କେନ୍ଦୁଝର

୨ ଟ୍ରକ ମୁହାଁମୁହିଁ ଧକ୍କା: ଟ୍ରକ ଭିତରେ ୪ଘଣ୍ଟା ହେବ ଫସିଛନ୍ତି ଡ୍ରାଇଭର

ପାଟଣା,୧୩।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ବୈତରଣୀ ନଦୀ ପୋଲ ନିକଟରେ ଶୁକ୍ରବାର ଭୋର ରୁ ଦୁଇ ଟ୍ରକ ମୁହାମୁହିଁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏଥିରେ ୩...

ସିଦ୍ଧ ଜଗନ୍ନାଥ ନିକଟରେ ଲାଗି ହେଲା ଏକ ଶହରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ

କେନ୍ଦୁଝର,୧୨।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୁରୁଣା ସହର ନିକଟ ସିଦ୍ଧମଠଠାରେ ଥିବା ସିଦ୍ଧ ଜଗନ୍ନାଥଙ୍କ ବ୍ୟଞ୍ଜନ ଦାଦଶୀ ପାଳିତ ହୋଇଯାଇଛି। ସିଦ୍ଧ ଜଗନ୍ନାଥଙ୍କୁ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା କରି ଏକ ଶହରୁ ଉର୍ଦ୍ଧ୍ୱ ପ୍ରକାରର ବ୍ୟଞ୍ଜନ ଲାଗି ହୋଇଥିଲା। ଏହାକୁ...

ଘଟଗାଁରେ ଅଘଟଣ: ଭୋଗ ଦୋକାନରେ ଲାଗିଲା ନିଆଁ

କେନ୍ଦୁଝର,୧୧।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ମା’ ତାରିଣୀ ପୀଠରେ ଭୋଗ ଦୋକାନରେ ନିଆଁ ଲାଗିବାରୁ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ଯାଇଛି। ତେବେ ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ମନ୍ଦିର ବେଢ଼ା ବାହାରେ ରାସ୍ତା କଡ଼ରେ ହଠାତ୍‌...

ପାଟଣାକୁ ଉପଖଣ୍ଡ ମାନ୍ୟତା ଦାବିରେ ରାଜସ୍ବ ମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ଦଳ

ପାଟଣା,୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-ସାହାରପଡ଼ା ବିକାଶ ମଞ୍ଚ ପକ୍ଷରୁ ସୋମବାର ଏକ ପ୍ରତିନିଧି ଦଳ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ ଓଡ଼ିଶାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ବିଧାନସଭା ପ୍ରକୋଷ୍ଠରେ ଭେଟି ପାଟଣାକୁ ଉପଖଣ୍ଡ ମାନ୍ୟତା...

ଲମ୍ପିସ୍କିନ୍‌ ରୋଗରେ ଆକ୍ରାନ୍ତ ଗୋରୁ, ଏମିତି ଲକ୍ଷଣ ଦେଖା ଦେଉଥିଲେ ତୁରନ୍ତ…

ପାଟଣା,୯ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ସିଲିପଦା ଗ୍ରାମରେ ଅଭିମନ୍ୟୁ ମହାନ୍ତଙ୍କ ଗୋରୁଙ୍କୁ ଲମ୍ପିସ୍କିନ ରୋଗ ଆକ୍ରାନ୍ତ କରିଥିବା ସେ କହିଛନ୍ତି। ସେହିଭଳି ସାହାରପଡ଼ା ବ୍ଲକ ଅଞ୍ଚଳର ଛେଳିମାନଙ୍କୁ ଇ.ଏନ.ଟି ରୋଗ ବ୍ୟାପୁଥିବା ଦେଖିବାକୁ ମିଳିଛି। ଗୋରୁଙ୍କ ଦେହରେ...

ବନ କର୍ମଚାରୀଙ୍କୁ କ୍ୱାର୍ଟର୍ସରେ ତାଲା ପକାଇ କାଟିନେଲେ ଚନ୍ଦନଗଛ 

ପାଟଣା,୮।୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା କେନ୍ଦେପଶି ରାସ୍ତା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଅଫିସ ସମ୍ମୁଖରେ ଥିବା ବନ ବିଭାଗ କର୍ମଚାରୀଙ୍କ ଷ୍ଟାଫ୍‌ କ୍ୱାର୍ଟର୍ସ ନିକଟରୁ ଦୁର୍ବୃତ୍ତମାନେ ଚନ୍ଦନ ଗଛ କାଟି ନେଇଛନ୍ତି। ସୂଚନା ଅନୁଯାୟୀ, ଷ୍ଟାଫ୍‌ କ୍ୱାର୍ଟର୍ସରେ ପାରାଷ୍ଟାଫ୍‌ ଏମ୍‌ ଡି...

୩ ଦିନିଆ କେନ୍ଦୁଝର ଗସ୍ତରେ ପଶ୍ଚିମାଞ୍ଚଳ ଡିଆଇଜି, ଜିଲାର ବିଭିନ୍ନ ଥାନାକୁ ଯାଇ କଲେ ସମୀକ୍ଷା

କେନ୍ଦୁଝର,୭।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ପଶ୍ଚିମାଞ୍ଚଳ ଡିଆଇଜି ୩ ଦିନିଆ କେନ୍ଦୁଝର ଗସ୍ତରେ ଆସି ଜିଲାର ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କରିଛନ୍ତି। ଜିଲାର ବିଭିନ୍ନ ଥାନାକୁ ଯାଇ ଡିଆଇଜି ବ୍ରିଜେଶ କୁମାର ରୟ ଏବଂ ଜିଲା ଆରକ୍ଷୀ ଅଧୀକ୍ଷକ...

ବେଆଇନ ବାଲି ଉତ୍ତୋଳନକୁ ନେଇ ଉତ୍ତେଜନା: ମେଶିନ ଛାଡ଼ି ପଳାଇଲେ ମାଫିଆ

ପାଟଣା,୭।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ତହସିଲ ଖଡ଼ିକାପଦା ପଞ୍ଚାୟତର ଗୟଳକୁଣ୍ଡ ଗାଁ ବିରଳ ନଦୀରୁ ଶୁକ୍ରବାର ବିଳମ୍ବିତ ରାତ୍ରୀରେ ବାଲିମାଫିଆ ମାନେ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଥିବା ବେଳେ ଲୋକଙ୍କ ଘୋର ବିରୋଧର ସମ୍ମୁଖୀନ...

ନାବାଳିକାଙ୍କୁ ବଳାତ୍କାର କରି ୯ ମାସର ଗର୍ଭବତୀ କରିଥିଲେ ଯୁବକ, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

କେନ୍ଦୁଝର,୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି କାଞ୍ଜିପାଣି ଥାନା ଅନ୍ତର୍ଗତ ଜନ୍ତାରୀ ଗ୍ରାମ ତଳବାରୁଡ଼ା ସାହିର ଅଭିଯୁକ୍ତ ଦିଲ୍ଲୀପ କୁମାର ମହାକୁଡ଼(୨୧)କୁ ଆଜୀବନ ସଶ୍ରମ...

ଖଣି ବିଭାଗ ଏନ୍‌ଫୋର୍ସମେଣ୍ଟ ଟିମ୍‌ ଉପରେ ଆକ୍ରମଣ

ଘସିପୁରା,୧ା୧୨: କେନ୍ଦୁଝର ଜିଲା ଖଣି ବିଭାଗ ଏନ୍‌ଫୋର୍ସମେଣ୍ଟ୍‌ ଟିମ୍‌ ଉପରେ ବାଲି ମାଫିଆଙ୍କ ଆକ୍ରମଣ ଘଟଣା ଚର୍ଚ୍ଚାର ପରିସରକୁ ଆସିଛି। ଏହି ଆକ୍ରମଣରେ ଖଣି ବିଭାଗର କନିଷ୍ଠ ମାଇନିଂ ଅଫିସର ସୁରଜ ହେମ୍ବ୍ରମଙ୍କ ସହିତ ୩ ସୁରକ୍ଷାକର୍ମୀ ଓ ଗାଡ଼ିଚାଳକ...

ଜଙ୍ଗଲରୁ ପୁଣି ମିଳିଲା ଏକ ମାଈ ହାତୀଛୁଆର ମୃତଦେହ, ଚିନ୍ତାରେ ପରିବେଶବିତ୍‌

କେନ୍ଦୁଝର,୩୦ା୧୧: କେନ୍ଦୁଝର ବନ ବିଭାଗ କର୍ମଚାରୀ ଶନିବାର ତେଲକୋଇ ରେଞ୍ଜ ଅଞ୍ଚଳରୁ ଏକ ୧୦ ବର୍ଷ ହାତୀର ମୃତଦେହ ଉଦ୍ଧାର କରିଛି। ଶନିବାର ସକାଳେ ତେଲକୋଇ ରେଞ୍ଜ କନ୍ତଲାଇ ଗ୍ରାମ ନିକଟରୁ ଏହି ହାତୀଛୁଆର ମୃତଦେହ ଉଦ୍ଧାର ହୋଇଛି। ଖବର...

ଗିରଫ ହେଲେ କୋଟିପତି ଖଣି ଅଧିକାରୀ

କେନ୍ଦୁଝର,୨୮ା୧୧: କେନ୍ଦୁଝର କନିଷ୍ଠ ଖଣି ଅଧିକାରୀ ପଦ୍ମନାଭ ହୋତାଙ୍କୁ ଗୁରୁବାର ଭିଜୀଲାନ୍ସ ଗିରଫ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଗିରଫ କରାଯାଇଛି। ଗତକାଲି ଭିଜିଲାନ୍ସ ଟିମ୍‌ ତାଙ୍କ କେନ୍ଦୁଝର ଘର ଏବଂ ଭୁବନେଶ୍ୱର, ଭବାନୀପାଟଣା, ଯାଜପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri