କେନ୍ଦୁଝର

ଯୁବତୀଙ୍କ ମୃତ୍ୟୁ ମାମଲାର ଫର୍ଦ୍ଦାଫାସ: ଆତ୍ମହତ୍ୟା ନୁହେଁ ହୋଇଥିଲା ହତ୍ୟା ,ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଡବିଲ୨୪।୧୧ (ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଗତ ୧୯ ତାରିଖରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ଘଟଣାକୁ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା। ତେବେ ଅପମୃତ୍ୟୁ ମାମଲା...

ମଟ୍‌କା ଚା’ ପିଇବାକୁ ଲୋକଙ୍କ ଭିଡ଼

କେନ୍ଦୁଝର,୨୪ା୧୧: କର୍ମମୟ ଜୀବନରେ ନିଜକୁ ଟିକିଏ ସତେଜ କରିବା ପାଇଁ ସମସ୍ତଙ୍କୁ ଚା’ର ଆବଶ୍ୟକତା ରହିଛି। ଅଫିସ୍‌, କଳକାରଖାନା ତଥା ଯେ, କୌଣସି କର୍ମ କ୍ଷେତ୍ରରେ କାମ କରୁଥିବା ଅଫିସର ଓ କର୍ମଚାରୀ ସମସ୍ତଙ୍କୁ ଟି-ବେକ୍‌ ନିହାତି ଆବଶ୍ୟକ। ଟିକିଏ...

ମହୁମାଛି ଆକ୍ରମଣରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ଅଙ୍ଗାରୁଆ ନୋଡାଲ ଉପ୍ରା ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ବୁଧବାର ମହୁମାଛି ଆକ୍ରମଣରେ ଆହତ ହୋଇଛନ୍ତି। ବିଦ୍ୟାଳୟ ପରିସରରେ ରହିଥିବା ଏକ କଦମ୍ବ ଗଛରେ ମାଙ୍କଡ଼ଟିଏ ଡେଇଁବା ସହିତ ଘଟଣାସ୍ଥଳରୁ ପଳାଇଯାଇଥିଲା। ଗଛରେ ଝୁଲିରହିଥିବା...

ଆନନ୍ଦପୁରକୁ ଜିଲା ଘୋଷଣା ଦାବି ଜୋର୍‌ ଧରିଲା

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡକୁ ଜିଲା ଦାବିରେ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ୩ ଘଣ୍ଟିଆ ଗଣଧାରଣା ଦିଆଯାଇଥିଲା। ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଆନନ୍ଦପୁର ଉପଜିଲାପାଳ ଅନୀଲ କୁମାର ସେଠୀଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ୧୯୯୩...

ଦୁର୍ଘଟଣାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): ଦୁର୍ଘଟଣାକୁ କେନ୍ଦ୍ର କରି ଆନନ୍ଦପୁର ସହରରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦର ସୂତ୍ରପାତ ହୋଇଛି। ଉଭୟପକ୍ଷର ଆଭିଯୋଗକୁ ଆଧାର କରି ଆନନ୍ଦପୁର ପୋଲିସ ଦୁଇଟି ମାମଲା ରୁଜୁ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାକ୍ରମରେ ଆନନ୍ଦପୁର...

୧୪୨ କେନ୍ଦ୍ରରେ ସମ୍ମେଟିଭ୍‌ ପରୀକ୍ଷା ଦେଲେ ୨୨୪୪୨ ଛାତ୍ରୀଛାତ୍ର

କେନ୍ଦୁଝର,୨୩ା୧୧(ସ୍ବ.ପ୍ର.): ମାଟ୍ରିକ ସମ୍ମେଟିଭ୍‌-ଓ୍ବାନ୍‌ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। କେନ୍ଦୁଝର ଜିଲାରେ ୧୧ଟି ନୋଡାଲ ସେଣ୍ଟରରୁ ଜିଲାର ୩୯ ଡେସ୍‌ପାଚ ଟିମ୍‌ ଦ୍ୱାରା ୧୪୪ଟି ପରୀକ୍ଷା କେନ୍ଦ୍ରକୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପ୍ରଶ୍ନପତ୍ର ପଠାଯାଇଛି। ପରୀକ୍ଷା କେନ୍ଦ୍ରରେ ୧୫...

ବେଲବାହାଳି ପୋଲ ବିମ୍‌ ଭୁଶୁଡ଼ିବା ଘଟଣାର ତଦନ୍ତ ଦାବି

କେନ୍ଦୁଝର,୨୩ା୧୧(ସ୍ବ.ପ୍ର.): ଘଷିପୁରା ଥାନା ଅନ୍ତର୍ଗତ ବେଲବାହାଳି ଏନ୍‌ଏଚ୍‌ ୨୦ରେ ଗତ ୨୧ ତାରିଖରେ କୁଶେଇ ନଦୀ ଉପରେ ନିର୍ମାଣାଧୀନ ପୋଲର ବିମ୍‌ ଭୁଶୁଡିବା ଘଟଣାର ତଦନ୍ତ ଏକ ଟେକ୍‌ନିକାଲ କମିଟି ଦ୍ୱାରା ଯାଞ୍ଚ ଦାବି ହୋଇଛି। ସ୍ଥାନୀୟ ଜିଲା ପରିଷଦ...

ଆନନ୍ଦପୁର ଅଞ୍ଚଳରେ କମ୍ପନ ସହ ଭୀଷଣ ଶବ୍ଦ, ଲୋକେ ଆତଙ୍କିତ

କେନ୍ଦୁଝର,୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ବୁଧବାର ପୂର୍ବାହ୍ନରେ କମ୍ପନ ସହିତ ଭୀଷଣ ଶବ୍ଦ ହେବା ଚର୍ଚ୍ଚାର ବିଷୟ ହୋଇଛି। ଶବ୍ଦ ଶୁଣି କେତେକ ଅଞ୍ଚଳରେ ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ଦୁଇ ଥର କମ୍ପନ ଅନୁଭବ କରିବା ସହିତ...

ଜାନୁୟାରୀ ୧୯ରୁ ଯୋଡ଼ା ମହୋତ୍ସବ

ଯୋଡ଼ା,୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାରେ ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକ, ପୂର୍ବତନ ଏମ୍‌ପି ଧନୁର୍ଜୟ ସିଂ ଲାଗୁରି ଓ ସହରର ବିଶିଷ୍ଟ ବ୍ୟକ୍ତିମାନଙ୍କ ସହଯୋଗରେ ୨୦୧୮ରେ ପ୍ରଥମ କରି ଯୋଡ଼ା ମହୋତ୍ସବ ଆରମ୍ଭ ହୋଇଥିଲା। ଦୁଇ ବର୍ଷ...

ବନ କର୍ମଚାରୀ ନାକେଦମ୍‌

ପାଟଣା,୨୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ପୁଣି ଗତ ଶୁକ୍ରବାର ରାତିରେ ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜରୁ ଆସି ଉତ୍ପାତ ଚଳାଇଛନ୍ତି। ପାଟଣା ରେଞ୍ଜ ବନବୀର, ଖଡିବେଡ଼ା, କୁଦାବେଡା, ରେଙ୍ଗାଳବେଡା, କୁଣ୍ଡଳା, ଏରଣ୍ଡେଇ, ବେଗେନାଖମଣ,...

ଚଳନ୍ତା ବାଇକ୍‌ରେ ନିଆଁ

ଚମ୍ପୁଆ, ୨୩।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ନୂଆଗାଁଠାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବାଇକ୍‌ରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ତେବେ ଆରୋହୀ ଜଣକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୟୂରଭଞ୍ଜ ଜିଲା ରରୁଆଁ ଅଞ୍ଚଳର ଶ୍ରବଣ କୁମାର ମହାନ୍ତି...

ବ୍ଲକ୍‌ ପାଚେରି ନିର୍ମାଣରେ ଦୁର୍ନୀତିର ଗନ୍ଧ

ତେଲକୋଇ,୨୨ା୧୧(ଡି.ଏନ.ଏ): ରାଜ୍ୟ ସରକାର ‘୫-ଟି’ ଜରିଆରେ ସରକାରୀ କାର୍ଯ୍ୟରେ ସ୍ବଚ୍ଛତା ଆଣିବାକୁ ପ୍ରୟାସ କରୁଛନ୍ତି। କିଛି ଅସାଧୁ କର୍ମଚାରୀଙ୍କ ପାଇଁ ଯୋଜନା ଏକ ପ୍ରକାର ବିଫଳ ହେଉଛି। ଠିକାଦାରଙ୍କ ସହ ମିଶି ଅନିୟମିତତାକୁ ପ୍ରୋତ୍ସାହିତ କରୁଛନ୍ତି। ଫଳରେ ବିଭିନ୍ନ ଉନ୍ନୟନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri