କେନ୍ଦୁଝର

ମିଳୁନି ଖାଦ୍ୟ, ଅସୁବିଧାରେ ବାହାର ରାଜ୍ୟର ଶ୍ରମିକ

କେନ୍ଦୁଝର, ୧ା୪ (ସ୍ବ.ପ୍ର.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଘୋଷଣା ପରେ ଜିଲା ଓ ରାଜ୍ୟ ସୀମା ସିଲ କରାଯାଇ ଯାତାୟାତ ଉପରେ କଟକଣା ଲାଗୁ କରାଯାଇଛି। ଏଣୁ ଯେଉଁ ରାଜ୍ୟରେ ଅନ୍ୟ ରାଜ୍ୟର ଲୋକ,...

ଲକ୍ଷାଧିକ ଟଙ୍କାର କାଠ ଜବତ

କେନ୍ଦୁଝର, ୧ା୪ (ସ୍ବ.ପ୍ର./ଡି.ଏନ୍‌.ଏ.)- କେନ୍ଦୁଝର ବନ ବିଭାଗ ଭୂୟାଁ ଜୁଆଙ୍ଗ ପୀଢ ରେଞ୍ଜ ଅନ୍ତର୍ଗତ ୨ଟି ସ୍ଥାନରେ ଚଢାଉ କରି ୨ଟି ଟ୍ରାକ୍ଟର ଜବତ ସହ ଲକ୍ଷାଧିକ ଟଙ୍କାର କାଠ ଜବତ କରିଛି। ସୂଚନା ଅନୁଯାୟୀ, ୨୭ ତାରିଖ ରାତିରେ...

୨୬ ବାଇକ୍‌ ଜବତ

ଯୋଡା, ୧।୪(ଡି.ଏନ.ଏ.)-ଲକଡାଉନ କଟାକଣାକୁ ଉଲ୍ଲଂଘନ କରି ବିନା କାରଣରେ ଯୋଡ଼ା ସହରରେ ବୁଲୁଥିବା ୨୬ଟି ବାଇକ୍‌କୁ ପୋଲିସ ଜବତ କରିଛି। ଗତ ଶନିବାର ମଧ୍ୟ ଯୋଡା ପୋଲିସ ୨୯ ବାଇକ ଜବତ କରିଥିଲା ା ତେବେ ଜବତ ହୋଇଥିବା ବାଇକ୍‌...

ଗୁଡିପୋଖରୀ ଜଙ୍ଗଲରେ ନିଆଁ

ପାଟଣା, ୧ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଯମୁନାପଶି ବିଟ ଅନ୍ତର୍ଗତ ଗୁଡିପୋଖରୀ ୟୁକାଲିପଟାସ ଜଙ୍ଗଲରେ ମଙ୍ଗଳବାର ଅପରାହ୍ନରେ କେହି ଦୁର୍ବୃତ୍ତ ନିଆଁ ଲଗାଇଦେଇଛନ୍ତି। ଉକ୍ତ ଗ୍ରାମ୍ୟ ଜଙ୍ଗଲରେ ଲଗାଯାଇଥିବା ଚାରାଗୁଡ଼ିକ ଜଳିଯାଇଛି। ଜଙ୍ଗଲରେ ନିଆଁ ଲାଗିବା ଦେଖି ଗ୍ରାମବାସୀ...

ଓଡ଼ିିଶା ସୀମାରୁ ହଟିଲା ଝାଡ଼ଖଣ୍ଡ ପୋଲିସ

ବଡବିଲ, ୧ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ପୌରାଞ୍ଚଳ ଝାଡଖଣ୍ଡ ରାଜ୍ୟ ସୀମାରେଖାକୁ ଲାଗି ରହିଛି। ରାଜ୍ୟର ବଡବିଲ ପୌରାଞ୍ଚଳର ୱାର୍ଡ ନଂ.୧ସ୍ଥିତ ନାଲଦା ଅଞ୍ଚଳ ଭିତରକୁ ସୋମବାର ଝାଡଖଣ୍ଡ ପୋଲିସ ପଶି ଟେଣ୍ଟ ବାନ୍ଧୁଥିବା ବେଳେ ବିରୋଧ ହୋଇଥିଲା। ସ୍ଥାନୀୟ ପ୍ରଶାସନ...

ମଦକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଲେ ମହିଳା

ଆନନ୍ଦପୁର, ୧।୪ (ସ୍ବ.ପ୍ର.)-କରୋନା କଟକଣା ବେଳେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କଣ୍ଟିପାଳ ପଞ୍ଚାୟତ ବିରିଡିହା ଗ୍ରାମରେ ଅବାଧ ମଦ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି ସ୍ବୟଂ ସହାୟକ ମହିଳା ମଣ୍ଡଳର ସଭ୍ୟାମାନେ ସୋମବାର...

ବ୍ଲକ ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ର ତଦାରଖ

କେନ୍ଦୁଝର ୩୧ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ର ଗୁଡିକର ସଦର ବିଡିଓ  ଜଗନ୍ନାଥ ହନୁମାନ ଓ  ଏବିଡିଓ ଭାଗବତ ନାଏକ ତଦାରଖ କରିଛନ୍ତି। ବରଦାପାଳ ପଞ୍ଚାୟତର ସରକାରୀ ଏସଏସଡି ବାଳିକା ଉଚ୍ଚବିଦ୍ୟାଳୟ,  ବାଉରୀପଦା ପଞ୍ଚାୟତ କେମ୍ପସଡା...

ସୀମା ସିଲ୍‌ ବେଳେ ବିବାଦ: ଓଡ଼ିଶାରେ ପଶି ଟେଣ୍ଟ ବାନ୍ଧିଲା ଝାଡଖଣ୍ଡ ପୋଲିସ

ବଡବିଲ, ୩୧ା୩ (ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ନିମନ୍ତେ ସମସ୍ତ ରାଜ୍ୟ ସୀମାନ୍ତଗୁଡିକୁ ସିଲ୍‌ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଝାଡଖଣ୍ଡ ରାଜ୍ୟର ବଡଜାମଦା ପୋଲିସ ସୀମା ସିଲ୍‌ କରିବାକୁ ଯାଇ କେନ୍ଦୁଝର ଜିଲା ବଡବିଲ...

ଅସ୍ଥାୟୀ ଆଶ୍ରୟସ୍ଥଳ ଦେଇଛି ଆହାର

କେନ୍ଦୁଝର, ୩୧ା୩ (ନରେଶ ପଟ୍ଟନାୟକ)-କରୋନା ପାଇଁ ସମଗ୍ର ବିଶ୍ୱ ବର୍ତ୍ତମାନ ଆତଙ୍କିତ ଅବସ୍ଥାରେ। ଏହା ଚାରିଆଡ଼େ ତାହାର କାୟା ବିସ୍ତାର କରିବାରେ ଲାଗିଛି। ସମଗ୍ର ବିଶ୍ୱରେ କରୋନା ସଂକ୍ରମଣରେ ୩୪ହଜାରରୁ ଊର୍ଦ୍ଧ୍ୱ ମୃତ୍ୟୁବରଣ କରିଥିବାବେଳେ ଭାରତରେ ମୃତ୍ୟୁ ସଂଖ୍ୟା ୨୯ରେ...

ଆନନ୍ଦପୁର ଷ୍ଟାଡିୟମରେ ଖୋଲିଲା ପରିବା ବଜାର

ଆନନ୍ଦପୁର,୩୦।୩(ସ୍ବ.ପ୍ର.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପୌରପରିଷଦ ପକ୍ଷରୁ ଆନନ୍ଦପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇଥିବା ପରିବା ବଜାରକୁ ନିୟନ୍ତ୍ରଣ କରିବା ପାଇଁ ଏହାକୁ ସାମୁହିକ ଭାବେ ଷ୍ଟାଡିୟମ ପରିସରକୁ ସ୍ଥାନାନ୍ତର...

ଲକ୍‌ଡାଉନ ସତ୍ତ୍ୱେ କେନ୍ଦୁଝରରେ ଗଡୁଛି ଭାରୀଯାନ: ୧୫ଫୁଟ ତଳକୁ ଖସିଲା ଟ୍ରକ୍‌

କୋଳିମାଟି,୩୦ା୩(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ କୋଳିମାଟି ଭାଲୁହୁଡି ଟାଉନ ନିକଟରେ ସୋମବାର ସକାଳେ ଏକ ଦଶଚକିଆ ଲୁହାପଥର ବୋଝେଇ ଟ୍ରକ ୧୫ ଫୁଟ ତଳକୁ ଖସିପଡ଼ିଛି। ଏଥିରେ ଟ୍ରକ ଡ୍ରାଇଭରଙ୍କ ମୁଣ୍ଡ...

ସଚେତନତା ପାଇଁ ଗାଁ ମୁଣ୍ଡରେ ଫାଟକ

କେନ୍ଦୁଝର, ୩୦ା୩(ସ୍ବ.ପ୍ର.)-ଆମେ ବାହାରକୁ ଯିବୁନି କି ବାହାର ଲୋକଙ୍କୁ ଆମ ଗାଁରେ ପଶିବାକୁ ଦେବୁନାହିଁ ା ଏଭଳି ନିଷ୍ପତ୍ତି ନେଇଛନ୍ତି ସଦର ବ୍ଲକ ପଳାଶପଙ୍ଗା ପଞ୍ଚାୟତ ହୁଣ୍ଡୁଳା ଗାଁର ଯୁବକ ଓ ସ୍ବୟଂ ସହାୟକ ଗୋଷ୍ଠୀ ା ବାହାରକୁ ଯାଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri