କେନ୍ଦୁଝର

ସୋସୋ ପଞ୍ଚାୟତ ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ

ହାଟଡିହୀ,୨୨।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ ସରପଞ୍ଚ କାଞ୍ଚନ ନାୟକଙ୍କ ବିରୋଧରେ ୱାର୍ଡ ସଭ୍ୟାସଭ୍ୟମାନେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି । ବୁଧବାର ୧୪ଟି ୱାର୍ଡ ମଧ୍ୟରୁ ୧୧ ସଭ୍ୟାସଭ୍ୟ ଏହି ଅନାସ୍ଥା ପ୍ରସ୍ତାବ ଆନନ୍ଦପୁର ଉପଜିଲାପାଳଙ୍କୁ ପ୍ରଦାନ...

ଦାବି ପୂରଣ ନେଇ ଗୋଆଲଡ଼ିହି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରାଇସୁଆଁ,୨୨।୧(ଡି.ଏନ୍‌.ଏ.): ବିଭିନ୍ନ ସମସ୍ୟା ନେଇ କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋଆଲଡ଼ିହି ରେଲ୍‌ୱେ ସାଇଡିଂ ରାସ୍ତାକୁ ଶତାଧିକ ମହିଳା ପୁରୁଷ ବୁଧବାର ଅବରୋଧ କରିଛନ୍ତି। ରେଲ୍‌ୱେ ସାଇଡିଂ ନିର୍ମାଣ ଲାଗି ଭୂମି ଯୋଗାଇଥିବା ଗ୍ରାମବାସୀଙ୍କ ନିଯୁକ୍ତି, ବିଜୁଳି, ପାନୀୟ...

କେନ୍ଦୁଘାଟି ଗାଁକୁ ହୁଲି ଡଙ୍ଗା ଭରସା: ପୋଲ ନିର୍ମାଣ ଦାବିରେ ଗ୍ରାମବାସୀ ଜିଲାପାଳଙ୍କୁ ଭେଟିଲେ

ଝୁମ୍ପୁରା, ୨୨।୧ (ଡି.ଏନ.ଏ.)-କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଅନ୍ତର୍ଗତ କେନ୍ଦୁଘାଟି ଗ୍ରାମବାସୀ ବୈତରଣୀ ନଦୀରେ ପୋଲ ନିର୍ମାଣ ଦାବି କରି ପୁଣି ଥରେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ବାଂଶପାଳ ବ୍ଲକରେ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପୋଲ...

ନାଗରିକତା ସଂଶୋଧନ ଅଧିନିୟମ ଜନଜାଗରଣ ଯାତ୍ରା

କେନ୍ଦୁଝର,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଭାଜପା ପକ୍ଷରୁ ନାଗରିକତା ସଂଶୋଧନ ଅଧିନିୟମ(ସିଏଏ) ଜନଜାଗରଣ ଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୂର୍ବତନ ଏମପି ରୁଦ୍ର ନାରାୟଣ ପାଣି ଯୋଗଦେଇ ଏହି ଐତିହାସିକ ବିଲକୁ ସମର୍ଥନ କରିବାକୁ ନିବେଦନ କରିଥିଲେ। ବିରୋଧୀମାନେ ଅଯଥାରେ...

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୨୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଗାଲଫୁଲା ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ସୋମବାର ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ରାଧାକାନ୍ତ ନାଏକଙ୍କ ପୁଅ ସାଗର ନାଏକ(୨୦)। ସାଗର ପ୍ରେମରେ ବିଫଳ ହୋଇ ତାଙ୍କ ମା’ଙ୍କ...

ଭଙ୍ଗାଚାଳିଆରେ ବିତୁଛି ଦିନ

ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ନିରାଶ୍ରୟଙ୍କ ଥଇଥାନ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ବିଜୁପକ୍କା ଘର ଆଦି ଯୋଜନା କରିଛନ୍ତି। ମାତ୍ର କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଏହାର ବହୁ ବ୍ୟତିକ୍ରମ ଦେଖିବାକୁ ମିଳୁଛି। ବହୁ ଧନିକ ଗୋଷ୍ଠୀର ଲୋକ ହାତଗୁଞ୍ଜା...

ପିଠିରେ ବଢୁଛି ମାଂସପିଣ୍ଡୁଳା

ରାଇସୁଆଁ, ୨୦।୧(ଡି.ଏନ.ଏ.)-ସରକାର ଗରିବ ଅସହାୟଙ୍କ ଚିକିତ୍ସା ପାଇଁ ମାଗଣା ଯୋଜନା କରି ଚାଲିଛନ୍ତି। ମାତ୍ର ପ୍ରଶାସନିକ ସ୍ତରରେ ଆନ୍ତରିକତାର ଅଭାବ ଯୋଗୁଁ ବହୁ ଗରିବ ଏହି ଯୋଜନାରୁ ବଞ୍ଚିହେଉଛନ୍ତି। ଏହିପରି ଏକ ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ବାଂଶପାଳ...

ଗଳିତ ପାଦକୁ ନେଇ ପୋଲିସର ତନଘନା; ନିଖୋଜ ଶିଶୁର ପାଦ ବୋଲି ଦାବି କଲେ ମହିଳା

ଯୋଡ଼ା, ୨୦।୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଥାନା ଅନ୍ତର୍ଗତ ବାଂଶପାଣି ଟୋଲଗେଟ୍‌ ନିକଟସ୍ଥ ବସ୍ତି ପାଖରେ ପୋଲିସ ଜଣେ ୩ ବର୍ଷର ଶିଶୁର ଗଳିତ ପାଦ ରବିବାର ଉଦ୍ଧାର କରିଛି ା ପୋଲିସ ସୂଚନାନୁଯାୟୀ, ରବିବାର ସକାଳ ସମୟରେ ଉକ୍ତ ବସ୍ତିର...

ଚୋରା ମଦ ବେପାରୀ ଗିରଫ

ଢେଙ୍କିକୋଟ, ୧୯ା୧(ଡି.ଏନ୍‌.ଏ.)- ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ପିପିଳିଆ ଗ୍ରାମ ପଞ୍ଚାୟତ ପିପିଳିଆଠାରେ ଚୋରାରେ ଦେଶୀ ବିଦେଶୀ ମଦ ବିକ୍ରି ହେଉଥିବା ଢେଙ୍କିକୋଟ ଫାଣ୍ଡିରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ ରବିବାର ପୂର୍ବାହ୍ନ ୧୧ଟାବେଳେ ଘଟଗାଁ ପୋଲିସ ସର୍କଲ ଏସ୍‌ଡିପିଓ ରବୀନ୍ଦ୍ର...

ଜଳିଗଲା ଆଇରନ୍‌ ବୋଝେଇ ଡମ୍ପର

ଯୋଡ଼ା,୧୯।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ଗୁରୁବେଡ଼ା ଛକଠାରେ ଶନିବାର ରାତିରେ ଏକ ଆଇରନ୍‌ ବୋଝେଇ ଡମ୍ପରରେ ନିଆଁଲାଗି ସଂପୂର୍ଣ୍ଣ ଜଳିଯାଇଛି । ଡ୍ରାଇଭର ଓ ହେଲ୍‌ପର ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।...

ନିଲାମ ପରେ ଖଣିରେ ନିଯୁକ୍ତି ନେଇ ଶଙ୍କାରେ ଶ୍ରମିକ: ୨୦ରେ ସଚିବାଳୟ ସମ୍ମୁଖରେ ଧାରଣା

ଯୋଡ଼ା, ୧୯।୧(ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଖଣି ନିଲାମ ପ୍ରକ୍ରିୟା। ଏଭଳି ସ୍ଥିତିରେ ନିଲାମ ହେଉଥିବା ଖଣିରେ କାର୍ଯ୍ୟରତ ଶ୍ରମିକ, ବନ୍ଦ ଥିବା ଖଣି ଗୁଡିକର ଶ୍ରମିକ , ପରିବହନ ଟ୍ରକର ଡ୍ରାଇଭର ଓ ହେଲପର କିପରି ପୁନଃ...

ବାଣ ଫୁଟି ନାବାଳକ ଗୁରୁତର

କେନ୍ଦୁଝର,୧୮।୧ (ସ୍ବ.ପ୍ର.): କ୍ରିକେଟ ଟୁର୍ନାମେଣ୍ଟ ଚାଲିଥିବା ବେଳେ ବାଣ ଫୁଟାଇବା ସମୟରେ ଜଣେ ନାବାଳକ ଗୁରୁତର ହୋଇଛନ୍ତି। ସେ ହେଲେ ରରୁଆଁ ଥାନା ଟିଙ୍ଗିରିଆ ଗ୍ରାମର ମନୋରଞ୍ଜନ ନାଏକଙ୍କ ପୁଅ ସୁମନ୍ତ କୁମାର ନାଏକ(୧୭)। ତାଙ୍କୁ ପ୍ରଥମେ ପରିବାରଲୋକେ ଶୁକୃଳି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri