କେନ୍ଦୁଝର

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛ। ସୂଚନାଯୋଗ୍ୟ, ରାଧାକାନ୍ତ ମହାନ୍ତ ଭାଜପା ରାଜ୍ୟ...

ସରିଲା ରାଜନଗର ବାଲିଯାତ୍ରା

ପାଟଣା,୨୦।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବାଲିଯାତ୍ରା ମହୋତ୍ସବ ଉଦଯାପିତ ହୋଇଛି । ଆୟୋଜିତ ସଭା ବାଲିଯାତ୍ରା କମିଟି ସଭାପତି ତୃପ୍ତି ରଞ୍ଜନ ସିଂଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ...

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କଲେ ଲୋକେ: ଥାନାରେ ଅଭିଯୋଗ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ, ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ବିକୃତ କରାଯାଇଥିବା ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ଟାଉନଥାନାରେ ଅଭିଯୋଗ ହୋଇଛି। ସୂଚନାଯୋଗ୍ୟ ଯେ,...

ଓଲଟିଲା ବିଲାତି ବୋଝେଇ ଟ୍ରକ: ବୋହିନେଲେ ଲୋକେ

କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଚେମଣା ନିକଟରେ ଏନଏଚ ୪୯ରେ ଆଜି ଏକ ବିଲାତି ବୋଝେଇ ଟ୍ରକ ଓଲଟି ପଡ଼ିବାରୁ ଚାଳକ ଆହତ ହୋଇଥିବାବେଳେ ବିଲାତି ଥିବା ଟ୍ରେ ଗୁଡ଼ିକ ଏଣେ ତେଣେ ବିଛାଡ଼ି...

ଅନିଲଙ୍କୁ ବଡ଼ ଦାୟିତ୍ୱ, କେନ୍ଦୁଝର ପୋଲିସ ମହଲରେ ଖେଳିଗଲା ଖୁସିର ମାହୋଲ

କେନ୍ଦୁଝର,୨୦।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ହାବିଲଦାର, ସିପାହୀ ଓ କନେଷ୍ଟବଳ ମହସଂଘର ସଭାପତି ହେଲେ ଅନିଲ କୁମାର ଷଣ୍ଢ (ହାବିଲଦାର/୧୭୮)। କେନ୍ଦୁଝର ଜିଲା ସଂଘର ତୃତୀୟଥର ସଭାପତି ଥାଏ ମହାସଂଘର ପ୍ରଥମ ସଭାପତି ହୋଇଛନ୍ତି। ଏହାକୁ ନେଇ କେନ୍ଦୁଝର ଜିଲାର...

ଛାତ୍ରଙ୍କୁ ପଛପଟୁ ଗୋଇଠା ମାରିଲେ ଶିକ୍ଷକ: ଥାନାରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୦।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଛାତ୍ରଙ୍କୁ ଶିକ୍ଷକ ଗୋଇଠା ମାରିବା ସହ ଅସଦାଚରଣ କରିବା ଅଭିଯୋଗ ହୋଇଛି। କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କ୍ରମେ ଟାଉନ ଥାନା ରାଙ୍କି ଗ୍ରାମରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବିରୋଧରେ...

ନଭେମ୍ବର ୨୦ରୁ ସରକାର କିଣିବେ ଖରିଫ ଧାନ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା କୃଷକ ମୋର୍ଚ୍ଚା ତରଫରୁ ଆଜି କେନ୍ଦୁଝର ଜିଲା ଭାଜପା କାର୍ଯ୍ୟାଳୟଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଭାଜପା କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶର ସାହୁ କହିଛନ୍ତି, ଆସନ୍ତା ନଭେମ୍ବର...

ମୃତ ଛୁଆକୁ ୨୬ ଘଣ୍ଟା ଧରି ଜଗି ରହିଲା ମା’ କୁକୁର

ପାଟଣା,୧୯।୧୧(ବୀର କିଶୋର ଦାଶ): ପଶୁ ହେଉ କି ମଣିଷ, ମା’ର ମମତା ସବୁ କ୍ଷେତ୍ରରେ ସମାନ। ଏହାର ନିଚ୍ଛକ ଉଦାହରଣ କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ ରାସ୍ତାରେ ଦେଖିବାକୁ ମିଳିଛି। ଏଠାରେ ଅଜଣା ବାଇକ ଧକ୍କାରେ ଏକ ବୁଲା...

ବିଦ୍ୟାଳୟ ପରିସରରୁ ଦୁର୍ବୃତ୍ତ କାଟିନେଲେ ଚନ୍ଦନ ଗଛ

ପାଟଣା,୧୭ା୧୧(ବୀରକିଶୋର ଦାସ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ସର୍ବପୁରାତନ ଗୋପୀନାଥ ନାରାୟଣ ଉଚ୍ଚବିଦ୍ୟାଳୟ ପରିସରରୁ ଶନିବାର ବିଳମ୍ବିତ ରାତିରେ ଚନ୍ଦନକାଠ ମାଫିଆ ୧୨ବର୍ଷ ପୁରୁଣା ଚନ୍ଦନ ଗଛକୁ କାଟି ନେଇଛନ୍ତି। ସୂଚନା ଯେ, ଗୋଟିଏ ଚନ୍ଦନ ଗଛକୁ ଦୁର୍ବୃତ୍ତ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ବଢୁଛି ଚୋରି, ରୋଗୀଙ୍କୁ ଲୁଟୁଛନ୍ତି…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟ ପରିସରରୁ ରୋଗୀ ତଥା ରୋଗୀ ସମ୍ପର୍କୀୟଙ୍କ ବିଭିନ୍ନ ସାମଗ୍ରୀ ଚୋରି ହେଉଛି। ଫଳରେ ଏହାକୁ ନେଇ ଅସନ୍ତୋଷ ବଢୁଛି। ଶୁକ୍ରବାର ରାତିରେ ଏସ୍‌ଏନ୍‌ସିୟୁ (ଶିଶୁ) ଓ୍ବାର୍ଡରେ ଜଣେ ରୋଗୀଙ୍କ ସମ୍ପର୍କୀୟ ଶତିନ୍ଦ୍ର...

ସ୍କୁଲରୁ ସାଇକେଲ୍‌ରେ ଘରକୁ ଫେରୁଥିଲେ ଛାତ୍ର, ଧକ୍କାଦେଲା ପୋଲିସ ଗାଡ଼ି, ଆଉ ତା’ ପରେ…

କେନ୍ଦୁଝର,୧୬ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଜେଲରୋଡ୍‌ ରାସ୍ତାରେ ଶନିବାର ଅପରାହ୍ନରେ ଏକ ପୋଲିସ ଗାଡ଼ି ଧକ୍କାରେ ଜଣେ ଛାତ୍ର ଗୁରୁତର ହୋଇଛନ୍ତି। ତାଙ୍କ ନାମ ଶୁଭମ ଖାଡ଼ଙ୍ଗା ଏବଂ ସେ ସ୍ଥାନୀୟ ସ୍ବରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନବମ ଶ୍ରେଣୀରେ...

ଦେଶର ଶ୍ରେଷ୍ଠ ଥାନା ତାଲିକାରେ ଗଞ୍ଜାମର ପାଟପୁର ଥାନା

ଦିଗପହଣ୍ଡି/ପାଟପୁର,୧୬।୧୧(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ସମଗ୍ର ଦେଶର ଶ୍ରେଷ୍ଠ ଥାନା ଭାବେ ୨୦୨୪ ଆର୍ଥିକ ବର୍ଷ ତାଲିକାରେ ଗଞ୍ଜାମ ଜିଲା ପାଟପୁର ଥାନା ସ୍ଥାନ ପାଇଛି। ଆସନ୍ତା ୨୯ରୁ ଡିସେମ୍ବର ୧ ଯାଏ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ଜାତୀୟସ୍ତରୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri