କେନ୍ଦୁଝର

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ ହୋଇଥିବା ବର୍ଷାରେ ଧାନ ବିଲରେ ପାଣି ପଶିଯାଇଥିଲା। ପୁଣି ବୁଧବାରଠାରୁ ବର୍ଷା ଲାଗି...

ପୋଖରୀରେ ଭାସୁଥିଲା ଅଜଣା ଶିଶୁକନ୍ୟାର ମୃତଦେହ, କାରଣ ଖୋଜୁଛି ପୋଲିସ

ପାଟଣା,୨୬ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କଣ୍ଟିଆପଡ଼ା କଲରାଟାଙ୍ଗର ସାହି ପୋଖରୀରୁ ଗୁରୁବାର ୨ରୁ ୩ ଦିନର ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଶିଶୁ କନ୍ୟା ଟିର ମୃତଦେହ ପୋଖରୀ ରେ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ଦେଖି...

ଖୁବ୍‌ଶୀଘ୍ର ଭାଜପା ସରକାର ଭାଙ୍ଗିଯିବ::ଭବିଷ୍ୟବାଣୀ କଲେ ଜୟଦେବ

ଛେନାପଦି,୨୬ା୧୨(ନିରାକାର ପରିଡା):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚ଼ନ ମଣ୍ଡଳୀର ଶଙ୍ଖଣାଠାରେ ବନ୍ଧୁମିଳନ ନାମରେ କଂଗ୍ରେସର କର୍ମୀ ସମାବେଶ ବୁଧବାର ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସର ପୂର୍ବତନ ସାଧାରଣ ସମ୍ପାଦକ ମନୋଜ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ ସମାବେଶରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା...

ଅଢେଇ ବର୍ଷର ବିସ୍ମୟ ବାଳକ: ପ୍ରାଞ୍ଜଳ ଭାବେ କରୁଛନ୍ତି ମନ୍ତ୍ରପାଠ ଓ କହୁଛନ୍ତି ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କ ନାମକୁ ପ୍ରାଞ୍ଜଳ ଭାବେ କହି ପାରନ୍ତି ସେ। ଆଉ ନିଜ ବିଚକ୍ଷଣ...

ଗଛରେ ପିଟିହେଲା ପିକ୍‌ଅପ୍‌: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲପର ଗୁରୁତର

ପାଟଣା,୨୫ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ରାଜନଗର କେନ୍ଦେଇପଶି ରାସ୍ତାର ଡେଣୁଆଁ ନିକଟରେ ଏକ ପିକଅପ୍‌ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ଧକ୍କା ଦେଇଛି। ଦୁର୍ଘଟଣା ପରେ ପିକ୍‌ଅପ୍‌ ଭ୍ୟାନଟି ଚୂର୍‌ମାର ହୋଇ ଯାଇଥିବାବେଳେ...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା ବାଲାତ୍କରୀ ରା‌ଜେନ୍ଦ୍ର ବାରିକ (୩୧) ଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ ସଂଖ୍ୟା ହେଉଛି ନିର୍ମାଣ ଶ୍ରମିକ। ଏଣୁ ସରକାର ସେମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ...

କାମ କରିବାକୁ ଯାଇଥିବା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ

ପାଟଣା,୨୪।୧୨(ବୀର କିଶୋର ଦାଶ): ଚଣ୍ଡିଖୋଲ ନିକଟସ୍ଥ ମାଙ୍କଡପାଳ ଗ୍ରାମକୁ ଦିନ ମଜୁରିଆ ଭାବେ କାମ କରିବାକୁ ଯାଇଥିବା ମହିଳାଙ୍କ ରବିବାର ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି। ସେ ହେଲେ କେନ୍ଦୁଝର ଜିଲା ପାଟଣା ଥାନା ଡିଆନାଳି ଗ୍ରାମର ବାବୁଲା...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା ସମବାୟସମିତି ପାଟଣା ଓ ରାଜନଗରରେ ସୋମବାର ଧାନ ମଣ୍ଡି ଖୋଲିଛି। ସୋମବାର ପାଟଣା...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଭୁଜାଲିରେ ଆକ୍ରମଣ: ଜଣେ ଗୁରୁତର

ଆନନ୍ଦପୁର ୨୦।୧୨(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ କଣ୍ଟିପାଳ ପଞ୍ଚାୟତ କଣ୍ଟିପାଳ ଖିଲାର ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆଜି ସକାଳୁ ବିଜୁ ପରିଡ଼ାକୁ ଏକ ଭୁଜାଲିରେ ମରଣାନ୍ତକ ଆକ୍ରମଣ ହୋଇଛି l ପ୍ରମିଳା ପଲେଇ ଆହତ...

୪ରେ ପାଟଣା ବ୍ଲକ୍‌ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ

ପାଟଣା,୨୦ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଅଧ୍ୟକ୍ଷା ସୁକାନ୍ତି ନାଏକଙ୍କ ବିରୋଧରେ ଜାନୁୟାରୀ ୪ ତାରିଖ ଅପରାହ୍ନ ୧୧ ଟା ୩୦ରେ ଅନାସ୍ଥା ଭୋଟ ହେବ। ଏ ନେଇ କେନ୍ଦୁଝର ଉପ ଜିଲାପାଳ ଉମାଶଙ୍କର ଦଳେଇଙ୍କ କାର୍ଯ୍ୟାଳୟ ପକ୍ଷରୁ...

ଆହତ ପ୍ରତାପ ଷଡ଼ଙ୍ଗୀଙ୍କୁ ହସ୍ପିଟାଲରେ ଭେଟିଲେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ

କେନ୍ଦୁଝର,୧୯ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ସଂସଦରେ ଠେଲାପେଲା କାରଣରୁ ଆହତ ହୋଇ ଚିକିତ୍ସିତ ହେଉଥିବା ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଯାଇ ସାକ୍ଷାତ କରିଛନ୍ତି କେନ୍ଦୁଝର ଏମ୍‌ପି ଅନନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image