ଭାରସାମ୍ୟ ହରାଇ ବସ୍କୁ ଧକ୍କା ଦେଲା ବାଇକ୍, ଦୁଇ ଗୁରୁତର
ପାଟଣା,୨୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥର ମଙ୍ଗଳପୁର ପୋଲ ନିକଟରେ ଶୁକ୍ରବାର ଭୁବନେଶ୍ୱରରୁ ଆସୁଥିବା ପୁଜାରାଣୀ ବସକୁ ଏକ ବାଇକ ଧକ୍କା ଦେବାରୁ ବାଇକରେ ଥିବା ଦୁଇ ଜଣ ଗୁରୁତର...