ଦୁର୍ଘଟଣାରେ ସେନା କର୍ମଚାରୀଙ୍କ ଚାଲିଗଲା ଜୀବନ
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ୍ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ନୂଆଗାଁ ଗ୍ରାମର ଷଷ୍ଠ ବାଟାଲିୟନ, ବିହାର ରେଜିମେଣ୍ଟରେ ହାବିଲଦାର ତଥା ଗାଡ଼ି ଚାଳକ ଭାବେ କାର୍ଯ୍ୟରତ ରାଜ କିଶୋର ମୁଣ୍ତାଙ୍କ ଶନିବାର ଅରୁଣାଞ୍ଚଳପ୍ରଦେଶ ତାୱାଙ୍ଗଠାରେ ଦୁର୍ଘଟଣାରେ ମୃତ୍ୟୁ...
ହାତୀଙ୍କୁ ଠେଙ୍ଗାରେ ମାଡ଼ ଘଟଣା: ଭିଡିଓ ଭାଇରାଲ ପରେ ଅଭିଯୁକ୍ତ ଚିହ୍ନଟ
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ହାତୀପଲକୁ ଠେଙ୍ଗାରେ ମାଡ଼ ଘଟଣାରେ ବନ ବିଭାଗ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି। ଭିଡିଓ ଭାଇରାଲ ପରେ ଧରିତ୍ରୀରେ ଖବର ପ୍ରକାଶ ପରେ ବନ ବିଭାଗ ତତ୍ପରତା ଦେଖାଇଥିଲା। ଯୁବକ ପାଟଣା ରେଞ୍ଜ ଅନ୍ତର୍ଗତ...
ଘରୁ ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ: ପୁଅ ଘରୁ ଲୁଟ୍ କରି ବନ୍ଧକ ରଖିଥିଲେ ଅଳଙ୍କାର
ଆନନ୍ଦପୁର,୩୦ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଫକୀରପୁର ଅଞ୍ଚଳର ପ୍ରଫୁଲ୍ଲ ନାଥଙ୍କ ଘରୁ ବନ୍ଧୁକ ଦେଖାଇ ଅଳଙ୍କାର ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇଛି। ଅନଲାଇନ ଗେମ୍ ଖେଳିବା ପାଇଁ ପୁଅ ନିଜେ ଘରୁ ଲୁଟ୍ କରି ସୁନା...
କେନ୍ଦୁଝରର ୧୩ ବ୍ଲକରେ ଆରମ୍ଭ ହେଲା ଅନ୍ତ୍ୟୋଦୟ ଗୃହ ଯୋଜନା
କେନ୍ଦୁଝର,୩୦ା୩: ରବିବାର କଳାହାଣ୍ଡିର ଭବାନୀପାଟଣାରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲାର ସମସ୍ତ ୧୩ଟି ବ୍ଲକରେ ଏହି ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଛି। କେନ୍ଦୁଝରସ୍ଥିତ ଓଏସ୍ଏମ୍ଇ ବିଦ୍ୟାଳୟ ଖେଳ...
ଅନ୍ତ୍ୟୋଦୟ ଗୃହ ଯୋଜନା: ପାଟଣା ବ୍ଲକରେ ୧୧୦, ସାହରପଡ଼ା ବ୍ଲକର ୭୩ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ
ପାଟଣା,୩୦।୩(ବୀରକିଶୋର ଦାଶ ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କଳାହାଣ୍ଡି ଜିଲା ଭବାନୀପାଟଣାଠାରୁ ଆଭାସି ମାଧ୍ୟମରେ ଅନ୍ତ୍ୟୋଦୟ ଗୃହ ଯୋଜନାର ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ବ୍ଲକ ପରିସରରେ ଅନ୍ତ୍ୟୋଦୟ ଗୃହ ଯୋଜନାର...
ଛପର ଫାଡ଼ିଦେଲେ ଭଗବାନ: ଦିନ ମଜୁରିଆରୁ କୋଟିପତି ହେଲେ ଓଡ଼ିଆ ଯୁବକ
କେନ୍ଦୁଝର,୨୮।୩: ସତରେ ଭଗବାନ ଯେତେବେଳେ ଦିଅନ୍ତି ଛପର ଫାଡ଼ି ଦିଅନ୍ତି। ରାତା ରାତି ବଦଳି ଯାଏ ଭାଗ୍ୟ। କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରେଭେନସାପୁର ଗ୍ରାମର ଦିନ ମଜୁରିଆ ଭାବେ କାମ କରୁଥିବା ‘ଗୁରୁଚରଣ ଜାମୁଡା’ ନାମକ ଯୁବକଙ୍କ...
ବିକୁଥିଲେ ନକଲି ସିମ୍: ଧରିଲା ପୋଲିସ
ପାଟଣା,୨୭ା୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାଇବର ପୋଲିସ ଶତାଧିକ ନକଲି ସିମ୍ ବିକ୍ରି ଅଭିଯୋଗରେ ଗୁରୁବାର ଜଣେ ଏଜେଣ୍ଟଙ୍କ ସମେତ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ପାଟଣା ଥାନା ସାହାରପଡ଼ା ପ୍ରଧାନ ସାହି ଅଞ୍ଚଳର ଧୀରଜ...
ଷ୍ଟାଡିୟମ ନିର୍ମାଣ କାର୍ଯ୍ୟ ଶୀଘ୍ର ସାରିବାକୁ ଦାବି
ପାଟଣା,୨୭ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି ଷ୍ଟାଡିୟମ ନିର୍ମାଣ ଖୁବ୍ ଶୀଘ୍ର ସାରିବା ଦାବିରେ ଗୁରୁବାର ସ୍ଥାନୀୟ ଖେଳାଳି ଓ ବୁଦ୍ଧିଜୀବୀ ବିକ୍ଷୋଭ ପ୍ରଦର୍ଶନ କରି ଷ୍ଟାଡିୟମ ନିର୍ମାଣ ସମ୍ପୂର୍ଣ୍ଣ କରିବାକୁ ଦାବି କରିଛନ୍ତି। ସ୍ଥାନୀୟ ଯୁବକ...
ଟିକରପଡାରେ ୧୮ଟିକିଆ ହାତୀ, ଦଳିଦେଲେ ବଇତାଳୁ ଫସଲ
କେନ୍ଦୁଝର,୨୭।୩ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ସଦର ବନାଞ୍ଚଳ ଅଞ୍ଚଳରେ ୧୮ଟିକିଆ ହାତୀପୋଲ ଆତଙ୍କ ଖେଳାଇ ଚାଲିଛନ୍ତି। ଗତକାଲି ସଂଧ୍ୟାରେ ସଲରାପଣ୍ଠ ଜଙ୍ଗଲରୁ ବାହାରି ବିଳମ୍ବିତ ରାତି ୧ଟାବେଳେ ସଦର ବ୍ଲକ ମହାଦେଇଯୋଡା ପଞ୍ଚାୟତ ଟିକରପଡା ହନୁମାନଘାଟି ତଳ...
ବାପା ଆଗରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ
କେନ୍ଦୁଝର,୨୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ) ଟ୍ରକ ଧକ୍କାରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ। ବାପା ଆଗରେ ଚାଲିଗଲା ଶିଶୁର ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ଯୋଡ଼ା ଥାନା ବଂଶପାଣି ନିକଟରେ। ବାପା ସହ ରାସ୍ତା ନିକଟରେ ଠିଆ ହୋଇଥିବା ବେଳେ...
ବେଆଇନ ବାଲି ଚାଲାଣବେଳେ ପୋଲିସ ଉପରେ ଆକ୍ରମଣ: ଜଣେ ଗୁରୁତର
ଆନନ୍ଦପୁର/ଛେନାପଦି,୨୬।୪(ସୁଶାନ୍ତ କୁମାର ସାହୁ/ନିରାକାର ପରିଡା): ନନ୍ଦିପଦା ଥାନା ଅଧିନ ଜମ୍ଭରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀରୁ ଦୀର୍ଘଦିନ ଧରି ବେଆଇନ ବାଲିଉଠାଣ ହୋଇଆସୁଥିଲା ବେଳେ ମଙ୍ଗଳବାର ସନ୍ଧ୍ୟାରେ ନନ୍ଦିପଦା ପୋଲିସ ପକ୍ଷରୁ ୨ଜଣ କନେଷ୍ଟବଳ ସାଧା ପୋଷାକ ପିନ୍ଧି...
ବାଲିଘାଟରେ ପୋଲିସକୁ ଅତର୍କିତ ଆକ୍ରମଣ,୨ କନ୍ଷ୍ଟେବଲ ଗୁରୁତର
ଛେନାପଦି,୨୫।୩(ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଅଧୀନ ଜମ୍ଭିରା ବାଲିପଦା ନିକଟରେ ପ୍ରବାହିତ ବୈତରଣୀ ନଦୀ ବାଲିଘାଟରେ ପୋଲିସକୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଚୋରା ବାଲି ବ୍ୟବସାୟୀଙ୍କ ଆକ୍ରମଣରେ ୨ କନ୍ଷ୍ଟେବଲ ଗୁରୁତର ହୋଇଥିବା ଜଣାପଡ଼ିଛି। ଉଭୟଙ୍କୁ ଆନନ୍ଦପୁର...
Archives


