କେନ୍ଦୁଝର

ସୁରକ୍ଷାକର୍ମୀଙ୍କୁ ଛୁରାମାଡ଼ କରି ଲୁଟ୍‌, ୨ ଗିରଫ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଏସାର ପେଟ୍ରୋଲ ପମ୍ପ ସମୁଖରେ ଥିବା ମହିନ୍ଦ୍ରା ଓାର୍କସପ୍‌ ଠାରେ ଶୁକ୍ରବାର ଅପରାହ୍ନ ୩ ଟା ସମୟରେ ଜଣେ ଘରୋଇ ସୁରକ୍ଷା କର୍ମୀଙ୍କୁ ଛୁରି ମାଡ କରି ଲୁଟ୍‌ କରିବା ଅଭିଯୋଗରେ...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଅଭିଯୋଗ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳର ଜଣେ ୬ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଏନେଇ ଏକ ମାମଲା (ନଂ.୪୮/୨୦୨୦) ରୁଜୁ କରି ହତ୍ୟାକାଣ୍ଡରେ ସଂପୃକ୍ତ ନାବାଳକଙ୍କୁ ଅଟକ...

ଅସହାୟଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କରୋନା ମହାମାରୀର ମୁକାବିଲା ପାଇଁ ସରକାର ଦେଶରେ ଲକଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକଡାଉନ୍‌ ନିୟମାନୁଯାୟୀ ଲୋକେ ନିଜ ଜୀବିକାରୁ ବଞ୍ଚିତ ରହି ଘରେ ରହୁଛନ୍ତି। ଏହି କାରଣରୁ ସରକାରଙ୍କ ପକ୍ଷରୁ ଗରିବ , ଅସହାୟ ଓ...

ଭ୍ରାମ୍ୟମାଣ ଭ୍ୟାନରେ ଦିଆଗଲା ସହାୟତା ରାଶି

ପାଟଣା,୧୯।୪(ସ୍ବ.ପ୍ର.)-ପାଟଣା ବ୍ଲକ ମୁଖ୍ୟାଳୟ ସ୍ଥିତ ଅଗ୍ରଣୀ ବ୍ୟାଙ୍କ, ବ୍ୟାଙ୍କ ଅଫ ଇଣ୍ଡିଆ, ସ୍ବାମ ପାଟଣା ତରଫରୁ ଶନିବାର ଭ୍ରାମ୍ୟମାଣ ଭ୍ୟାନ ଯୋଗେ ବ୍ୟାଙ୍କ ଅଧିକାରୀ ଗାଁକୁ ଗାଁ ବୁଲି ହିତାଧିକାରୀଙ୍କୁ ଉଜ୍ବଳା ଓ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ଆସିଥିବା...

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା

ପାଟଣା,୧୯ା୪(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡା ବ୍ଲକର ବିଭିନ୍ନ ସ୍ଥାନରେ ଶନିବାର ଅପରାହ୍ନରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଛି। ପାଟଣା ଅଞ୍ଚଳରେ ବର୍ଷା ସହିତ ପବନ ହୋଇଥିବା ବେଳେ ସାହାରପଡା...

ଜିଲାକୁ ଫେରିଥିଲେ ୩୭, ଶେଷ ହେଲା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ୍‌ ଅବଧି

କେନ୍ଦୁଝର,୧୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ଶନିବାର ସୁଦ୍ଧା ୩୬ ଜଣଙ୍କ ହୋମ୍‌ କ୍ୱାରାଣ୍ଟାଇନ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହିଁ। ସଂକ୍ରମଣ ନ ବ୍ୟାପିବା ପାଇଁ...

ମାସ୍କ, ସାବୁନ ବଣ୍ଟନ

କେନ୍ଦୁଝର, ୧୮।୪(ସ୍ବ.ପ୍ର.)-ହରିଚନ୍ଦନପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ କରୋନା ମହାମାରୀ ପାଇଁ ହରିଚନ୍ଦନପୁର ପ୍ରେସ କ୍ଲବ ପକ୍ଷରୁ ସାବୁନ, ମାସ୍କ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ବର୍ତ୍ତମାନ ସବୁଠି କରୋନା ମହାମାରୀର ଆତଙ୍କ ଖେଳିଯାଇଛି । ଏହାକୁ ଆଖି ଆଗରେ...

ବେଆଇନ ଚୋରା ବାଲି ଚାଲାଣ ବେଳେ ୨ ଟ୍ରାକ୍ଟର ଜବତ

ପାଟଣା,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ରାଜନଗର ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ବୈତରଣୀ ନଦୀର ରାଇକଳା ବାଲି ଘାଟରୁ ୨ଟି ଟ୍ରାକ୍ଟର ଜବତ ହୋଇଛି। ବେଆଇନ ଚୋରା ଚାଲାଣ ହେଉଥିବା ବେଳେ ଶନିବାର ତୁରୁମୁଙ୍ଗା ପୋଲିସ ୨ଟି ବାଲି ବୋଝେଇ...

୫୬୯୦ ନିର୍ମାଣ ଶ୍ରମିକଙ୍କୁ କରୋନା ସହାୟତା

ପାଟଣା,୧୮ା୪(ସ୍ବ.ପ୍ର.): କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ସାରା ଦେଶରେ ଲକ୍‌ ଡାଉନ ଜାରି ରହିଛି। ଏଭଳି ପରିସ୍ଥିତିରେ କଳକାରଖାନା, ନିର୍ମାଣ ଓ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିବାରୁ ଖଟିଖିଆ, ଦିନମଜୁରିଆ ଓ ଶ୍ରମିକ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ...

ପୂର୍ବତନ ମନ୍ତ୍ରୀ ସହରାଇ ଓରାମଙ୍କ ପରଲୋକ

କେନ୍ଦୁଝର/ବଡ଼ବିଲ,୧୭।୪(ସ୍ବ.ପ୍ର.)-ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କୁହାଯାଉଥିବା ପୂର୍ବତନ ମନ୍ତ୍ରୀ ତଥା ଚମ୍ପୁଆ ନିର୍ବାଚନମଣ୍ଡଳୀର ପ୍ରାକ୍ତନ ବିଧାୟକ ସହରାଇ ଓରାମଙ୍କ ଶୁକ୍ରବାର ଅପରାହ୍ନରେ ତାଙ୍କ ବଡ଼ବିଲ ଭଦ୍ରାସାହି ସ୍ଥିତ ବାସଭବନରେ ପରଲୋକ ଘଟିଛି। ତାଙ୍କୁ ୭୮ ବର୍ଷ ହୋଇଥିଲା।...

୮୩ ୟୁନିଟ୍‌ ରକ୍ତ ସଂଗୃହୀତ

ଆନନ୍ଦପୁର,୧୭। ୪ (ସ୍ବ.ପ୍ର.)- କେନ୍ଦୁଝର ଜିଲା ଘସିପୁରା ନିର୍ବାଚନ ମଣ୍ଡଳୀର ରାମଚନ୍ଦ୍ରପୁର ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଏହି ରକ୍ତଦାନ...

ସାମାଜିକ ଦୂରତା ରକ୍ଷା କରି ବିଜୁ ଶ୍ରାଦ୍ଧବାର୍ଷିକୀ ପାଳିତ

ହାଟଡିହୀ, ୧୭।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଶାନ୍ତିଲତା ଭବନଠାରେ ବିଜୁ ବାବୁଙ୍କ ଶ୍ରାଦ୍ଧବାର୍ଷିକୀ ସାମାଜିକ ଦୂରତା ରକ୍ଷା କରି ପାଳିତ ହୋଇଯାଇଛି। ବରିଷ୍ଠ ବିଜେଡି ନେତା ବୁଦ୍ଧଦେବ ଜେନାଙ୍କ ଅଧ୍ୟକ୍ଷତାରେ ହାଟଡିହୀ ପଞ୍ଚାୟତ ବିଜେଡି ସଭାପତି କାମପାଳ ନାୟକ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri