କେନ୍ଦୁଝର

ଅଙ୍ଗନଓ୍ବାଡି ଶିଶୁକୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ବଞ୍ଚୋ ପଞ୍ଚାୟତ ଶିବନାରାୟଣପୁର ୧ ନଂ. ଅଙ୍ଗନଓ୍ବାଡି କେନ୍ଦ୍ରରେ ଜଣେ ଅଭିଭାବକଙ୍କ ଦ୍ୱାରା ଶିଶୁକୁ ମାଡ ମରାଯିବା ଘଟଣାରେ ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ ହେଲେ ଉକ୍ତ ଗ୍ରାମର ସନାତନ...

୬ ଦଫା ଦାବିରେ ଓ୍ବାର୍ଡ ସଭ୍ୟଙ୍କ ଅନଶନ, ୧୧ ଦିନ ବିତିବା ସତ୍ତ୍ୱେ ପୂରଣ ହେଉନି ଦାବି

ହାଟଡିହୀ, ୭ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ୬ ଦଫା ଦାବିନେଇ ୱାର୍ଡ଼ ସଭ୍ୟମାନେ ଅନଶନରେ ବସିଛନ୍ତି। ଦୁର୍ନୀତିର ଭିଜିଲାନ୍ସ ତଦନ୍ତ, ସରପଞ୍ଚ ଓ ପିଇଓଙ୍କୁ ବହିଷ୍କାର ସହ ଗିରଫ, କାର୍ଯ୍ୟକରି ପାଉଣା ମିଳୁ...

କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି

କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା ପାଇଁ ଜାତୀୟରାଜପଥ ୨୦ କଡରେ ଥିବା ଟେରାକୋଟା ଗ୍ରାମ ବାଟହରିଚନ୍ଦନପୁରରେ (କଳା ଓ...

ପୁନରୁଦ୍ଧାର ହେଉନି ନାଗସରା ପୋଖରୀ

ହାଟଡିହୀ, ୭ା୧୧(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ସୋସୋ ପଞ୍ଚାୟତ ସୋସୋ ଗ୍ରାମର ନାଗସରା ପୋଖରୀ ବହୁବର୍ଷ ଧରି ପରିତ୍ୟକ୍ତ ଅବସ୍ଥାରେ ପଡ଼ିରହିଛି। ପୋଖରୀଟି ଧୀରେ ଧୀରେ ପୋତି ହୋଇଗଲାଣି। ଏଥିସହ ରକ୍ଷଣାବେକ୍ଷଣା ଅଭାବରୁ ପୋଖରୀ ହୁଡ଼ା ନଷ୍ଟ ହୋଇଯାଇଥିବା ବେଳେ...

ବେଆଇନ ମାଙ୍କଡା ପଥର ଖନନ ଚାଲିଛି; ଅଭିଯୋଗ କଲେ କୁଳଙ୍ଗ ଗ୍ରାମବାସୀ

ତେଲକୋଇ, ୭।୧୧(ଡି.ଏନ.ଏ.)-ତେଲକୋଇ ବନାଞ୍ଚଳ ଅଧୀନରେ ରାଇସୁଆଁ ପଞ୍ଚାୟତର କୁଳଙ୍ଗ ଗ୍ରାମର ଖେସରା ଜଙ୍ଗଲ ମଧ୍ୟରେ ଚାଲିଛି ବେଆଇନ ଭାବେ ମାଙ୍କଡା ପଥର ଖନନ। ମାଙ୍କଡା ପଥର ଖନନ ଯୋଗୁ ଜଙ୍ଗଲ ଅଞ୍ଚଳରେ ପୋଖରୀ ସଦୃଶ୍ୟ ଗାତ ସୃଷ୍ଟି ହେବା ଯୋଗୁ...

ଅଙ୍ଗନଓ୍ବାଡ଼ି ଶିଶୁଙ୍କୁ ମାଡ଼ ଘଟଣା : କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ଆନନ୍ଦପୁର,୬।୧୧(ସ୍ବ.ପ୍ର..): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଞ୍ଚାୟତ ଶିବନାରାୟଣପୁର ୧ନଂ. ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଘଟିଥିବା ଏକ ଅଭାବନୀୟ ଘଟଣାର ଭିଡିଓ ଭାଇରାଲ ପରେ ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏନେଇ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କ୍ଷୋଭ...

ପୋଖରୀରୁ ନିଖୋଜ ଶିଶୁର ମୃତଦେହ ଉଦ୍ଧାର

କେନ୍ଦୁଝର, ୫ା୧୧ (ସ୍ବ.ପ୍ର.)-କେନ୍ଦୁଝର ସହର ପୁରୁଣା ସହର ଖିଡିକିଦ୍ୱାର ସାହି ନିକଟ ପୋଖରୀରୁ ପୋଲିସ ଏକ ଶିଶୁର ମୃତଦେହ ମଙ୍ଗଳବାର ଉଦ୍ଧାର କରିଛି। ତାଙ୍କ ନାମ ଦିବ୍ୟଶଙ୍କର ନାଏକ (୫)। ସେ ସୋମବାର ଠାରୁ ନିଖୋଜ ଥିବା ନେଇ ଟାଉନ...

ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ: ଅଧ୍ୟକ୍ଷଙ୍କ ପ୍ରତିଶ୍ରୁତି ପରେ ସାମୂହିକ ଭାବେ ହଟିଲା

ଆନନ୍ଦପୁର,୫।୧୧(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ପୂର୍ବାହ୍ନରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ମହାବିଦ୍ୟାଳୟରେ ରହିଥିବା କେତେକ ମୌଳିକ ସମସ୍ୟାର ସମାଧାନ ପାଇଁ ପୂର୍ବରୁ ଜିଲାପାଳଙ୍କୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ।...

ଟ୍ରକ ଧକ୍କାରେ ସାଇକେଲ ଆରୋହୀ ମୃତ: କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋଳିମାଟି,୫ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ୨୦ ନଂ. ଜାତୀୟ ରାଜପଥର ବୀରଗୋବିନ୍ଦପୁର ଛକ ନିକଟରେ ସୋମବାର ଆଇରନ୍‌ ବୋଝେଇ ଟ୍ରକ୍‌ ଧକ୍କାରେ ଜଣେ ସାଇାକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବୀରଗୋବିନ୍ଦପୁର ଗ୍ରାମର ପଦ୍ମଲୋଚନ ମହାପାତ୍ର (୫୨)। ସୂଚନାନୁଯାୟୀ, ପଦ୍ମଲୋଚନ...

ସହାୟତା ଅପେକ୍ଷାରେ ଅସହାୟ ପରିବାର

ରାଇସୁଆଁ ,୫।୧୧(ଡି.ଏନ.ଏ.)- ଖଣି ଖାଦାନ ଯୋଗୁ କେନ୍ଦୁଝର ଜିଲା ସଦର ଏବଂ ବାଂଶପାଳ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲେ ମଧ୍ୟ ପ୍ରଭାବିତ ଲୋକଙ୍କୁ ଉପଯୁକ୍ତ ସହାୟତା କି ଚିକିତ୍ସା ସେବା ମିଳିପାରୁନି। ଖଣି ପ୍ରଭାବିତ କୁମୁଣ୍ଡି ପଞ୍ଚାୟତର ତଳଜାଗର ଗାଁର ଦଶୀ...

ଜାମୁନାଳିଆରେ ପଶିଲେ ୨୨ହାତୀ: ୨ଶହ ଏକର ଧାନଫସଲ ନଷ୍ଟ

ରାଇସୁଆଁ, ୫।୧୧(ଡି.ଏନ.ଏ.)- କେନ୍ଦୁଝର ଜିଲା ସଦର ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ବନ ବିଭାଗର ଚିନ୍ତା ବଢାଇଛି। ହାତୀପଲ ଧାନ ଓ ଅନ୍ୟ ଫସଲ ଖାଇବାକୁ ରାତିରେ ଜଙ୍ଗଲତଳି ଇଲାକାକୁ ଆସି ଉପଦ୍ରବ କରୁଥିବାରୁ ଲୋକେ ଆତଙ୍କିତ ହୋଇ ରହୁଛନ୍ତି।...

ବିଶ୍ୱର ସର୍ବୋଚ୍ଚ ରଥ ‘ନନ୍ଦିଘୋଷ’ ଅସୁରକ୍ଷିତ

କେନ୍ଦୁଝର ୫।୧୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଆରାଧ୍ୟ ଶ୍ରୀ ବଳଦେବଜୀଉଙ୍କ ୭୨ ଫୁଟ ଉଚ୍ଚତା ବିଶିଷ୍ଟ କାଠ ତିଆରି ‘ନନ୍ଦିଘୋଷ’ ବିଶ୍ୱର ସର୍ବୋଚ୍ଚ ରଥର ମାନ୍ୟତା ଲାଭ କରି ଜିଲାବାସୀଙ୍କ ଲାଗି ଗୌରବ ଆଣିଛି। ୨୦୧୮ ମସିହା ଡିସେମ୍ବରରେ ଗ୍ଲୋବାଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri