କେନ୍ଦୁଝର

ବର୍ଷାରେ ଜୀବନଜୀବିକା

କେନ୍ଦୁଝର,୯।୮(ସ୍ବ.ପ୍ର.)-କେନ୍ଦୁଝରରେ ଲଗାଣ ବର୍ଷାରେ ରାସ୍ତାଘାଟ, ହାଟବଜାର ଆଦିରେ ବିଭିନ୍ନ ରକମର ଛତୁ ଓ ଚୁନା ମାଛ ଅନେକ ସ୍ଥାନରେ ମିଳୁଛି। ଏହି ପାହାଡି ଇଲାକାରେ ଏହି ସମୟରେ ବିଭିନ୍ନ ପ୍ରକାରର ଛତୁ ଫୁଟିଥାଏ। କେତେକ ଜଙ୍ଗଲରୁ ଛତୁକୁ ସଂଗ୍ରହ କରି...

ଘରର ମାଟି କାନ୍ଥ ପଡ଼ି ମହିଳାଙ୍କ ମୃତ୍ୟୁ

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ହର୍ଷପୁର ଗଁ। ରେ ବୁଧବାର ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ମାଟି ଘର ସବୁ ସନ୍ତସନ୍ତିଆ ହୋଇଯାଇଛି। ଫଳରେ ମାଟିର କାନ୍ଥ ଭୁଷୁଡ଼ିପଡ଼ିବାରୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ...

ଟାଟା ସ୍ପଞ୍ଜ କାରଖାନା କର୍ତ୍ତୃପକ୍ଷ ଦୁଃଖ ଶୁଣିଲେନି: ଧାରଣାସ୍ଥଳରେ ସ୍ବାମୀଙ୍କୁ ଶ୍ରାଦ୍ଧ ଦେଲେ ମହିଳା

ଯୋଡ଼ା, ୮।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦାସ୍ଥିତ ଟାଟାସ୍ପଞ୍ଜ କାରଖାନା ଫାଟକ ସମ୍ମୁଖରେ ଗତ ୮୩ ଦିନ ଧରି ଧାରଣାରେ ବସିଛନ୍ତି ବିଳାସୀ କାରୁଆ। ପୁଅ ଦୀପକ କାରୁଆ ବି ମାଆଙ୍କ ସହିତ ଏହି ଧାରଣାରେ ସାମିଲ ହୋଇଛନ୍ତି ା...

ପାଓ୍ବାର ଟିଲର ନ ପାଇ ସୁଧ ଦେଉଛନ୍ତି ଗଜେନ୍ଦ୍ର: ନ୍ୟାୟ ନ ମିଳିବାରୁ କରିବେ ଅନଶନ

କେନ୍ଦୁଝର , ୮ା୮ (ସ୍ବ.ପ୍ର.)-ଦୀର୍ଘ ୧୦ ମାସ ହେଲା ଋଣ ଅନୁମୋଦିତ ହୋଇଛି ା ଏଥିପାଇଁ ସୁଧ ଆଦାୟ ଦେଉଛନ୍ତି କିନ୍ତୁ ପାଓ୍ବାର ଟିଲର ମିଳୁନଥିବାରୁ କେନ୍ଦୁଝର ଜିଲା ପାଟଣା ବ୍ଲକ ବଳିଆପଶି ଗ୍ରାମର ଜଣେ ଯୁବ ଆଦିବାସୀ ଚାଷୀ...

ପ୍ଲାଣ୍ଟରୁ ଚୋରି ଅଭିଯୋଗରେ ୨ ଗିରଫ

ବଡବିଲ, ୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ଶ୍ରୀଜଗନ୍ନାଥ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ ପ୍ଲାଣ୍ଟରୁ ଗତ ସୋମବାର ବିଳମ୍ବିତ ରାତିରେ ଲୌହ ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର ସନ୍ଧ୍ୟାରେ...

ଟ୍ରାନ୍ସଫର୍ମର ଅଚଳ, ୧୫ ଦିନ ହେଲା ଅନ୍ଧାରରେ ଗ୍ରାମବାସୀ

ଯୋଡ଼ା,୭।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଜଲହରି ପଞ୍ଚାୟତର ଜଲହରିଠାରେ ଟ୍ରାନ୍ସଫର୍ମର ଅଚଳ ଯୋଗୁ ୧୫ ଦିନ ଧରି ଗ୍ରାମବାସୀ ଅନ୍ଧାରରେ ରହିଥିବା ଅଭିଯୋଗ କରିଛନ୍ତି। ଏନେଇ ଗ୍ରାମବାସୀ ବିଦ୍ୟୁତ ବିଭାଗ କର୍ତ୍ତୃପକ୍ଷଙ୍କୁ ଲିଖିତ ଭାବେ ଜଣାଇଥିବା ପ୍ରକାଶ କରିଛନ୍ତି।...

ଟାଟାଷ୍ଟିଲ କାର୍ଯ୍ୟାଳୟରେ ଜମିହରା ଗ୍ରାମବାସୀଙ୍କ ଦାବି ନେଇ ଆଲୋଚନା: ପ୍ରଶାସନ ନ ଆସିବାରୁ ହେଲାନି ସମାଧାନ

ଯୋଡ଼ା, ୭।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଟାଟାଷ୍ଟିଲ କମ୍ପାନୀର ଯୋଡା ଇଷ୍ଟ ଲୁହାପଥର ଖଣି ସମ୍ମୁଖରେ ଯୋଡା ଭୂୟଁା ବସ୍ତିର ଜମିହରା ମାନେ ବିଭିନ୍ନ ଦାବି ନେଇ ଜୁଲାଇ ୪ ତାରିଖରେ ଆନ୍ଦୋଳନ କରିଥିଲେ। ତେବେ ଏହାକୁ ସ୍ଥଗିତ କରାଯାଇଥିଲା। ଅଗଷ୍ଟ ୬...

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା ଦେବା ଘଟଣାକୁ ୪ଦିନ ବିତିଲାଣି। ୩୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ବିଦ୍ୟାଳୟ ମୁଖ୍ୟ...

୪ ବର୍ଷ ପରେ ବି ହଟିଲାନି ଗ୍ରାମପଞ୍ଚାୟତ ଲେଖାଥିବା ଗେଟ

ଚମ୍ପୁଆ, ୬।୮(ଡି.ଏନ.ଏ.)- ୪ ବର୍ଷ ପରେ ବି ଚମ୍ପୁଆ ଏନଏସିର ମୁଖ ଶାଳାରେ ଥିବା ଗେଟରେ ଏବେବି ଚମ୍ପୁଆ ପଞ୍ଚାୟତ ଲେଖା ହୋଇଥିବା ଦେଖିବାକୁ ମିଳିଛି। ୪ ବର୍ଷ ଧରି ଏନଏସି ପକ୍ଷରୁ ପୂର୍ବ ପଞ୍ଚାୟତ କାର୍ଯ୍ୟାଳୟରେ ଚମ୍ପୁଆ ବିଜ୍ଞାପିତ...

ରବିବାର ସ୍କୁଲ, ସୋମବାର ଛୁଟି: ଦେଓଗାଁର ୨୭ ସ୍କୁଲରେ ଚାଲିଛି ଏଭଳି ବ୍ୟବସ୍ଥା

ଆନନ୍ଦପୁର, ୬।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅଧୀନ ଦେଓଗାଁ ପାଲଟିଛି ବିରଳ ଉଦାହରଣ। ଦେଓଗାଁ ସର୍କଲର ୨୭ଟି ପ୍ରାଥମିକ ବିଦ୍ୟାଳୟ ରବିବାର ଖୋଲା ରହୁଥିବା ବେଳେ ସୋମବାର ଏହା ବନ୍ଦ ରୁହେ। ତେବେ ଏହା କୌଣସି ଜୋରଜବରଦସ୍ତ ଭାବେ...

ସୀତା ନଦୀ ପୋଲ ଉପରେ ଜଳ ପ୍ରବାହିତ, ୪ ପଞ୍ଚାୟତ ଲୋକେ ପ୍ରଭାବିତ

ପାଟଣା,୬।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ କପାସପଡ଼ା ଆରଡି ରାସ୍ତାର ନୂଆପଡ଼ା ନିକଟରେ ସୀତାନଦୀ ପୋଲ ଉପରେ ମଙ୍ଗଳବାର ସକାଳୁ ୪ ଫୁଟ ଉଚ୍ଚର ନଦୀ ଜଳ ପ୍ରବାହିତ ହେଉଛି। ଫଳରେ ୩/୪ ପଞ୍ଚାୟତ ଲୋକେ ପାଟଣା ମୁଖ୍ୟାଳୟ...

ଫେଲ୍‌ ମାରିଛି ଜିପିଏସ୍‌ ଟ୍ରାକିଂ ବ୍ୟବସ୍ଥା

ଯୋଡ଼ା, ୬।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳରେ ଖଣିଜ ଦ୍ରବ୍ୟ ପରିବହନ କରୁଥିବା ଟ୍ରକରେ ଜିପିଏସ୍‌ ଟ୍ରାକିଂ ଯନ୍ତ୍ର ଲଗାଇବା ବାଧ୍ୟତାମୂଳକ କରାଯାଇଥିଲେ ବି ଏହି ବ୍ୟବସ୍ଥା ଫେଲ୍‌ ମାରିଛି। ଖଣିଜ ଚୋରା ଚାଲାଣ ରୋକିବାକୁ ରାଜ୍ୟ ସରକାର ୨୦୧୨ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri