କେନ୍ଦୁଝର

ସ୍ବାୟତ ଶାସନ ଦିବସରେ ଖୋଲିବ ଆନନ୍ଦପୁର ଶିଶୁ ପାର୍କ

ଆନନ୍ଦପୁର,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ୭ ନଂ ଓ୍ବାର୍ଡ ବ୍ରିଜଛକଠାରେ ପାଖାପାଖି କୋଟିଏ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ଶିଶୁ ପାର୍କର ଲୋକାର୍ପଣ ଉତ୍ସବ ଚଳିତ ବର୍ଷ ଫେବୃୟାରୀ ୨୪ ତାରିଖରେ ଅନୁଷ୍ଠିତ ହୋଇଥିଲା। ଲୋକାର୍ପଣ ସତ୍ତ୍ୱେ...

ଏଆଇଟିୟୁସି ପକ୍ଷରୁ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ: ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବଡ଼ବିଲ,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଏଆଇଟିୟୁସି(ଅଖିଳ ଭାରତ ଟ୍ରେଡ୍‌ ୟୁନିୟନ କଂଗ୍ରେସ) ପକ୍ଷରୁ ବୁଧବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛିି। ଶ୍ରମିକମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ କରିଥିଲେ।...

ହାଟଡ଼ିହୀ ଅଞ୍ଚଳର ୩ ପ୍ରମୁଖ ରାସ୍ତାର ଶିଳାନ୍ୟାସ କଲେ ବିଧାୟକ

ହାଟଡ଼ିହୀ,୨୮।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ତିନୋଟି ସ୍ଥାନରେ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀ ବୁଧବାର ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକର ଶିଳାନ୍ୟାସ କରିଛନ୍ତି। ଛେନାପଦିରୁ ପଞ୍ଚୁଗୋଛିଆ ୬ କିମି ୨୦୦ ମି. ରାସ୍ତା ପାଇଁ ୨ କୋଟି ୪୧...

୮ ଦଫା ଦାବିରେ କେନ୍ଦୁଝର ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀଙ୍କ ଆନ୍ଦୋଳନ

କେନ୍ଦୁଝର,୨୮।୮(ସ୍ବ.ପ୍ର.): ବିଭିନ୍ନ ସମସ୍ୟାର ସମାଧାନ ସହ ୮ ଦଫା ଦାବିରେ କେନ୍ଦୁଝର ଜିଲା ଇପିଏଫ୍‌ କାର୍ଯ୍ୟାଳୟ ସମ୍ମୁଖରେ ଏହାର କର୍ମଚାରୀମାନେ ବୁଧବାର ଆନ୍ଦୋଳନରେ ବସିଛନ୍ତି। ବେତନର ଅସମାନତା ଦୂର ପାଇଁ କମିଟି ରିପୋର୍ଟ କାର୍ଯ୍ୟକାରୀ କରିବା, ସବୁ ଶ୍ରେଣୀର କର୍ମଚାରୀଙ୍କ...

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮ା୮(ସ୍ବ.ପ୍ର.)-ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପର ଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ ହୋଇଛି ା ବିଭିନ୍ନ ସୋସିଆଲ ମିଡିଆ ସମେତ ଟିଭି ଓ ପ୍ରିଣ୍ଟ ମିଡିଆରେ...

ଭାରସାମ୍ୟ ହରାଇ ଓଲଟିଲା ବାଉଁଶ ବୋଝେଇ ଅପେରା ଗାଡ଼ି

ଆନନ୍ଦପୁର,୨୭। ୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ୫୩ ନଂ. ରାଜ୍ୟ ରାଜପଥ ବାଲୁଙ୍କେଶ୍ୱର ଛକଠାରେ ମଙ୍ଗଳବାର (ନଂ.ଓଆର୦୫-ଏଫ୦୮୨୧) ବିଶିଷ୍ଟ ଏକ ୧୦ ଚକିଆ ବାଉଁଶ ବୋଝେଇ ଅପେରା ଗାଡ଼ି ଓଲଟି ପଡିଛି। ଉକ୍ତ ଗାଡ଼ିଟି ଫକିରପୁର ଗ୍ରାମ...

ଜିଲାପାଳଙ୍କୁ ଗୁହାରି: ଅନୁକମ୍ପା ଭିତ୍ତିରେ ନିଯୁକ୍ତି ଦିଅ

ଯୋଡ଼ା, ୨୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବଡବିଲ ପୌରପାଳିକାର ୨ନଂ ଓ୍ବାର୍ଡ ବେଲକୁଣ୍ଡି ଠାରେ ଥିବା ଅଙ୍ଗନଓାଡି କର୍ମୀ ପଦବୀରେ ସ୍ଥାନୀୟ ମହିଳାଙ୍କୁ ଆଗ୍ରାଧିକାର ଦେବା ନିମନ୍ତେ ଗ୍ରାମବାସୀ ଯୋଡା ବ୍ଲକ ବିଡିଓଙ୍କ ମାଧ୍ୟମରେ କେନ୍ଦୁଝର ଜିଲାପାଳଙ୍କଠାରେ ଅଭିଯୋଗ...

ଗଳାକାଟି ମହିଳାଙ୍କୁ ହତ୍ୟା ଘଟଣା : ଫେରାର ଅଭିଯୁକ୍ତ ଗିରଫ

ଯୋଡ଼ା, ୨୬।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଲହୁଣିପଶି ଗ୍ରାମରେ ଜଣେ ମହିଳାଙ୍କୁ ଗଳାକାଟି ହତ୍ୟା କରାଯାଇଥିବା ଘଟଣାରେ ରବିବାର ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତର ନାମ ଶୁକ୍ରା ମୁଣ୍ଡା(୩୨)। ଗତ ୧୫ ତାରିଖ ଅପରାହ୍ନରେ...

ଟ୍ରକ୍‌ ଧକ୍କାରେ ମହିଳା ମୃତ, ଡ୍ରାଇଭର ଗିରଫ

ବଡ଼ବିଲ,୨୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ନାଲଦାଠାରେ ସୋମବାର ସକାଳେ ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ବିଲ ପୌରାଞ୍ଚଳ ୱାର୍ଡ ନଂ. ୧ ନାଲଦାରେ ରହୁଥିବା ଲକ୍ଷ୍ମୀ ସିଂ (୫୫)। ସୂଚନାଯୋଗ୍ୟ, ଲକ୍ଷ୍ମୀ ରାସ୍ତା ପାରି ହେଉଥିବା...

ହରିଣ ମାଂସ ଜବତ: ୨ ଅଟକ

ଆନନ୍ଦପୁର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତନେଇପାଳ ଗ୍ରାମରୁ ସୋମବାର ୨ ଶିକାରୀଙ୍କୁ ବନ ବିଭାଗ କାବୁ କରିବା ସହିତ ସେମାନଙ୍କଠାରୁ କଟା ହରିଣ ମାଂସ ଜବତ କରିଛି। ଶିକାରୀ ଦ୍ୱୟ ହେଲେ ଉକ୍ତ ଗ୍ରାମର ଦୁର୍ଗା ବିନ୍ଧାଣୀଙ୍କ ପୁଅ...

ସେପ୍ଟେମ୍ବର ୧୩ରେ ଭାଜପାର ୨ ଘଣ୍ଟିଆ ରାସ୍ତାରୋକୋ

ଆନନ୍ଦପୁର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ ନଂ. ଜାତୀୟ ରାଜପଥର ଶାଳପଡାଠାରୁ ସୁଡୁସୁଡ଼ିଆ ବାଇପାସ୍‌ ଛକ ପର୍ଯ୍ୟନ୍ତ ସର୍ଭିସ ରୋଡର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏହାର ପ୍ରତିବାଦରେ ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ ଭାଜପା ପକ୍ଷରୁ ୨ ଘଣ୍ଟିଆ...

ଦୋକାନରୁ ଲକ୍ଷାଧିକ ଟଙ୍କାର ମୋବାଇଲ ଚୋରି

କେନ୍ଦୁଝର,୨୬।୮(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଆଞ୍ଚଳିକ ପରିବହନ ଅଫିସ ନିକଟରେ ଥିବା ମୋବାଇଲ ଦୋକାନରୁ ରବିବାର ବିଳମ୍ବିତ ରାତିରେ ଲକ୍ଷାଧିକ ଟଙ୍କାର ମୋବାଇଲ ଫୋନ୍‌ ଚୋରି ହୋଇଛି। ଏ ନେଇ ସୋମବାର ଟାଉନ ଥାନାରେ ଦୋକାନ ମାଲିକ ଭାଗବତ ପ୍ରଧାନ(୩୫)...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri