କେନ୍ଦୁଝର

ସାନ ଭଉଣୀର ମୁଣ୍ଡ ଅଲଗା କରିବା ପରେ ବଡ଼ ଭଉଣୀର ଆତ୍ମହତ୍ୟା

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ଫୁଲଝର ଗ୍ରାମର ଏକ ବନ୍ଦ ଘରୁ ରବିବାର ସାରେ ଦୁଇ ଭଉଣୀଙ୍କ ମୃତଦେହ ମିଳିଛି। ମୃତ ଦୁଇ ଭଉଣୀ ହେଲେ ଭିକାରୀ ଦେହୁରୀଙ୍କ ଝିଅ କ୍ଷୀର(୧୯) ଓ ରୁକ୍ମିଣୀ (୧୭)। ପୋଲିସ...

ଧରାପଡ଼ିଲେ ବଳାତ୍କାରୀ

ବଡବିଲ,୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଝୁମ୍ପୁଡି ହଟିଂ ଅଞ୍ଚଳର ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଜଣେ ଯୁବକଙ୍କୁ ଗିରଫ କରିବା ସହ ୨ନାବାଳକଙ୍କୁ କାବୁ କରିଛି। ଗିରଫ ଅଭିଯୁକ୍ତ...

ହର ହର ମହାଦେବ, ଜୟ ଶ୍ରୀରାମ ଲେଖି ୨ ଗିରଫ

ଆନନ୍ଦପୁର,୭ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପୁଣି ଚର୍ଚ୍ଚାର ପରିସରକୁ ଆସିଛି। ୧୯୯୯ ମସିହାରେ ଗ୍ରାହାମ ଷ୍ଟୁଆର୍ଟ ଷ୍ଟେନସ୍‌ ଓ ତାଙ୍କ ଦୁଇ ଶିଶୁ ପୁତ୍ର ଟିମୋଥି ଓ ଫିଲିପ୍‌ଙ୍କୁ ଗାଡ଼ି ଭିତରେ ଶୋଇଥିବା...

ଚିକିତ୍ସାଧୀନ ଅସୁସ୍ଥ ହାତୀର ମୃତ୍ୟୁ

କେନ୍ଦୁଝର,୭ା୮(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଭୂୟାଁ ଜୁଆଙ୍ଗ ପୀଢ଼ ରେଞ୍ଜ ଅଧିନସ୍ଥ ତଳ ଚମ୍ପେଇ ପଞ୍ଚାୟତ ସିନ୍ଦୁରିଆ ଜଙ୍ଗଲରେ ଅସୁସ୍ଥ ହୋଇ ଚିକିତ୍ସାଧୀନ ଥିବା ଏକ ମାଈହାତୀର ଶନିବାର ଭୋର୍‌ରେ ମୃତ୍ୟୁ ହୋଇଛି। ଶୁକ୍ରବାର ଅସୁସ୍ଥ ଅବସ୍ଥାରେ ତାକୁ ବନ...

ଏନ୍‌ଏଚ୍‌ରେ ଜଳିଗଲା ଟ୍ରକ୍‌

କେନ୍ଦୁଝର,୭ା୮(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ରାଜବାଟୀ ନିକଟରେ ଏନ୍‌ଏଚ୍‌ ୨୦ରେ ଏକ ଟ୍ରକର ଇଞ୍ଜିନ୍‌ରେ ହଠାତ୍‌ ନିଆଁ ଲାଗିଯିବାରୁ ଏହା ଜଳିଯାଇଥିବା ଜଣାପଡ଼ିଛି। ଶୁକ୍ରବାର ମଧ୍ୟରାତ୍ରିରେ ଏହି ଅଘଟଣ ଘଟିଥିଲା। ଜଳିଯାଇଥିବା ଟ୍ରକ ନମ୍ବର ହେଉଛି ଓଡି-୦୯ ଜେ/୫୩୫୨। ଖବର...

ଆବର୍ଜନାରେ ଅଣନିଃଶ୍ୱାସୀ

କେନ୍ଦୁଝର, ୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ମୁଖ୍ୟାଳୟର ସାୈନ୍ଦର୍ଯ୍ୟକରଣ ନାମରେ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା। କିନ୍ତୁ ସହରର ଡ୍ରେନେଜ, ରାସ୍ତାଘାଟକୁ ସଫେଇ କରାଯାଉ ନ ଥିବାରୁ ସ୍ଥାନୀୟ ବାସିନ୍ଦା ନର୍କଯନ୍ତ୍ରଣା ଭୋଗୁଛନ୍ତି। ଅନ୍ୟପକ୍ଷରେ ମଶାମାଛିଙ୍କ ପ୍ରଦୁର୍ଭାବରେ ସହରବାସୀ ଅତିଷ୍ଠ ହୋଇପଡିଲେଣି।...

ଦୁଇବର୍ଷ ହେଲା ଅନ୍ଧାର

କେନ୍ଦୁଝର, ୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଆଦିବାସୀ ଅଧ୍ୟୁଷିତ ବାଂଶପାଳ ବ୍ଲକର ଜୁଆଙ୍ଗ ଜନଜାତି ବହୁଳ ମେଦିନପୁର ଓ ଭେଜଡିହି ଗଁ। ଦୀର୍ଘ ଦୁଇବର୍ଷ ହେବ ବିଦ୍ୟୁତ୍‌ ଆଲୋକ ନାହିଁ। ଫଳରେ ୨ ଗାଁର ଲୋକେ ଅନ୍ଧାରରେ ରହୁଛନ୍ତି। ଏଥିପାଇଁ ସେମାନଙ୍କୁ ନାନା...

ବିପଦରେ ବୈତରଣୀ

କେନ୍ଦୁଝର,୪।୮(ସ୍ବ.ପ୍ର.)-କେନ୍ଦୁଝର ଜିଲାର ଅମୃତ ଧାରା କୁହାଯାଉଥିବା ବୈତରଣୀ ନଦୀ ଏବେ ବିପଦରେ। ଖଣି ଓ ଶିଳ୍ପର ବର୍ଜ୍ୟବସ୍ତୁ ଏବଂ ବ୍ୟାପକ ଜଙ୍ଗଲ ନଷ୍ଟ ଯୋଗୁ ହେଉଥିବା ମୃତ୍ତିକା କ୍ଷୟ ଆଦି କାରଣରୁ ନଦୀଶଯ୍ୟା ପୋତିହୋଇ ଯାଉଥିବାବେଳେ ଜଳ ପ୍ରଦୂଷିତ ହୋଇ...

କଳା ପଲସର ଆତଙ୍କ: ଆଖିପିଛୁଳାକେ ବାଇକ୍‌ ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ

ପାଟଣା,୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣାରେ କଳା ପଲସରର ଆତଙ୍କ ଦେଖାଦେଇଛି। ପାଟଣାମୁଖ୍ୟାଳୟ ତହସିଲ ସାମ୍ନାରୁ ମଙ୍ଗଳବାର କଳା ପଲସରରେ ୨ ଦୁର୍ବୃତ୍ତ ଆସି ବାଇକ ଡିକି ଭାଙ୍ଗି ୪ ଲକ୍ଷ ଟଙ୍କା ଲୁଟିନେଇଛନ୍ତ। ସୂଚନା ଅନୁଯାୟୀ, ପାଟଣା ବ୍ଲକ ବଡ଼ପାଟଣା...

ଆଦିବାସୀ ଜମିରେ ଶିକ୍ଷାନୁଷ୍ଠାନ ମସୁଧା: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ

କେନ୍ଦୁଝର,୨ା୮(ସ୍ବ.ପ୍ର.): ସାହାରପଡ଼ା ବ୍ଲକ ଅନ୍ତର୍ଗତ ଉଦୟପୁର ଗ୍ରାମରେ ୧୯୭୬ ମସିହାରୁ ଭୋଗ ଦଖଲ କରି ଆସୁଥିବା ଜମିରେ ଏକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ପାଇଁ ମସୁଧା ହେଉଥିବାରୁ ଦଖଲ କରିଆସୁଥିବା ଆଦିବାସୀମାନେ ଓଡ଼ିଶା କୃଷକ ମହାସଭାର ପୂର୍ଣ୍ଣଚନ୍ଦ୍ର ରାଉତଙ୍କ ନେତୃତ୍ୱରେ ଜିଲାପାଳଙ୍କ...

ସରକାରୀ ଚାକିରି ଆବେଦନ ବୟସ ସୀମା ୩୨ରୁ ୪୨ ବର୍ଷ ପାଇଁ ଦାବି

କେନ୍ଦୁଝର,୨ା୮(ସ୍ବ.ପ୍ର.): ଦୀର୍ଘ ୨୧ ବର୍ଷ ଧରି ରାଜ୍ୟ ଶାସନ କରୁଥିବା ବିଜେଡି ସରକାର ଆଶାୟୀ ଶିକ୍ଷିତ ଯୁବବର୍ଗଙ୍କ ପାଇଁ ଚାକିରି କ୍ଷେତ୍ରରେ ବୟସସୀମା ବୃଦ୍ଧି ନ କରିବା ଯୋଗୁ ବହୁ ଯୁବବର୍ଗ ଦିଗହରା ହେବା ସହ ବେକାରୀ ସମସ୍ୟା ଦିନକୁ...

କାଦୁଅରେ ଫସିଲା ଆମ୍ବୁଲାନ୍ସ

ପାଟଣା, ୧।୮(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣାବ୍ଲକ ଟାଙ୍ଗରପଡା ପଞ୍ଚାୟତ ଅଧୀନ ବାଲିବନ୍ଧ ଗ୍ରାମ ରାସ୍ତା ଶୋଚନୀୟ ଯୋଗୁ ରବିବାର ଏକ ଆମ୍ବୁଲାନ୍ସ କାଦୁଅରେ ଫସିି ରହିଥିଲା। ଫଳରେ ରୋଗୀଙ୍କ ନିକଟରେ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ସୂଚନା ଅନୁଯାୟୀ, ବାଲିବନ୍ଧ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri