କେନ୍ଦୁଝର

ବିଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଆନନ୍ଦପୁର,୨୬।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ସାଇଁକୁଳ ଓଭରବ୍ରିଜ ନିକଟ ଏକ ବିଲରୁ ଗୁରୁବାର ପୋଲିସ ଜଣେ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ମହିଳାଙ୍କ ବୟସ ୨୫/୨୬ ବର୍ଷ ହୋଇଥିବା ଅନୁମାନ କରାଯାଉଛି।...

ଭୀମକୁଣ୍ଡରେ ଗାଧୋଉଥିବା ବେଳେ ଭାସିଗଲେ ପର୍ଯ୍ୟଟକ

ପାଟଣା,୨୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡରେ ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଯାଇଛନ୍ତି। ନିଖୋଜ ଜଣକ ହେଉଛନ୍ତି ପଶ୍ଚିମବଙ୍ଗ ଦୀଘା ମୈତ୍ରୀପୁର ଅଞ୍ଚଳର ଯୁବକ ରାଜେନ୍ଦ୍ର ପ୍ରସାଦ ସିଂ(୩୫)। ସୂଚନାଯୋଗ୍ୟ,...

ଭୀମକୁଣ୍ଡରେ ବୁଡି ଯାଇ ପର୍ଯ୍ୟଟକ ନିଖୋଜ

ପାଟଣା/ଠାକୁରମୁଣ୍ଡା, ୨୫।୧୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡର ବୁଧବାର ଅପରାହ୍ନରେ ଜଣେ ପର୍ଯ୍ୟଟକ ପ୍ରଥମ କୁଣ୍ଡରେ ଗାଧୋଉଥିବା ବେଳେ ଭାସି ଯାଇ ନିଖୋଜ ହୋଇଥିବା ସ୍ଥାନୀୟ ଲୋକଙ୍କ ଠାରୁ ସୂଚନା ମିଳିଛି। ତେବେ ନିଖୋଜ ବ୍ୟକ୍ତି ଜଣଙ୍କ...

ଆନ୍ତଃରାଜ୍ୟ ଫୁଟବଲ୍‌ ଟୁର୍ନାମେଣ୍ଟ: ଧାନବାଦ ଫୁଟବଲ୍‌ ଏକାଡେମୀ ଚାମ୍ପିୟନ

ଆନନ୍ଦପୁର,୨୫।୧୨(ସ୍ବ.ପ୍ର.)-ଆନନ୍ଦପୁର ବ୍ଲକ ଅନ୍ତର୍ଗତ ତରତରା ଖେଳପଡିଆଠାରେ ଅନୁଷ୍ଠିତ ହେଉଥିବା ୨୧ତମ ଆନ୍ତଃରାଜ୍ୟ ଫୁଟବଲ ଟୁର୍ନାମେଣ୍ଟର ତୃତୀୟ ଦିବସରେ ମା’ ଭୁଆଶୁଣି କଟକ ଏବଂ ଧାନବାଦ ଫୁଟବଲ୍‌ ଏକାଡେମୀ ଝାଡଖଣ୍ଡ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଝାଡଖଣ୍ଡ ୧-୦ ଗୋଲରେ କଟକକୁ ପରାସ୍ତ...

ଧୂଳି ଉଡ଼ିବା ପ୍ରତିବାଦରେ ହଟିଂବାସୀଙ୍କ ରାଜପଥ ଅବରୋଧ

ଯୋଡ଼ା, ୨୫।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ୫୨୦ନଂ ଜାତୀୟ ରାଜପଥରେ ପ୍ରବଳ ମାତ୍ରାରେ ଧୂଳି ଉଡିବା ପ୍ରତିବାଦରେ ମଙ୍ଗଳବାର ଯୋଡା ଟଲକ ହଟିଂବାସୀ ୫୨୦ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ମଙ୍ଗଳବାର ସକାଳ ୭ଟାରୁ ୮ଟା ପର୍ଯ୍ୟନ୍ତ ହଟିଂବାସୀ ଏହି...

‘ଗୋନାସିକା’ ମହୋତ୍ସବରେ ବିକାଶର ବାର୍ତ୍ତା: ଉଦ୍‌ଯାପନ ମହୋତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୬ ପର୍ଯ୍ୟନ୍ତ ଚାଲିବ ପଲ୍ଲୀଶ୍ରୀ ମେଳା

କେନ୍ଦୁଝର, ୨୫ା୧୨(ଡି.ଏନ୍‌.ଏ.)-କେନ୍ଦୁଝର କାଳୀପଡିଆଠାରେ ‘ଗୋନାସିକା କେନ୍ଦୁଝର ମହୋତ୍ସବ’ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। ମେଳା ପରିସରରେ ଅନୁଷ୍ଠିତ ‘ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୧୯’ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିଳ୍ପୀ ଓ କଳାକାରଙ୍କ ମଧ୍ୟରେ ଭାବ...

ପରିଣତ ବୟସରେ ଆବାସ ଯୋଜନାରୁ ବଞ୍ଚିତ କଳାକାର, ଘର ଖଣ୍ଡିଏ ପାଇଁ ଗୁହାରି ସତ୍ତ୍ୱେ ପ୍ରଶାସନର ନିଦ ଭାଙ୍ଗୁନି

କେନ୍ଦୁଝର,୨୪।୧୨(ସ୍ବ.ପ୍ର.): ସରକାର ଗରିବମାନଙ୍କୁ ପକ୍କା ଘର ଯୋଗାଇ ଦେବା ଲାଗି ଆବାସ ଯୋଜନା କରିଛନ୍ତି। ହେଲେ ଆଜି ବି ରାଜ୍ୟର ଅନେକ ଯୋଗ୍ୟ ହିତାଧିକାରୀ ଏଥିରୁ ବଞ୍ଚିତ ରହୁଛନ୍ତି। ଫଳରେ ବିପଦପୂର୍ଣ୍ଣ ଅବସ୍ଥାରେ ସେମାନଙ୍କୁ ଝାଟିମାଟି ଚାଳଛପର ଘରେ ଜୀବନ...

ଅଜଣା ଗାଡ଼ି ଧକ୍କାରେ ଡ୍ରାଇଭରଙ୍କ ଜୀବନ ଗଲା

ଯୋଡ଼ା,୨୩।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ସିଆଳିଯୋଡ଼ାଠାରେ ରବିବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଟ୍ରକ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳର ରଣଧୀର କୁମାର...

ଟ୍ରକ୍‌ରୁ ଡିଜେଲ ଚୋରି: ଅଭିଯୁକ୍ତଙ୍କୁ ପୋଲିସରେ ଜିମାଦେଲେ ଗ୍ରାମବାସୀ

ଯୋଡ଼ା,୨୩।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଆନ୍ତ୍ରାମାନ୍ତ୍ରା ଛକ ନିକଟରେ ରବିବାର ସନ୍ଧ୍ୟାରେ ଛିଡ଼ା ହୋଇଥିବା ଟ୍ରକଗୁଡିକରୁ ଡିଜେଲ ଓ ଅନ୍ୟ ଯନ୍ତ୍ରାଂଶ ଚୋରି କରୁଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଧରି ପୋଲିସରେ ଜିମା ଦେଇଥିବା ଜଣାପଡ଼ିଛି।...

ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୨୩।୧୨(ସ୍ବ.ପ୍ର.): ମଦ କାରବାରକୁ ବନ୍ଦ କରିବା ଓ ନଗ୍ନତା ଉପରେ କଟକଣା ଲଗାଇବା ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିବା ସହ ଦାବିପତ୍ର ପ୍ରଦାନ କରାଯାଇଛି। ସଂଗଠନର ଜିଲା ଆବାହକ...

ଅନାଥ ତ୍ରିଲୋଚନ ଏବେ ଅସହାୟ

ତେଲକୋଇ, ୨୨।୧୨(ଡି.ଏନ.ଏ.)-ତେଲକୋଇ ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। ବ୍ଲକ ଅଧ୍ୟକ୍ଷ ପଦବୀ ଆଦିବାସୀ ସଂରକ୍ଷିତ ହୋଇଥିଲେ ମଧ୍ୟ ଏହି ବ୍ଲକରେ ଆଦିବାସୀ ସବୁଠୁ ବେଶୀ ଅବହେଳିତ। ବିଗତ ଦିନରେ ଏହାର ବହୁ ଉଦାହରଣ ସାମ୍ନାକୁ ଆସିଥିବା ବେଳେ ଖୋଦ୍‌...

ଏକା ସାଙ୍ଗରେ ଆକ୍ରମଣ କଲେ ୪ ଭାଲୁ, ବୃଦ୍ଧ ଗୁରୁତର

ପାଟଣା,୨୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ତଣ୍ଡ ଗ୍ରାମର ଜଣେ ବୃଦ୍ଧଙ୍କୁ ରବିବାର ଅପରାହ୍ନରେ ଏକା ସାଙ୍ଗରେ ୪ଟି ଭାଲୁ ଆକ୍ରମଣ କରିବାରୁ ସେ ଗୁରୁତର ହୋଇଛନ୍ତି। ଗୁରୁତର ବୃଦ୍ଧ ଜଣକ ହେଉଛନ୍ତି ବୁକା ନାଏକ(୬୦)। ସୂଚନାଯୋଗ୍ୟ, ଆଜି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri