କେନ୍ଦୁଝର, ୧୯।୫(ସ୍ବ.ପ୍ର.): କେନ୍ଦୁଝର ସହରରେ ପାଇପ ଦ୍ୱାରା ପାନୀୟ ଜଳ ଯୋଗାଣରେ ବ୍ୟାପକ ଦୁର୍ନୀତି ହୋଇଥିବାରୁ ତଦନ୍ତ ପାଇଁ ଭାଜପା ପକ୍ଷରୁ ଭିଜିଲାନ୍ସ ୟୁନିଟରେ ଦାବିପତ୍ର ପ୍ରଦାନ କରାଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା ସମେତ...
କେନ୍ଦୁଝର,୧୯।୫(ସ୍ବ.ପ୍ର.): ଜାତୀୟ ଜନଜାତି କମିଶନଙ୍କ ପାଖରେ ହାଜର ହେଲେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ। କମିଶନ ସଦସ୍ୟ ଅନନ୍ତ ନାୟକଙ୍କ ଉପସ୍ଥିତିରେ ଗୁରୁବାର ଶୁଣାଣି ହୋଇଛି। ଆସନ୍ତା ଜୁନ ୨୮ରେ ମାମଲାରେ ହେବ ପରବର୍ତ୍ତୀ ଶୁଣାଣି ହେବା ପାଇଁ ଦିନ...
କେନ୍ଦୁଝର,୧୯ା୫(ସ୍ବ.ପ୍ର.): ସ୍ଲରି ପାଇପ୍ରେ ଲୁହାପଥର ପରିବହନକୁ ବିରୋଧ କରି ଗୁରୁବାର କେନ୍ଦୁଝର ଜିଲାର ଟ୍ରକ୍ମାଲିକମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାବିପତ୍ର ପ୍ରଦାନ କରିଛନ୍ତି। ବହୁ ଆଗରୁ ବିପର୍ଯ୍ୟସ୍ତ ରାସ୍ତାରେ ଲୁହାପଥର ପରିବହନ କରି ସରକାରଙ୍କ...
Archives
Model This Week
ପିଲାଙ୍କ ଧରିତ୍ରୀ