କେନ୍ଦୁଝର

୩୫ ନଂ ଜୋନ୍‌ରେ ନିର୍ବାଚନୀ ପ୍ରଚାର ଜୋର୍‌ଦାର

ହାଟଡିହୀ,୧୩ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ନିର୍ବାଚନୀ ପ୍ରଚାରକୁ ଜୋର୍‌ଦାର ଚାଲିଛି। ସୋମବାର ହାଟଡିହୀ ବ୍ଲକର ୩୫ନଂ ଜୋନ୍‌ରେ ବିଜେଡି ବିଧାୟକ ପ୍ରାର୍ଥୀ ଅଭିମନ୍ୟୁ ସେଠୀ ପ୍ରଚାର କରିଛନ୍ତ। ଜୋନ୍‌ ଅଧୀନ ହାଟଡିହୀ,ପନ୍ଦାଡୋ,ମରୈଗାଁ, ଜମ୍ଭୀରା, ଶଢ଼ା, ଢେଙ୍କା,...

ଡବଲ ଇଞ୍ଜିନ ଗଢ଼ିବା ପାଇଁ ଭୋଟରଙ୍କ ଆଶୀର୍ବାଦ କାମନା କଲେ ମୋହନ

କେନ୍ଦୁଝର,୧୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ବସନ୍ତପୁର ପଞ୍ଚାୟତର ବିଭିନ୍ନ ଗାଁ ଏବଂ ସାହି ବୁଲି ମାରାଥନ ପ୍ରଚାର କରିଛନ୍ତି କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ମୋହନ ଚରଣ ମାଝି। ସେ ଦଳୀୟ...

ବଜ୍ରପାତରେ ବିଲ ହିଡ଼ରେ ଟଳିପଡ଼ିଲେ ବୃଦ୍ଧ

ହାଟଡିହୀ,୧୧ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିବରେଇ ପଞ୍ଚାୟତ ସାରୁକୋଣା ଶାସନର ଦେହୁରୀ ସାହି ପଦୁ ପ୍ରଧାନ (୬୫)ଙ୍କର ବଜ୍ରପାତରେ ମୃତ୍ୟୁ ଘଟିଛି l ପଦୁ ଅପରାହ୍ନରେ ଛେଳି ଚରାଇ ଘରକୁ ଫେରୁଥିଲେ। ହଠାତ୍‌ କାଳବୈଶାଖୀ ଆସିଥିଲା। ବର୍ଷା...

‘ଓଡ଼ିଶାବାସୀ ଏଥର ମନସ୍ଥ କରିଛନ୍ତି ଡବଲ ଇଞ୍ଜିନ ସରକାର ଆଣିବେ’

ପାଟଣା,୧୧ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମଲ୍ଲିପଶିରୁ ଶନିବାର ଭାଜପାର ଏମ୍‌ପି ପ୍ରାର୍ଥୀ ଅନନ୍ତ ନାୟକ ଓ ପାଟଣା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀ ଅଖିଳ ଚନ୍ଦ୍ର ନାୟକ ଏକ ବିରାଟ ବାଇକ୍‌ ରାଲିରେ ୭କିମି...

ସାପ କାମୁଡ଼ାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ପାଟଣା,୧୧।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳିପଶି ପଞ୍ଚାୟତ କୁମୂଳାବାହାଳୀ ଗ୍ରାମରେ ଏକ ଅଘଟଣ ଘଟିଛି। ସାପ କାମୁଡ଼ାରେ ଜଣେ ୭୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ରଜନୀ ବେଣ୍ଟକାର। ମିଳିଥିବା...

ଛାତ ନ ପଡ଼ି ଫାଇନାଲ ବିଲ୍‌

ପାଟଣା,୧୧ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ବୁଢ଼ିକାପୁଡ଼ି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହା ଦୁର୍ନୀତି ହୋଇଛି। ଏ ନେଇ ଖୋଦ ସରପଞ୍ଚ ମମତାମୟୀ ନାଏକ ଶୁକ୍ରବାର ପାଟଣା ବିଡିଓଙ୍କଠାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ବିଡିଓ...

ଅକ୍ଷୟ ତୃତୀୟାରେ ଅନୁକୂଳ ହେଲା ଅଖିମୁଠି

କେନ୍ଦୁଝର,୧୦।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସ୍ଥାନୀୟ କେନ୍ଦୁଝର ସରକାରୀ ଫାର୍ମରେ ଜିଲାସ୍ତରୀୟ ଅକ୍ଷୟ ତୃତୀୟା ତଥା କୃଷକ ଦିବସ ପାଳନ ହୋଇଯାଇଛି । କୃଷି ଓ କୃଷକଙ୍କ ଗୁରୁତ୍ୱ ରଖୁଥିବା ଏହି ଦିବସ ପାଳନ ସମାରୋହରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ...

ଉଦ୍ଧାର ହୋଇପାରୁନି ଶ୍ରୀବଳଦେବଜୀଉଙ୍କ ଭୂସମ୍ପତ୍ତି

କେନ୍ଦ୍ରାପଡ଼ା,୧୦ା୫ (ଜଗନ୍ନାଥ ଧଳ): ଆସନ୍ତା ଜୁଲାଇ ୭ରେ ରଥଯାତ୍ରା। କେନ୍ଦ୍ରାପଡ଼ା ସହର ଇଚ୍ଛାପୁରସ୍ଥିତ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ପାଇଁ ଅକ୍ଷୟତୃତୀୟା ଅର୍ଥାତ ଶୁକ୍ରବାର କାଠ ଅନୁକୂଳ ହେବ। ଶ୍ରୀଜୀଉଙ୍କ ରଥଯାତ୍ରା ସହ ବାର୍ଷିକ ନୀତିକାନ୍ତି ପାଇଁ...

ବଦଳିଲେ କଂଗ୍ରେସ ଜିଲା ସାଧାରଣ ସମ୍ପାଦକ, ବ୍ଲକ ସଭାପତି

ପାଟଣା,୯ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ନୂତନ କଂଗ୍ରେସ ସଭାପତି ଭାବେ ଭାବେ କୈଳାଶ ଚନ୍ଦ୍ର ବାରିକଙ୍କୁ ଜିଲା କଂଗ୍ରେସ ସଭାପତି ମୋହନ ପରିଡ଼ା ଗୁରୁବାର ନିଯୁକ୍ତି ଦେଇଛନ୍ତି। ସେହି ଭଳି ଜିଲା ସାଧାରଣ ସମ୍ପାଦକ ଭାବେ ଜ୍ଞାନେନ୍ଦ୍ର...

ଜାଳେଣିର ବିକଳ୍ପ ଶୁଖିଲା ପତ୍ର

କେନ୍ଦୁଝର,୯।୫(ନରେଶ୍‌ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)ମନୁଷ୍ୟ ସଭ୍ୟତା ସହ ଜଙ୍ଗଲ ବହୁଆଗରୁ ଜଡ଼ିତ। ଜଙ୍ଗଲ ଖାଦ୍ୟ, ବସ୍ତ୍ର, ବାସ ଆଦି ଯୋଗାଇ ଦେଇଥାଏ। ବର୍ତ୍ତମାନ ସମୟରେ ବିଭିନ୍ନ କାରଣରୁ ଜଙ୍ଗଲ ଓ ପରିବେଶର ଅବକ୍ଷୟ ହେବାକୁ ଲାଗିଥିବାରୁ ଜଳବାୟୁରେ ପରିବର୍ତ୍ତନ ଘଟୁଛି।...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ତାଙ୍କ ବିରୋଧରେ କେତେଜଣ ଅସନ୍ତୁଷ୍ଟ ନେତା...

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି ଜଣେ ଯୁବକ ଗୁରୁତର ହୋଇଛନ୍ତି l ସେ ହେଲେ ଆନନ୍ଦପୁର ଥାନା ଫକୀରପୁର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri