କେନ୍ଦୁଝର

ସ୍ବଚ୍ଛତା ନାମରେ ଭଲ କଂକ୍ରିଟ୍‌ ଡଷ୍ଟବିନ୍‌ ଭାଙ୍ଗିଦେଲେ

କେନ୍ଦୁଝର,୨୦।୧୧(ସ୍ବ.ପ୍ର.):  କେନ୍ଦୁଝର ଗଡ଼ ପୌର ପରିଷଦରେ ଲକ୍ଷାଧିକ ଟଙ୍କା ବ୍ୟୟରେ କିଛି ବର୍ଷ ତଳେ ବିଭିନ୍ନ ଓ୍ବାର୍ଡରେ ନିର୍ମାଣ ହୋଇଥିବା କଂକ୍ରିଟ ଡଷ୍ଟବିନ୍‌ଗୁଡ଼ିକୁ ପୌର ପ୍ରଶାସନ ଭାଙ୍ଗିଦେଇଛି। ସ୍ବଚ୍ଛତା ନାମରେ ଜେସିବି ଲଗାଇ ଧ୍ୱସ୍ତ କରିଦିଆଯାଇଛି। ପୂର୍ବରୁ ମଧ୍ୟ ପ୍ଲାଷ୍ଟିକ୍‌...

ବାଙ୍ଗିରିପୋଷି ରେଳଷ୍ଟେଶନ ପରିଦର୍ଶନ କଲେ ଖଡଗପୁର ଡିଆରଏମ୍‌

ବାଙ୍ଗିରିପୋଷି, ୨୦।୧୧(ଡି.ଏନ.ଏ.): ଡିଭିଜନାଲ ରେଲୱେ ମ୍ୟାନେଜର, ଖଡଗପୁର ଡିଭିଜନ ଏମ.ଡି. ସରତ ହସିମ୍‌ ଏକ ସ୍ବତନ୍ତ୍ର ଟ୍ରେନ ଯୋଗେ ଶନିବାର ବାଙ୍ଗିରିପୋଷି ରେଳ ଷ୍ଟେଶନରେ ପହଞ୍ଚିଥିଲେ। ତାଙ୍କ ସହିତ ରେଳ ବିଭାଗର ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀମାନେ ପରିଦର୍ଶନରେ ଆସି ରେଳଷ୍ଟେଶନ...

ଆର୍ଥିକ ଅଭିବୃଦ୍ଧି ଆଶା ଉଜ୍ଜୀବିତ

ଯୋଡ଼ା,୨୦।୧୧(ଡି.ଏନ.ଏ): ପୂର୍ବରୁ ଲାଗୁ ହୋଇଥିବା ଲୁହାପଥର ରପ୍ତାନି କର ଯୋଗୁଁ ଦେଶରେ ରପ୍ତାନି କମିଯାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରପ୍ତାନି କରକୁ ହ୍ରାସ କରିଛନ୍ତି। ଶୁକ୍ରବାର ରାତିରେ କେନ୍ଦ୍ର ସରକାର ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ...

ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସାନ୍ତବାହାଳ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଜବତ ହୋଇ ଶନିବାର ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ କେସ୍‌ ୨୮୪/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା...

ଭଙ୍ଗା ଘରେ ଚାଲିଛି ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ

ଚମ୍ପୁଆ,୧୯ା୧୧(ଡି.ଏନ.ଏ): ସରକାରୀ ସ୍ତରରେ ଶିକ୍ଷାକୁ ପ୍ରାଥମିକତା ଦିଆଯାଉଛି। ସରକାର ୫-ଟି ଯୋଜନାରେ ବିଦ୍ୟାଳୟର ଉନ୍ନତି ସାଙ୍ଗକୁ ଛାତ୍ରୀଛାତ୍ରଙ୍କ ପାଇଁ ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି। ମାତ୍ର ଚମ୍ପୁଆ ବ୍ଲକ୍‌ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଭଙ୍ଗା ଘରେ ଚାଲିଛି। ସିଲିଂ ଭାଙ୍ଗି ଝୁଲି...

ଭାରିଯାନ ଚଳାଚଳରେ ରୋକ୍‌

ଆନନ୍ଦପୁର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁ ଉପରେ ଭାରିଯାନ ଚଳାଚଳ ଉପରେ ରୋକ୍‌ ଲାଗିଛି। ଘଟଗାଁସ୍ଥିତ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ସୁପରିଣ୍ଟେଣ୍ଡେଣ୍ଡ ଅଫ ଇଞ୍ଜିନିୟର୍‌ଙ୍କ ଚିଠି ନଂ. ୬୭୮୦/୧୪ ନଭେମ୍ବର ୨୦୨୨ରେ ଏ ଦିଗରେ ପଦକ୍ଷେପ...

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): କେନ୍ଦୁଝର ସହରର କୃଷି ବିଭାଗ ପୋଖରୀ ନିକଟ ମାଧପୁରଠାରେ କେନ୍ଦୁଝରଗଡ଼ ପୌରପାଳିକା ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ଜେସିବି ମେସିନ ସହାୟତାରେ ଉକ୍ତ ସ୍ଥାନଟି ଖାଲି କରାଯାଇଛି। ଉକ୍ତ ସ୍ଥାନରେ ଉଦ୍ୟାନ ଉପ ନିର୍ଦ୍ଦେଶକଙ୍କ...

ଖଣି ଅଞ୍ଚଳ ଏବେ ଶସ୍ୟଶ୍ୟାମଳା

ଯୋଡ଼ା,୧୮ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳ, ଭୌଗୋଳିକ ଦୃଷ୍ଟିକୋଣରୁ ବଣ ପାହାଡ଼ ଘେରା ଏହି ଅଞ୍ଚଳରେ ରାଜ୍ୟର ଅନେକ ଛୋଟ ବଡ଼ ଲୁହାପଥର ଖଣି ରହିଛି। ଏଠାକାର ମାଟି ପଥୁରିଆ ହୋଇଥିବାରୁ ଚାଷ କରିବା ଏତେ ସହଜ ହୋଇ...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ

ଆନନ୍ଦପୁର,୧୭।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୫୩ ନଂ ରାଜ୍ୟ ରାଜପଥ ଆନନ୍ଦପୁର ଥାନା ଅଧୀନ ଶାଳବଣି ଛକ ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ...

ନାବାଳିକା ଅପହରଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୧୭।୧୧(ସ୍ବ.ପ୍ର.): ନାବାଳିକା ଅପହରଣ ମାମଲାରେ କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ଚଢାଉ କରି ଅଭିଯୁକ୍ତକୁ ଗିରଫ କରିଛିି। ଗିରଫ ଅଭିଯୁକ୍ତ ଜଣକ ହେଲେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଏସ.କେ.ଫଜଲ୍‌। ତାଙ୍କୁ ବୁଧବାର ଗିରଫ କରାଯାଇ ଗୁରୁବାର କୋର୍ଟ ଚାଲାଣ...

୭ରୁ କେନ୍ଦୁଝରରେ ଧାନ ସଂଗ୍ରହ

କେନ୍ଦୁଝର,୧୭ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଏଫ୍‌.ଏ.କ୍ୟୁ. ମାନର ଧାନ ସଂଗ୍ରହ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବୁଧବାର ଦରବାର ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଡିସେମ୍ବର ୭ ତାରିଖରୁ କେନ୍ଦୁଝର ଓ ଚମ୍ପୁଆ ସବ୍‌ଡିଭିଜନ୍‌,...

ହାଇଓ୍ବା ଧକ୍କାରେ ସୁରକ୍ଷାକର୍ମୀଙ୍କ ଜୀବନ ଗଲା

ବଡ଼ବିଲ,୧୬ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଓ ବଡ଼ବିଲ ଥାନା ସୀମା ମନ୍ଦିର ହଟିଂ ଛକ ନିକଟ ଆମ୍ବବାଗାନଠାରେ ବୁଧବାର ଏକ ୧୬ ଚକିଆ ହାଇଓ୍ବା ଟ୍ରକ୍‌ ଜଣେ ବ୍ୟକ୍ତିଙ୍କୁ ଧକ୍କାଦେଇ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ବ୍ୟକ୍ତି ଜଣକଙ୍କର ମୃତ୍ୟୁ ଘଟିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri