କେନ୍ଦୁଝର

ପାଳି କରି ଷ୍ଟ୍ରଙ୍ଗରୁମ୍‌ ଜଗୁଛନ୍ତି ଭାଜପା କର୍ମୀ

କେନ୍ଦୁଝର, ୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ମତଦାନ ଶେଷ ହୋଇଛି। ଇଭିଏମ୍‌ରେ ବନ୍ଦ ରହିଛି ପ୍ରାର୍ଥୀଙ୍କ ଭାଗ୍ୟ। ଜୁନ ୪ ତାରିଖ ଫଳାଫଳକୁ ଅପେକ୍ଷା। ହେଲେ କେଉଁ ଦଳର ପ୍ରାର୍ଥୀ ବିଜୟୀ ହେବାର ସମ୍ଭାବନା ରହିଛି, କେତେ ଭୋଟ ବ୍ୟବଧାନ ରହିବ,...

ଟ୍ରକରେ ବସିଥିବା ଅବସ୍ଥାରେ ଚାଲିଗଲା ଚାଳକଙ୍କ ଜୀବନ

ବଡବିଲ,୩୧।୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡି ଥାନା ଅଧୀନ ବାରବାଙ୍କ ସ୍ଥିତ ୫୨୦ନମ୍ବର ଜାତୀୟ ରାଜପଥରେ ଛିଡା ହୋଇଥିବା ଏକ ଟ୍ରକରେ ବସିଥିବା ଅବସ୍ଥାରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ପୋଲିସ ମୃତଦେହ ଜବତ କରି ଏକ ଅପମୃତ୍ୟୁ...

ସରକାରୀ ଜମିରେ ପୋଖରୀ ଖୋଳିବା ଘଟଣା: ପାଣିର ନମୁନା ସଂଗ୍ରହ କଲା ପ୍ରଦୂଷଣ ବୋର୍ଡ

ପାଟଣା,୩୦ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ କୁଆପଶି ଗ୍ରାମରେ ଥିବା ନାରାୟଣୀ ରାଇସ ମିଲ୍ସ ଫାଟକ ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଶତାଧିକ କୁଆପସି, ମଙ୍ଗଳପୁର ଓ ଡିଆନାଳୀ ଅଞ୍ଚଳର ମହିଳା ଓ ପୁରୁଷ ଧାରଣା ଦେଇଥିଲେ।...

ପରିବା ବ୍ୟବସାୟୀଙ୍କ ଝିଅ ବିଶ୍ୱବିଦ୍ୟାଳୟ ଟପ୍ପର

ପାଟଣା,୩୦ା୫(ବୀର କିଶୋର ଦାଶ)କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ କ୍ଷୀରେଇ ଟାଙ୍ଗିରିସ୍ଥିତ ବିଶ୍ୱବିନାୟକ ଡିଗ୍ରୀ କଲେଜର ଛାତ୍ରୀ ନମ୍ରତା ବେହେରା କମ୍ପ୍ୟୁଟର ସାଇନ୍ସରେ ଶ୍ରୀରାମଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟରେ ଟପ୍ପର ହୋଇଛନ୍ତି। ସେ ମୋଟ ୧୪୦୦ ରୁ ୧୨୧୯ ନମ୍ବର ଯଥା ୮୭...

କମ ନମ୍ବର ରଖିବାରୁ ମୂଷା ଔଷଧ ପିଇଦେଲେ ଛାତ୍ରୀ

ହାଟଡିହୀ,୨୮l୫(ଶୁଭକାନ୍ତ ନାୟକ): ମାଟ୍ରିକ ପରୀକ୍ଷାରେ କମ ନମ୍ବର ରଖିବାରୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ୍‌ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ଛାତ୍ରୀ ସୋମବାର ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ପରୀକ୍ଷା ଫଳ ପ୍ରକାଶ ପରେ ଛାତ୍ରୀ ଜଣକ ଆଶା...

ରାଇସ ମିଲ୍‌ ଘେରିଲେ ଉତ୍ତ୍ୟେକ୍ତ ଲୋକେ: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ପାଟଣା,୨୭।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ କୁଆପଶି ଗ୍ରାମରେ ଥିବା ନାରାୟଣୀ ରାଇସ୍‌ ମିଲ୍‌ ଗେଟ୍‌ ସମ୍ମୁଖରେ ସୋମବାର ପୂର୍ବାହ୍ନରେ ଶତାଧିକ ସ୍ଥାନୀୟ ମହିଳା ଓ ପୁରୁଷ ବିଭିନ୍ନ ଦାବିରେ ଘେରାଉ କରିଛନ୍ତି। ଆନ୍ଦୋଳନକାରୀଙ୍କ...

ଦେବପ୍ରିୟ, ରାକେଶ ଚାନ୍ଦବାଲି ନିର୍ବାଚନ ସଂଯୋଜକ ନିଯୁକ୍ତ

ହାଟଡିହୀ,୨୭ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବିଜେଡିର ଦୁଇ ସକ୍ରିୟ ଯୁବ ନେତାଙ୍କୁ ଚାନ୍ଦବାଲି ନିର୍ବାଚନ ସଂଯୋଜକ ଭାବେ ନିଯୁକ୍ତି ମିଳିଛି। ରାଜ୍ୟ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ...

ରାଜପଥ କଡ଼ରୁ ହଟୁନି ଟ୍ରକ୍‌

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଗତ ଦିନରେ କେନ୍ଦୁଝର ଜିଲା ଦେଇ ଯାଇଥିବା ଜାତୀୟ ରାଜପଥରେ ଅନେକ ଦୁର୍ଘଟଣା ଘଟି ବହୁ ଧନଜୀବନହାନି ହୋଇଛି। ବାରମ୍ବାର ଦୁର୍ଘଟଣା ପରେ ମଧ୍ୟ ଜାତୀୟ ରାଜପଥ କଡ଼ରୁ ଟ୍ରକ୍‌ର ଲମ୍ବାଧାଡ଼ି ହଟୁନାହିଁ। ତଦାରଖ ଅଭାବରୁ...

ମାଟ୍ରିକ ପରୀକ୍ଷାରେ ଚମକିଲେ ଦିବ୍ୟ ପ୍ରସାଦ

ପାଟଣା,୨୬।୫(ବୀର କିଶୋର ଦାଶ): ଚଳିତ ବର୍ଷ ଉଚ୍ଚ ମାଧ୍ୟମିକ ପରିଷଦ କଟକ ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ରବିବାର ପ୍ରକାଶ ପାଇଛି। କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନର ଛାତ୍ର ଦିବ୍ୟ ପ୍ରସାଦ ତ୍ରିପାଠୀ ମୋଟ ୫୫୨ ନମ୍ବର...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଚାଲିଛି ମୂଲ୍ୟାଙ୍କନ, ଏହି ଦଳ ମାରିବ ବାଜି…

ହାଟଡିହୀ,୨୬ା୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନୀ ପରୀକ୍ଷା ସରିଯାଇଛି। କାହା ସପକ୍ଷରେ କେତେ ଭୋଟ୍‌ ଯିବ ତାକୁ ନେଇ ଏବେ ମୂଲ୍ୟାଙ୍କନ ଚାଲିଛି। ଜନାଦେଶ ଫଳାଫଳ ଜୁନ୍‌ ୪ରେ ସ୍ପଷ୍ଟ ହୋଇଯିବ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୨୯୧ଟି...

ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀ: ଭୋଟ ହାର ୭୪.୬୫%, ରାତି ସାଢ଼େ ୧୦ଟା ଯାଏ ଚାଲିଲା ମତଦାନ

ହାଟଡିହୀ,୨୬।୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ୨୯୧ଟି ଭୋଟ କେନ୍ଦ୍ରରେ ଭୋଟ ଗ୍ରହଣ ହୋଇଛି। ଉକ୍ତ ବିଧାନସଭା କ୍ଷେତ୍ର ଅଧୀନରେ ହାଟଡିହୀ ଏବଂ ଆନନ୍ଦପୁର ବ୍ଲକ, ଆନନ୍ଦପୁର ମ୍ୟୁନିସିପାଲିଟି ରହିଥିବା ବେଳେ ଶାନ୍ତି, ଶୃଙ୍ଖଳାର ସହ ଏଥର...

ଇଭିଏମ୍‌ ସିଲ୍‌ ପୂର୍ବରୁ ଚେତା ହରାଇଲେ ପୋଲିଂ ଅଫିସର

ପାଟଣା,୨୫ା୫(ବୀର କିଶୋର ଦାଶ) କେନ୍ଦୁଝର ଜିଲା ପାଟଣା ଥାନା ମଙ୍ଗଳପୁର ପ୍ରାଥମିକ ବିଦ୍ୟାଳୟରେ ନିର୍ବାଚନ କାର୍ଯ୍ୟ କରୁଥିବା ଜଣେ ଫାଷ୍ଟ ପୋଲିଂ ଅଫିସର ଶନିବାର ରାତିରେ ଅଚେତ ହୋଇ ପଡ଼ିଛନ୍ତି। ଅଚେତ ହୋଇଥିବା ଶିକ୍ଷକ ଜଣକ ହେଉଛନ୍ତି ତେଲକୋଇ ବ୍ଲକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri