କେନ୍ଦୁଝର

ସ୍କୁଲ ପାଖରେ ଗୁଟ୍‌ଖା ବିକ୍ରି କଲେ ଜରିମାନା

କେନ୍ଦୁଝର,୧୫ା୧୧(ଡି.ଏନ୍‌.ଏ.)  ରାଜ୍ୟରେ ସବୁ ସ୍କୁଲଗୁଡ଼ିକର ଭିତ୍ତିଭୂମି ଓ ଗୁଣାତ୍ମକ ଶିକ୍ଷାଦାନ ଉପରେ ଗୁରୁତ୍ୱ ଦିଆଯାଉଥିବାବେଳେ ଏଣିକି ସ୍କୁଲ ନିକଟରେ ସିଗାରେଟ, ବିଡି,ପାନ,ଗୁଟ୍‌ଖା ବ୍ୟବହାର ଉପରେ କଟକଣା କରାଯାଇଛି। ସ୍କୁଲରେ କୌଣସି ଶିକ୍ଷକ ତଥା କର୍ମଚାରୀମାନେ ପାନ, ବିଡ଼ି, ସିଗାରେଟ, ଗୁଟଖା ଖାଇପାରିବେ...

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା ଗତ ୩ ଦିନ ଧରି ଲଗାଣ ବର୍ଷାରେ ପ୍ରାୟ ଉଜୁଡ଼ିଯାଇଛି। ଏହାଦ୍ୱାରା ଋଣ...

ମନ୍ଦିରରେ ପତାକା ବଦଳିବା ବେଳେ ଗଲା ଜୀବନ

ପାଟଣା,୧୪।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ବୈତରଣୀ ନଦୀକୂଳରେ ଥିବା ପରମେଶ୍ୱର ଶିବ ମନ୍ଦିରରେ ରବିବାର ଏକ ଅଘଟଣ ଘଟିଛି। କାର୍ତ୍ତିକ ପୂର୍ଣ୍ଣିମା ପାଇଁ ମନ୍ଦିରେ ପତାକା ବଦଳାଉ ଥିବା ବେଳେ ଖସି ପଡି ଜଣେ ସେବାୟତଙ୍କ ମୃତ୍ୟୁ...

ଚିନ୍ତା ବଢ଼ାଇଲା ଅଦିନିଆ ବର୍ଷା

କେନ୍ଦୁଝର, ୧୪।୧୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ପାଚିଲା ଧାନ ନଷ୍ଟ ହେବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି। ଧାନ ପାଚି ଯାଇଥିବାରୁ ଚାଷୀ ମାନେ ତର ତର ହୋଇ ଧାନ କାଟି...

ଘର ଭାଙ୍ଗିଲେ, ଶିଶୁପୁତ୍ରର ଜୀବନ ନେଲେ

କେନ୍ଦୁଝର,୧୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ରେଞ୍ଜ ଅଧୀନ ବିମଳା ସେକ୍ସନ ରାଣିବେଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ରାତିରେ ଖାଦ୍ୟ ଅନ୍ବେଷଣରେ ଆସିଥିବା ହାତୀପଲ ଜଣେ ବ୍ୟକ୍ତିଙ୍କ ଘର କାନ୍ଥ ଭାଙ୍ଗି ଦେବାରୁ ଭିତରେ ଶୋଇଥିବା ୭...

ଫାର୍ମରେ କୁକୁଡ଼ା ଛୁଆ ଛାଡ଼ିବା ପରେ ଗାଁରେ ଉତ୍ତେଜନା

ପାଟଣା,୧୩।୧୧(ସ୍ବ. ପ୍ର):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଅଙ୍କୁରା ଗ୍ରାମର ଝପାସାହିରେ ପ୍ରସ୍ତାବିତ ଏକ ବ୍ରଏଲର ଫାର୍ମକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଶତାଧିକ ମହିଳା ଓ ପୁରୁଷ ଶନିବାର ଥାନା ଓ ତହସିଲର ଦ୍ୱାରସ୍ଥ ହୋଇଛନ୍ତି...

ବାପାଙ୍କୁ ହତ୍ୟା କରି ଲୁଚିଥିଲେ ଜଙ୍ଗଲରେ

ପାଟଣା,୧୩।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମିରିଗିଖୋଜି ଗ୍ରାମରେ ବାପାଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରିଥିବା ଅଭିଯୋଗରେ ପୋଲିସ ହତ୍ୟାକାରୀ ପୁଅଙ୍କୁ ଗିରଫ କରିଛି। ବୈତରଣୀ ନଦୀ କୂଳରେ ଥିବା ଜଙ୍ଗଲରେ ଲୁଚିଥିବା ବେଳେ ଶୁକ୍ରବାର ପୋଲିସ...

ଓଲଟିଲା ଟ୍ୟାଙ୍କର : ଚାଲିଗଲା ୨ ଶ୍ରମିଙ୍କ ଜୀବନ

କେନ୍ଦୁଝର,୧୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ରୋଇଡା ଲୁହା ଖଣି ପରିସରରେ ଏକ ପାଣି ଟ୍ୟାଙ୍କର ଓଲଟି ପଡ଼ିଛି। ସେଥିରେ ଥିବା ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ନାମ ସମରା କାରୁଆ(୬୩) ଓ ଦମୟନ୍ତୀ ଓରାମ (୪୧)...

ଗାଧୋଇବାକୁ ଯାଇ ଆଉ ଫେରିଲେନି ମହିଳା

ପାଟଣା,୧୨।୧୧(ସ୍ବ.ପ୍ର.): ଗାଁ ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଘରକୁ ଫେରିଲେନି ମହିଳା। ଏଭଳି ଏକ ଘଟଣା ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଜାମୁଳେଇ ବେଡା ଗ୍ରାମରେ। ୩୫ ବର୍ଷୀୟା ପାର୍ବତୀ ମୁଣ୍ଡା ଶୁକ୍ରବାର ପୂର୍ବାହ୍ନରେ ଗାଁ ପୋଖରୀକୁ ଗାଧୋଇବାକୁ...

ଦିବ୍ୟଶଙ୍କରଙ୍କୁ ବହିଷ୍କାର କରାଯାଉ

ପାଟଣା,୧୨।୧୧(ସ୍ବ. ପ୍ର.): ମମିତା ମେହେର ହତ୍ୟାକାଣ୍ଡ ଘଟଣାକୁ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏ ନେଇ କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା...

କେନ୍ଦୁଝରରେ କଂଗ୍ରେସର ହରତାଳ

କେନ୍ଦୁଝର,୧୨।୧୧(ସ୍ବ.ପ୍ର): କେନ୍ଦୁଝର ଜିଲା କଂଗ୍ରେସର ପକ୍ଷରୁ ମମିତା ମେହେର ହତ୍ୟାକାଣ୍ଡ ଘଟଣାରେ ସଂପୃକ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଶାନ୍ତିପୂର୍ଣ୍ଣ ହରତାଳ କରାଯାଇଛି। ସଭାପତି ବିପ୍ଲବ ମିଶ୍ରଙ୍କ ନେତ୍‌ୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଛଅ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ବିକ୍ଷୋପ କରାଯାଇଛି। ତେବେ...

ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ

କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ ଭାବେ ପକାଯାଉଥିବା ସହରର ବର୍ଜ୍ୟବସ୍ତୁରେ ନିଆଁ ବ୍ୟାପିଥିବା କୁହାଯାଉଛି। ନିଆଁକୁ ତୁରନ୍ତ ଆୟତ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri