କେନ୍ଦୁଝର

ଛାତ୍ରୀଛାତ୍ରଙ୍କୁ ଆଣୁଥିବା ବେଳେ ଟ୍ରକକୁ ପିଟିଲା ସ୍କୁଲ ବସ୍‌

ଘସିପୁରା,୭।୧(ନିରଞ୍ଜନ ସାହୁ): ଗାଡ଼ି ଚାଳକଙ୍କ ବେପରୁଆ ଯୋଗୁ ଏକ ଘରୋଇ ସ୍କୁଲ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଣାରେ ୨ଜଣ ଛାତ୍ର, ଜଣେ ଶିକ୍ଷୟିତ୍ରୀ ଏବଂ ଗାଡିର ହେଲ୍‌ପର ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ଘସିପୁରା ଥାନା ଗୋହିରାସ୍ଥିତ...

ମୁଖ୍ୟମନ୍ତ୍ରୀଙ୍କ ଗାଁରେ ଭାଲୁ ଆତଙ୍କ: ଦୁଇ ଜଣଙ୍କୁ ଗୋଡାଇ କାମୁଡ଼ିଲା

କେନ୍ଦୁଝର,୧।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ରାଇକାଳା ଗାଁରେ ସୋମବାର ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ନିକଟରେ ହୁଡ଼ିକୁ ଯାଇଥିବା ଦୁଇ ବ୍ୟକ୍ତିଙ୍କୁ ଚାରି ଭାଲୁଛୁଆ ଆକ୍ରମଣ କରିଛନ୍ତି। ଗୁରୁତର...

ପାରିବାରିକ କଳହରୁ ଜୀବନ ହାରିଲେ ଯୁବକ

ପାଟଣା,୩୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତ ଗାଲଫୁଲା ଗ୍ରାମର ଜଣେ ୩୫ ବର୍ଷୀୟ ବିବାହିତ ଯୁବକଙ୍କ ଝୁଲନ୍ତା ମୃତଦେହ ରବିବାର ପୋଲିସ ଉଦ୍ଧାର କରିଛି। ମୃତକ ଜଣକ ହେଉଛନ୍ତି ରାଧାକାନ୍ତ ନାଏକଙ୍କ ପୁଅ ସୁରେଶ।...

ଧାନ ଖାଇଲେ, କାଦୁଅରେ ଗଡ଼ିଲେ

ପାଟଣା,୨୯ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ସେକ୍ସନରେ ୨୭ ଟିକିଆ ଝାଡ଼ଖଣ୍ଡୀ ହାତୀପଲଙ୍କ ଉପଦ୍ରବ ଥମୁନି। ମାଳିରପଶି ବିଟ୍‌ ଏରେଣ୍ଡେଇ ଓ ବେଗୁନା ଖମଣ ଗାଁରେ ହାତୀପଲ ଖରାଟିଆ ପାଚିଲା ଧାନ ଖାଇବା ସହ ଦଳି...

ଜନସେବା କେନ୍ଦ୍ରର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ଦୁଇ ଜଣ ଗିରଫ

ହାଟଡିହୀ,୨୮୬(ଶୁଭକାନ୍ତ ନାୟକ): ପିଏଫ ଅନଲାଇନ ଆବେଦନକୁ କେନ୍ଦ୍ର କରି ଗୁରୁବାର ଅପରାହ୍ନରେ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ନିକଟରେ ଥିବା ମରୈଗାଁ ବଜାରରେ ଜନସେବା କେନ୍ଦ୍ରର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା। ଗଣ୍ଡଗୋଳରେ ଦୋକାନ ଏବଂ ବାଇକ...

ଜିଲାପାଳ, ଏସପିଙ୍କୁ ଭେଟିଲେ ବିଧାୟକ

ହାଟଡିହୀ,୨୮।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାୟକ ଅଭିମନ୍ୟୁ ସେଠୀ ଗୁରୁବାର କେନ୍ଦୁଝର ଜିଲାପାଳ ଏବଂ ଏସପିଙ୍କୁ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି। ବିଧାୟକ ସେଠୀ ଜିଲାପାଳ ବିଶାଲ ସିଂଙ୍କୁ ଭେଟି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ...

ଜନସେବା କେନ୍ଦ୍ର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ: ଉତ୍ତ୍ୟକ୍ତ ହୋଇ ପୋଡ଼ି ଦେଲେ ଦୋକାନ, ବାଇକ୍‌

ହାଟଡିହୀ,୨୭l୬(ଶୁଭକାନ୍ତ ନାୟକ): ସାମାନ୍ୟ କଥାକୁ କେନ୍ଦ୍ର କରି ହାଟଡିହୀ ଥାନା ନିକଟରେ ଥିବା ଜନସେବା କେନ୍ଦ୍ରରେ କେତେକ ଲୋକ ପଶି ମାଲିକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ଫଳରେ ଜନସେବା କେନ୍ଦ୍ର ମାଲିକ ଗୁରୁତର ହୋଇଛନ୍ତି। ତାଙ୍କୁ ଚିକିତ୍ସା ପାଇଁ...

ସରକାରୀ ଜାଗାରୁ ମୋରମ ଖୋଳି ଲୁଟୁଛନ୍ତି ମାଫିଆ, ଟାକ୍ଟର-ଜେସିବି ଜବତ

ହାଟଡିହୀ,୨୭ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ପୋଲିସ ମୋରମ ଏବଂ ପଥର ମାଫିଆମାନଙ୍କ ପାଇଁ ଏବେ କଣ୍ଟା ସାଜିଛି। ନିକଟରେ ହଦଗଡ଼ ହସ୍ତୀ ଅଭୟାରଣ୍ୟ ଥିବା ବେଳେ ଏହି ଥାନା ଅଞ୍ଚଳଟି ଉଭୟ ଭଦ୍ରକ ଏବଂ ବାଲେଶ୍ୱର ଜିଲାକୁ ସଂଲଗ୍ନ...

ଚିଠିରେ ଭୁଲ୍‌ ଲେଖିଦେଲେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ

ହାଟଡିହୀ,୨୭ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ସଢା ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଏକ ଚିଠିରେ ଭୁଲ ଲେଖି ହରଡ଼ଘଣାରେ ପଡ଼ିଛନ୍ତି। ତାଙ୍କର ଚିଠିକୁ ଦେଖିଲେ ଖାମଖିଆଲି ନୀତି ସ୍ପଷ୍ଟ ବାରି ହୋଇପଡୁଛି। ଖବରରୁ ଜଣାଯାଇଛି ଯେ, ସୂଚନା...

ଦାଦନ ଖଟିବାକୁ ଯାଇ ବାଙ୍ଗାଲୋରରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ହାଟଡିହୀ,୨୭। ୬(ଶୁଭକାନ୍ତ ନାୟକ):ପୁଅ ବଡ଼ ହୋଇ ରୋଜଗାର କରିବ। ପରିବାରର ଦୁଃଖ ଘୁଞ୍ଚିବ। ପେଟ ପାଇଁ ଗରିବ ଘରର ପୁଅ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ଶେଷରେ ସବୁଦିନ ପାଇଁ ଆରପାରିକୁ ଚାଲିଗଲା । କେନ୍ଦୁଝର ଜିଲା ହାଟଡିହୀ...

ଅନ୍ଧ ବିଶ୍ୱାସର କରୁଣ ପରିଣତି: ଗୁଣିଆକୁ ଭରଷା କରି ଚାଲିଗଲା ଜୀବନ

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ଅନ୍ଧ ବିଶ୍ୱାସର କରୁଣ ପରିଣତି ପୁଣି ଦେଖିବାକୁ ମିଳିଛି। ଘରେ ଶୋଇଥିବା ଅବସ୍ଥାରେ ଜଣେ ଆଦିବାସୀ ଯୁବକଙ୍କୁ ଏକ ବିଷଧର ସାପ କାମୁଡି ଦେଇଥିଲା । ବିଷ ଝାଡିବାକୁ ଗୁଣିଆ ସାଜିଥିଲା ଭରଷା । ପରିବାର ଲୋକ...

ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର/ଚମ୍ପୁଆ/ ଝୁମ୍ପୁରା,୨୫ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ମହେଶ୍ୱର ଦାସ/ଶଶିଭୂଷଣ ସାହୁ):  ରାଜ୍ୟର ବିକାଶ ପାଇଁ ସମସ୍ତେ ପରାମର୍ଶ ଦେଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ନିଜ ଜିଲା କେନ୍ଦୁଝରକୁ ୨ ଦିନିଆ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri