ଚଳନ୍ତା ଟ୍ରେନ୍ରେ ସେଲ୍ଫି ନେଉଥିଲେ ଛାତ୍ରୀ,ଚାଲିଗଲା ଜୀବନ
କେନ୍ଦୁଝର/ପାଟଣା,୨୫ା୧ (ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ):କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଟାଙ୍ଗିଆପାଳ ରେଳ ଷ୍ଟେଶନ ନିକଟରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟା ୩୦ରେ ଚଳନ୍ତା ଟ୍ରେନ୍ରୁ ଖସି ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଛାତ୍ରୀ ଜଣକ ହେଲେ...