ଭିଡିଓ କନ୍ଫରେନ୍ସିଂରେ ଏକଲବ୍ୟ ମଡେଲ ସ୍କୁଲ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ପାଟଣା,୨ା୧୦: କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନାଖମଣର ନବନିର୍ମିତ ଏକଲବ୍ୟ ମଡେଲ ସ୍କୁଲକୁ ବୁଧବାର ଝାଡ଼ଖଣ୍ଡର ହଜାରୀବାଗରୁ ଭିଡିଓ କନ୍ଫରେନ୍ସିଂ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ଘାଟନ କରିଛନ୍ତି। ବେଗୁନା ଖମଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ...