସ ଖାଇବାକୁ ଏକ ଛୁଆହାତୀ ଭିତରକୁ ଯାଇଥିବା ବେଳେ ତାକୁ ଉଦ୍ଧାର...

ମନ୍ଦିର ପାଚେରୀ ଭାଙ୍ଗିଲେ ହାତୀପଲ

କେନ୍ଦୁଝର,୩୦।୫(ସ୍ବ.ପ୍ର): କେନ୍ଦୁଝରର ଏକ ମନ୍ଦିରରେ ମଙ୍ଗଳବାର ସକାଳୁ ହାତୀଙ୍କ ଉତ୍ପାତ ଦେଖିବାକୁ ମିଳିଛି। ହାତୀପଲ କେନ୍ଦୁଝର ପୁରୁଣା ସହର ସିଦ୍ଧମଠ ପରିସରରେ ଥିବା ପ୍ରାୟ ୬୦୦ବର୍ଷ ପୁରୁଣା ସିଦ୍ଧ ଜଗନ୍ନାଥଙ୍କ ମନ୍ଦିରର ପାଚେରୀକୁ ଭାଙ୍ଗିି ପଶି ଆସିଛନ୍ତି। ମଠ ପରିସରରେ...

ଘଟଣା ଚପାଇଦେବାକୁ ଉଦ୍ୟମ

କେନ୍ଦୁଝର,୩୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ବିନା ଅନୁମତିରେ ପରିବାର ନିୟୋଜନ ଅସ୍ତ୍ରୋପଚାର ମାମଲା ଚପାଇଦେବାକୁ ଉଦ୍ୟମ ହେଉଛି। ଉକ୍ତ ଘଟଣା ଓ ଅନ୍ୟାନ୍ୟ ସମସ୍ୟା ନେଇ ସୋମବାର କଂଗ୍ରେସର ଏକ ପ୍ରତିନିଧି ଦଳ୍‌ ଡାକ୍ତରଖାନାକୁ ଯାଇ ରୋଗୀ, ଡାକ୍ତର...

୭ ନମ୍ବର ୱାର୍ଡ ରାସ୍ତାରେ ପାଣିର ସୁଅ

କୋଡ଼ପଡ଼ା,୩୦ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ୭ନଂ. ୱାର୍ଡ ବୈତରଣୀ ବିହାରର ରାସ୍ତା ଉପରେ ପାଣିର ସୁଅ ଝୁଟିଛି। ଅସରାଏ ବର୍ଷାରେ ଆଣ୍ଠୁଏ ଉପରେ ପାଣି ଜମୁଥିବାରୁ ଲୋକେ ଯାତାୟାତରେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସୂଚନାଯୋଗ୍ୟ, ଆନନ୍ଦପୁର ବ୍ଲକ୍‌...

ଭାଜପା ନେତ୍ରୀଙ୍କୁ ପଥରରେ ଛେଚି ହତ୍ୟା

ଢେଙ୍କିକୋଟ୍‌/ଘଟଗାଁ/କେନ୍ଦୁଝର,୩୦ା୫(ଡି.ଏନ୍‌.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ପଣ୍ଡାପଡ଼ା ଥାନା ଅନ୍ତର୍ଗତ ବିନିଦା ପଞ୍ଚାୟତ ବିନିଦା ଗ୍ରାମରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଦୁର୍ବୃତ୍ତ ଜଣେ ଭାଜପା ନେତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ସେ ହେଲେ ପଣ୍ଡାପଡ଼ା ମଣ୍ଡଳ ଭାଜପା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri