ଚୋରାଚାଲାଣ ହେଉଥିଲା ଶାଳ ଚୌକାଠ: ମାଡ଼ିବସିଲା ବନବିଭାଗ
ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦୁ ଯୋଡା ରାସ୍ତାରୁ ସୋମବାର ବିଳମ୍ବିତ ରାତିରେ ବନ ବିଭାଗ ଏକ ଶାଳ ଚୌକାଠ ବୋଝେଇ ପିକ୍ଅପ୍ ଭ୍ୟାନ୍କୁ ଜବତ କରିଛି। ପିକଅପ୍ରେ ଥିବା ୪୦ ଖଣ୍ଡ ଚୌକାଠର ଆନୁମାନିକ...
ପାଟଣା,୮।୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କେନ୍ଦୁ ଯୋଡା ରାସ୍ତାରୁ ସୋମବାର ବିଳମ୍ବିତ ରାତିରେ ବନ ବିଭାଗ ଏକ ଶାଳ ଚୌକାଠ ବୋଝେଇ ପିକ୍ଅପ୍ ଭ୍ୟାନ୍କୁ ଜବତ କରିଛି। ପିକଅପ୍ରେ ଥିବା ୪୦ ଖଣ୍ଡ ଚୌକାଠର ଆନୁମାନିକ...
କେନ୍ଦୁଝର,୭।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନ ବ୍ରାହ୍ମଣୀପାଳ ରେଞ୍ଜ ହରିଚନ୍ଦନପୁର ବ୍ଲକ ବରେଇଗୋଡା ପଞ୍ଚାୟତ ତୁର୍କିପଦା ଗ୍ରାମରେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ପବନା ଜୁଆଙ୍ଗ(୫୦)। ପ୍ରକାଶ ଯେ ପବନା ଘର...
କେନ୍ଦୁଝର,୭।୧୦ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟସ୍ଥିତ ୨୦ନମ୍ବର ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବାଇକ ଉପରେ ଟ୍ରଲର ଚଢିଯାଇ ଘଟଣାସ୍ଥଳରେ ଜଣଙ୍କର ମୃତ ଘଟିଥିବା...
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବାର୍ହା ଶିକାର ପାଇଁ ବିଛା ଯାଇଥିବା ବୋମା ବଳଦ ମୁହିଁରେ ଫୁଟି ଯିବାରୁ ସେ ଗୁରୁତର ହୋଇଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ତେଲକୋଇ ରେଞ୍ଜ କୁଲାଡେରା ଗାଁ କେନ୍ଦୁଆଦରି ସାହିରେ । ବଳଦଟି...
କେନ୍ଦୁଝର,୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତେଲକୋଇଠାରେ ପ୍ରସ୍ତାବିତ ଚକଦର ପ୍ରକଳ୍ପକୁ ବିରୋଧ କରି ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ଘରାଉ କରାଯାଇଛି। ସମାକୋଇ ଚକଦର ପ୍ରକଳ୍ପ ସମନ୍ବୟ ସମିତି ତେଲକୋଇ ଡାକରାରେ ହଜାର ହଜାର ସଂଖ୍ୟାରେ ତେଲକୋଇ ଅଞ୍ଚଳବାସୀ କେନ୍ଦୁଝର...
କେନ୍ଦୁଝର, ୭।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ୍ ଅନ୍ତର୍ଗତ ଏକ ସ୍କୁଲରୁ ଛୁଟି ପରେ ଫେରୁଥିବା ଜଣେ ଛାତ୍ରୀ(୧୩)ଙ୍କୁ ବଳାତ୍କାର କରାଯାଇଚି। ଏ ନେଇ ପୀଡ଼ିତା ବାଂଶପାଳ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ମାମଲା ରୁଜୁ କରି...
କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ ଅଜୟ ସାହୁ (୨୪)ଙ୍କ ମୃତଦେହ ଝାରସୁଗୁଡ଼ା ରେଳଷ୍ଟେଶନରୁ ସ୍ଥାନୀୟ ରେଳବାଇ ପୋଲିସ ପାଇଛି।...
କେନ୍ଦୁଝର,୫ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ବିଜୁ ଛାତ୍ର ଜନତା ଦଳର କେନ୍ଦୁଝର ଜିଲା ଛାତ୍ର ସଭାପତି ଅବିନାଶ ପଟ୍ଟନାୟକ ଶନିବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଛନ୍ତି। ସଦର ନିର୍ବାଚନ ମଣ୍ଡଳୀର ଭାଜପା ସଂଯୋଜକ ବିବେକାନନ୍ଦ ମହାନ୍ତଙ୍କ ନେତୃତ୍ୱରେ ଅନୁଷ୍ଠିତ...
ରାମଚନ୍ଦ୍ରପୁର,(ଗଣେଶ୍ୱର ସା)/ ଘସିପୁରା( ନିରଞ୍ଜନ ସାହୁ),୫ା୧୦: ଡାହାଣୀ ସନ୍ଦେହ କରି ଭାଉଜଙ୍କୁ ଟାଙ୍ଗିଆ ହାଣି ହତ୍ୟା କଲେ ଦିଅର। ଏଭଳି ନୃଶଂସ ହତ୍ୟାକାଣ୍ଡ ଘଟିଛି କେନ୍ଦୁଝର ଜିଲା ଘସିପୁରା ଥାନା ଖାଲପାଳ ପଞ୍ଚାୟତ ପାତନା ଗାଁରେ। ହତ୍ୟା ପରେ ଅଭିଯୁକ୍ତ...
ପାଟଣା,୪।୧୦(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡା ପଞ୍ଚାୟତ ଟାଙ୍ଗରପଡ଼ା ଦେଉଳିସାହିର ଗାଁ ପୋଖରୀରେ ବୁଡି ଜଣେ ୪ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଶିଶୁ ପୁତ୍ର ହେଉଛନ୍ତି କୋରେଇ ଥାନା ତୁଳତିପୂର ଗ୍ରାମର ରାଜୁ ମୁଣ୍ଡାଙ୍କ ପୁଅ...
ଛେନାପଦି,୪ା୧୦(ନିରାକାର ପରିଡ଼ା): ରାଜ୍ୟ ସରକାରଙ୍କ ପକ୍ଷରୁ ମାଣ୍ଡିଆ ଚାଷର ଅଗ୍ରଗତି ନେଇ ପ୍ରୟାସ କରାଯାଉଛି। ମିଲେଟ୍ ମିଶନ ଜରିଆରେ ମାଣ୍ଡିଆ ଜାତୀୟ ଖାଦ୍ୟ ବିକ୍ରି ପାଇଁ ଅନେକ ଷ୍ଟୋର ଖୋଲାଯାଉଥିବା ବେଳେ ପ୍ରଚାର ପ୍ରସାର ପାଇଁ ଅର୍ଥ ବରାଦ ହେଉଛି।...
କେନ୍ଦୁଝର,୩ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ତରଫରୁ କର୍ମଚାରୀମାନଙ୍କ ସମସ୍ୟାକୁ ନେଇ ଏକ ଦାବିପତ୍ର ଜିଲା ପ୍ରଶାସନ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କରାଯାଇଛି। ପୂର୍ବରୁ ବହୁବାର ଦାବିପତ୍ର ଦିଆଯାଇଥିଲେ ହେଁ କେବଳ...