କେନ୍ଦୁଝର

ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ

କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ପୂର୍ବତନ ଜିଲା ସଭାପତି ରାଧାକାନ୍ତ ମହାନ୍ତ, ବିରଜା...

ଓଲଟିଲା ଆଶ୍‌ ବୋଝେଇ ଟ୍ରକ୍‌

ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଗୁଲୁଦୀ ପଶି ଡ଼ିମିରିଡିହା ରାସ୍ତାର ବୁଲାଣି ନିକଟରେ ରବିବାର ଏକ ଆଶ୍‌ ବୋଝେଇ ୧୪ ଚକିଆ ଟ୍ରକ୍‌ କଲ୍‌ଭର୍ଟ ପୋଲର ସାଇଡ୍‌ରେ ଚକା ପଡ଼ିଯିବାରୁ ଓଲଟି ପଡ଼ିଥିଲା। ଅଳ୍ପକେ ବର୍ତ୍ତି ଯାଇଛନ୍ତି...

ମିଶିବା ଆଗରୁ ସନାତନଙ୍କୁ ବିଜେଡି ଟିକେଟ

କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ)ଚମ୍ପୁଆ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ସହଯୋଗୀ ମୀନାକ୍ଷୀ ମହାନ୍ତଙ୍କୁ ପ୍ରାର୍ଥୀ କରି ଜିତାଇଥିଲେ। ତେବେ ଚଳିତ ନିର୍ବାଚନରେ ମୀନାକ୍ଷୀଙ୍କ ଟିକେଟ...

ପୁନଶ୍ଚ ଗଣେଶ୍ୱର-ସିପ୍ରା ମୁକାବିଲା

କେନ୍ଦ୍ରାପଡ଼ା,୨୧ା୪(ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ବିଧାନସଭା ଆସନରେ ପୁଣିଥରେ ଗଣେଶ୍ୱର ବେହେରା ଏବଂ ଡ.ସିପ୍ରା ମଲ୍ଲିକଙ୍କ ମଧ୍ୟରେ ଲଢ଼େଇ ଦେଖିବାକୁ ମିଳିବ। ଶନିବାର ବିଧାୟକ ଶଶିଭୂଷଣ ବେହେରାଙ୍କ ବଦଳରେ ଗଣେଶ୍ୱରଙ୍କୁ ବିଜେଡି ପ୍ରାର୍ଥୀ କରିଥିବାବେଳେ କଂଗ୍ରେସ ଏହି ଆସନ ପାଇଁ ସିପ୍ରାଙ୍କୁ ଚୟନ...

୧୮ ଇଞ୍ଜିନିୟରିଂ ଛାତ୍ରଙ୍କୁ ଜଣ୍ଡିସ୍‌

କେନ୍ଦୁଝର,୨୧ା୪ (ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର)କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜ ଛାତ୍ରାବାସରେ ରହୁଥିବା ଛାତ୍ରଙ୍କୁ ଜଣ୍ଡିସ ବ୍ୟାପୁଥିବା ଘଟଣା ଆଲୋଚ୍ୟର ବିଷୟ ହୋଇଛି। ବର୍ତ୍ତମାନ ସୁଦ୍ଧା ପାଖାପାଖି ୧୮ ଜଣଙ୍କୁ ଜଣ୍ଡିସ ହୋଇଥିବା ଜଣାପଡ଼ିଛି। ଜଣ୍ଡିସରେ ଆକ୍ରାନ୍ତ ହେବା...

ନାଳରେ ବୁଡ଼ି ଶିଶୁପୁତ୍ରର ଜୀବନ ଗଲା

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଶୁଆକାଟି ମୁଣ୍ତାସାହିର ଲିଟୁ ମୁଣ୍ତାଙ୍କ ଏକମାତ୍ର ପୁଅ ବାଦଲ(୪)ର ନାଳରେ ବୁଡ଼ି ମୃତ୍ୟୁ ହୋଇଛି। ଶନିବାର ଜେଜେଙ୍କ ସହିତ ବାଦଲ ଅପରାହ୍ନ ୩ଟା ବେଳେ ନିକଟସ୍ଥ ନାଳକୁ ଯାଇଥିବା ବେଳେ...

ମୋହନଙ୍କ ପ୍ରାର୍ଥିତ୍ୱ ରଦ୍ଦ, ବିନୋଦ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଘୋଷଣା ହେବାର କିଛି ଦିନ ପରେ ଶନିବାର ଏଆଇସିସି କେନ୍ଦୁଝର ଲୋକ ସଭା ପ୍ରାର୍ଥୀ ମୋହନ ହେମ୍ବ୍ରମଙ୍କ ନାମ ପରିବର୍ତ୍ତନ କରି ଇଂ ବିନୋଦ ନାୟକଙ୍କ ନାମ ଘୋଷଣା କରାଯାଇଛି। ଏହାକୁ ନେଇ କଂଗ୍ରେସ ଶିବିରରେ...

ରାଜନୀତି ବିନା ମୁଁ ବଞ୍ଚିପାରିବି ନାହିଁ, ଟିକେଟ୍‌ ମିଳିବା ପରେ କହୁକହୁ ଅନେକ କିଛି କହିଦେଲେ ସନାତନ

କେନ୍ଦୁଝର,୨୦ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବିତ୍ତଶାଳୀ ଚମ୍ପୁଆ ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ହୋଇଛନ୍ତି ପୂର୍ବତନ ବିଧାୟକ ସନାତନ ମହାକୁଡ଼। ଗତ ନିର୍ବାଚନରେ ନିଜେ ନ ଲଢ଼ି ତାଙ୍କ ସହଯୋଗୀ ପ୍ରାର୍ଥିନୀ ମିନାକ୍ଷୀ ମହାନ୍ତଙ୍କୁ ଜିତାଇଥିଲେ। ତେବେ ମିନାକ୍ଷୀ ମହାନ୍ତଙ୍କ ଟିକେଟ୍‌...

ଅଖିଳଙ୍କ ପ୍ରାର୍ଥିତ୍ୱକୁ ବିରୋଧ କଲା ଭାଜପାର ଆଉ ଏକ ଗୋଷ୍ଠୀ

ପାଟଣା,୨୦ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବୈତରଣୀ ନଦୀକୂଳ ଧାନବେଣୀ ପାର୍ଶ୍ୱରେ ଶନିବାର ପାଟଣା ଭାଜପା ନିର୍ବାଚନ ମଣ୍ଡଳୀସ୍ତରୀୟ ନିଷ୍ପତ୍ତି ସାମାବେଶ ଅନୁଷ୍ଠିତ ହୋଇଛି। ସୂଚନାଯୋଗ୍ୟ, ଭାଜପାରୁ ପ୍ରାର୍ଥୀ ହୋଇଥିବା ଅଖିଳ ଚନ୍ଦ୍ର ନାୟକଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ଏହି...

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି ବୈତରଣୀର ଅଞ୍ଜିରା ଘାଟ, କୁସେଇ ନଦୀ ଓ ବୈତରଣୀର ତିନିମୁହାଣି ନିକଟରୁ ବେଆଇନ...

ଭାଜପାରେ ବଢୁଛି ଗୋଷ୍ଠୀ କନ୍ଦଳ

ପାଟଣା,୧୯ା୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବିଧାନସଭା କ୍ଷେତ୍ର ପାଇଁ ମଙ୍ଗଳବାର ଭାଜପା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ଅଖିଳ ଚନ୍ଦ୍ର ନାୟକଙ୍କ ନାମ ଘୋଷଣା କରିଛି। ଏହା ପରେ ଅଖିଳଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି। ତେବେ ଅନ୍ୟ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ ଜଣେ ଯୁବକ ତାଙ୍କ ବନ୍ଧୁଙ୍କୁ ପଥରରେ ଛେଚି ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri