କେନ୍ଦୁଝର

ପିକ୍‌ଅପ୍‌ ଭ୍ୟାନ୍‌କୁ ପଛରୁ ଧକ୍କା ଦେଲା ଟ୍ରେଲର

ପାଟଣା,୨୨।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୪୯ ନଂ. ରାଜପଥ ଖିରେଇଟାଙ୍ଗିରି ନିକଟ ଜହ୍ନେଇ ନାଳର ଡାଇଭର୍ସନ ପୋଲ ଉପରେ ରବିବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଏକ ପିକ୍‌ଅପ୍‌ ଭ୍ୟାନ୍‌ ପଛରୁ ଟ୍ରେଲର ଧକ୍କା ଦେବା ଫଳରେ ପୋଲ...

ପର୍ଯ୍ୟଟକଙ୍କ ମନ ମୋହୁଛି ଗୁରୁବେଡା ପିକନିକ୍‌ ସ୍ପଟ

ଯୋଡ଼ା,୨୧।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡା ବ୍ଲକର ଜଜାଙ୍ଗ ପଞ୍ଚାୟତର ବୈତରଣୀ ନଦୀ ଅବବାହିକାରେ ଅବସ୍ଥିତ ଗୁରୁବେଡା ପିକ୍‌ନିକ୍‌ ସ୍ପଟ। ଜଙ୍ଗଲ ଓ ପାହାଡଘେରା ପରିବେଷ୍ଟିତ ଏହି ପିକ୍‌ନିକ୍‌ ସ୍ପଟର ପ୍ରାକୃତିକ ସୌନ୍ଦର୍ଯ୍ୟ ଅନେକକଙ୍କୁ ଆକର୍ଷିତ କରିଥାଏ। ପ୍ରତ୍ୟେକ ବର୍ଷ ଅନେକ...

ଲକ୍ଷ୍ମୀପଶି ହୁଡିରେ ତହସିଲଦାରଙ୍କ ଚଢ଼ାଉ: ପଥର ସହ ୨ ଟ୍ରାକ୍ଟର ଜବତ

ଚମ୍ପୁଆ,୨୧ା୧୨(ଡି.ଏନ.ଏ): ବାରମ୍ବାର ରାଜସ୍ବ ବିଭାଗ ଆଖିରେ ଧୂଳି ଦେଇ ପଥର ଓ ବାଲି ଚୋରା କାରବାର ବଢୁଥିବା ବେଳେ ରାଜସ୍ବ ବିଭାଗ ପକ୍ଷରୁ ରୁକ୍ଷ ମନୋଭାବ ପୋଷଣ କରାଯାଇଛି। କିଛିଦିନ ପୂର୍ବରୁ ଏହି ପଥର ହୁଡି ଉପରେ ତହସିଲଦାର ଆଲୋକ...

କୂଅରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଜାମଜୋଡି ପଞ୍ଚାୟତ ଅନ୍ତର୍ଗତ ମାନପୁର ଗ୍ରାମର ଏକ କୂଅରୁ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃ୍‌ତକ ଜଣକ ହେଲେ ମାନପୁର ଗ୍ରାମର ଲକ୍ଷ୍ମଣ ନାଏକ(୫୫)। ସୂଚନାଯୋଗ୍ୟ, ଲକ୍ଷ୍ମଣ ବୁଧବାରଠାରୁ ନିଖୋଜ...

ବନବିଭାଗର ଚଢ଼ାଉ: କାଠ ବୋଝେଇ ମିନିଟ୍ରକ୍‌ ଜବତ

କେନ୍ଦୁଝର,୨୧।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବନବିଭାଗ ପକ୍ଷରୁ ଶୁକ୍ରବାର ରାତିରେ ଚଢ଼ାଉ କରାଯାଇ ଯୋଡ଼ା ବ୍ଲକ ରୁଗୁଡି ଅଞ୍ଚଳରୁ ଏକ ଚୋରା କାଠ ବୋଝେଇ ମିନିଟ୍ରକ୍‌ ଜବତ ହୋଇଛି। ଉକ୍ତ ଗାଡ଼ିରେ ୧୦୦ ସିଫ୍ଟରୁ ଊର୍ଦ୍ଧ୍ୱ ମୂଲ୍ୟବାନ କାଠ ଥିବା ଜଣାପଡିଛି।...

ଭିଜିଲାନ୍ସ ଜାଲରେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗ ଯନ୍ତ୍ରୀ

ଘସିପୁରା,୨୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡା ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭୋର ସମୟରୁ ପଣ୍ଡାଙ୍କ ଆନନ୍ଦପୁରସ୍ଥିତ ସରକାରୀ ବାସଭବନ ସମେତ ଭୁବନେଶ୍ୱର, ରାଉରକେଲା, କେନ୍ଦ୍ରାପଡ଼ା ଆଦି ଅଞ୍ଚଳରେ ଥିବା...

ଗୋନାସିକା କେନ୍ଦୁଝର ମହୋତ୍ସବ ଉଦ୍‌ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ରାସ୍ତାଘାଟ

କେନ୍ଦୁଝର,୨୧।୧୨(ସ୍ବ.ପ୍ର./ଡି.ଏନ.ଏ.)-ଗୋନସିକା-କେନ୍ଦୁଝର ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ଶୁକ୍ରବାର ସ୍ଥାନୀୟ କାଳୀ ପଡିଆଠାରେ ରଙ୍ଗାରଙ୍ଗ ପରିବେଶରେ ଉଦ୍‌ଘାଟିତ ହୋଇଯାଇଛି ା ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ ମଲ୍ଲିିକ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ଏମପି...

ଆକର୍ଷଣ ଥାଇ ବି ଅବହେଳିତ

କେନ୍ଦୁଝର, ୨୧।୧୨(ସ୍ବ.ପ୍ର.)-ବଣପାହାଡ ଘେରା ପ୍ରାକୃତିକ ସାୈନ୍ଦର୍ଯ୍ୟ ପରିପୂର୍ଣ୍ଣ କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ବିଭବ ଭରି ରହିଛି। ଗମନାଗମନ ଓ ଅନ୍ୟ ଆନୁସଙ୍ଗିକ ସୁବିଧା ଭଳି ଭିତ୍ତିଭୂମିର ବିକାଶ ହୋଇ ପାରୁ ନ ଥିବାରୁ ବହିରାଗତ ପର୍ଯ୍ୟଟକ ଆସି ହଇରାଣ...

ବିଚାରାଧୀନ କଏଦୀ ମୃତ

କେନ୍ଦୁଝର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ଜିଲା ଡାକ୍ତରଖାନାରେ ଶୁକ୍ରବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ହରିଚନ୍ଦନପୁର ବ୍ଲକ ମିଶ୍ର ମାଳ ଗ୍ରାମର ଟୁରୀ ମୁଣ୍ଡା(୫୭)। ସେ ପୋକ୍ସୋ ଆକ୍ଟରେ ଗିରଫ ହୋଇ...

ହାତୀପଲଙ୍କ ଉପଦ୍ରବ: ଭାଙ୍ଗିଲେ ଘର

ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାଠକଟା ପଞ୍ଚାୟତ କୁଶବଣିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିର ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ଗ୍ରାମର ମାଳତୀ ମହାକୁଡ଼ଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ତାଙ୍କ ପରିବାରକୁ ବେସାହାରା କରିବା ସହିତ ଫସଲ...

କୁକୁଡ଼ା ବୋଝେଇ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ: କୁକୁଡ଼ା ବୋହିନେଲେ ଲୋକେ

ପାଟଣା,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରେଙ୍ଗାଳବେଡ଼ା ୪୯ ନଂ ଜାତୀୟ ରାଜପଥ ନିକଟ ରାସ୍ତା ପାର୍ଶ୍ୱରେ ଠିଆ ହୋଇଥିବା ବ୍ରଏଲର କୁକୁଡ଼ା ବୋଝେଇ ପିକ୍‌ଅପ ଭ୍ୟାନକୁ ଶୁକ୍ରବାର ସକାଳୁ ପଛପଟୁ ଏକ ଟ୍ରକ ଧକ୍କା ଦେଇଛି। ଫଳରେ କୁକୁଡ଼ା...

କାଟୁ କଲାନି ପ୍ରଶାସନର କଟକଣା: ଏନ୍‌ଏଚ୍‌ରେ ପୁଣି ଖୋଲିଲା ଗ୍ୟାରେଜ

ଘସିପୁରା,୨୦।୧୨(ଡି.ଏନ.ଏ.)-୨୦ନମ୍ବର ଜାତୀୟ ରାଜପଥ ଶାଳପଡ଼ା ଘସିପୁରା ଓ ଶୈଲଙ୍ଗ ରାସ୍ତା ଉପରେ ପୁଣିଥରେ ଗ୍ୟାରେଜ ଖୋଲିବାକୁ କେନ୍ଦ୍ରକରି ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଜାତୀୟ ରାଜପଥରେ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଅକାଳରେ ଯାଉଛି ଅନେକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri