କେନ୍ଦୁଝର

ବିଧାୟିକା ମୀନାକ୍ଷୀଙ୍କ ଅଚାନକ ଡାକ୍ତରଖାନା ପରିଦର୍ଶନ

ଚମ୍ପୁଆ, ୩୦।୮(ଡି.ଏନ.ଏ.)-ନିର୍ବାଚନ ପରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ ଗୁରୁବାର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରିବା ସହିତ ଉପୁଜୁଥିବା ସମସ୍ୟା ଓ ଅବ୍ୟବସ୍ଥାକୁ ନେଇ ବିରକ୍ତି ପ୍ରକାଶ କରିଛନ୍ତି। ବିଧାୟିକା ମହାନ୍ତ ଚିକିତ୍ସାଳୟରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇବା ସହିତ...

ବିପଦପୂର୍ଣ୍ଣ ଅବସ୍ଥାରେ ପୋଲ

ଯୋଡ଼ା, ୩୦।୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ରାଜ୍ୟ ରାଜପଥ ନଂ ୨ ବାମେବାରୀ-ବାଂଶପାଣି ରାସ୍ତା ରେ ଥିବା ବିଭିନ୍ନ ପୋଲ ଗୁଡିକ ଭାଙ୍ଗି ଜରାଜୀର୍ଣ୍ଣ ହୋଇପଡିଛି। ଜରିବାହାଲ ଡିଆଇଏଲ ଛକ ନିକଟସ୍ଥ ପୋଲ, ଜୁରୁଡି ହାଟପଦା ନିକଟସ୍ଥ ପୋଲ, ଜୁରୁଡି...

ବର୍ଷା ଦିନରେ ଚାଲିଛି ମୋରମ କାମ

ଚମ୍ପୁଆ, ୨୯।୮(ଡି.ଏନ.ଏ.)- ଚମ୍ପୁଆ ଏନ.ଏ.ସିର ୨ନଂ ୱାର୍ଡ ପାଞ୍ଚପୋଖରିଆ ଗ୍ରାମ ରାସ୍ତା ମରଣଯନ୍ତା ପାଲଟିଛି । ରାସ୍ତା ନିର୍ମାଣ ପାଇଁ ମୋରମ ବିଛା ହୋଇଥିବାରୁ ଗ୍ରାମବାସୀ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସୁଚନା ଅନୁସାରେ ପାଞ୍ଚପୋଖରିଆ ଗା୍ରମରାସ୍ତା ନିର୍ମାଣ ପାଇଁ...

ଜାତୀୟ ରାଜପଥରେ ଗ୍ୟାରେଜ: ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ, ଘଟୁଛି ଦୁର୍ଘଟଣା

ଝୁମ୍ପୁରା ୨୯।୮ (ଡି.ଏନ.ଏ.)-୨୦ନଂ ଜାତୀୟ ରାଜପଥର ଝୁମ୍ପୁରା ଥାନା ପଛ ପାଖରେ ଜାତୀୟ ରାଜପଥର ଅଧିକୃତ ଜାଗା ଉପରେ ହିଁ ଗଢି ଉଠିଥିବା ଗ୍ୟାରେଜ ଯୋଗୁଁ ବିପର୍ଯ୍ୟସ୍ତ ହୋଇ ପଡିଛି ଟ୍ରାଫିକ ସେବା। ଜାତୀୟ ରାଜପଥର ନିର୍ମାଣ କାମ ଥାନା...

ଖଣି ମନ୍ତ୍ରୀ, ସଚିବଙ୍କ ଯୋଡ଼ା ଗସ୍ତ: ଖଣି ନିଲାମ ପାଇଁ ସରକାରୀ ତତ୍ପରତା

ଯୋଡ଼ା, ୨୯।୮(ଡିଏନଏ) କେନ୍ଦୁଝର ଜିଲା ଯୋଡା ଖଣି ମଣ୍ଡଳକୁ ଖଣି ମନ୍ତ୍ରୀ ପ୍ରଫୁଲ ମଲିକ ଯୋଡା ଗସ୍ତରେ ଆସି ଖଣି ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ସମ୍ପର୍କରେ ଖଣିଲିଜ୍‌ ଧାରୀଙ୍କ ସହିତ ଏକ ବୈଠକ କରିଥିଲେ। ଗୁରୁବାର ଅପରାହ୍ନ ୩ ଘଟିକା...

ଟ୍ରକ୍‌ ଧକ୍କାରେ ବାଇକ୍‌ଆରୋହୀଙ୍କ ଜୀବନ ଗଲା

ଢେଙ୍କିକୋଟ,୨୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ୨୦ ନଂ ଜାତୀୟ ରାଜପଥ ଲଙ୍ଗଳକଣ୍ଟି ପେଟ୍ରୋଲ ପମ୍ପ ନିକଟରେ ବୁଧବାର ରାତିରେ ଏକ ଟ୍ରକ୍‌ ଜଣେ ବାଇକଆରୋହୀଙ୍କୁ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ବାଇକ୍‌ଆରୋହୀ ଜଣକ ହେଲେ...

ଗଛରେ ପିଟିହେଲା ବସ୍‌, ୩୫ ଆହତ

ଯୋଡ଼ା,୨୯।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କେତ୍‌ ହାଟିଂଠାରେ ଏକ ବସ୍‌ ଦୁର୍ଘଟଣା ଘଟି ୩୪ ଜଣ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ଟାଟା କମ୍ପାନୀର ଠିକାସଂସ୍ଥା ନଟରାଜ ବସ୍‌ ନଂ ଓଡି...

ପୋକ୍ସୋ କୋର୍ଟରେ ୧୦ ବର୍ଷ ଜେଲ

କେନ୍ଦୁଝର, ୨୯ା୮(ସ୍ବ.ପ୍ର./ଡି.ଏନ.ଏ.)-ସ୍ଥାନୀୟ ଏଡିଜେ ତଥା ସ୍ପେଶାଲ ଜଜ କୋର୍ଟରେ ବୁଧବାର ଏକ ପୋକ୍ସୋ ମାମଲାର ଶୁଣାଣି କରି ଏଡିଜେ ତଥା ସ୍ପେଶାଲ ଜଜ ଲୋକନାଥ ସାହୁ ଜଣେ ବ୍ୟକ୍ତିଙ୍କୁ ୧୦ ବର୍ଷ କାରାଦଣ୍ଡ ସହ ୧୫ ହଜାର ଟଙ୍କା ଜରିମାନା...

ଗାଧୁଆ ଘର ଯୋଜନା ବିଫଳ: ଅବହେଳିତ ହୋଇ ପଡିରହିଛି ଗୃହ

ତେଲକୋଇ, ୨୯।୮(ଡି.ଏନ.ଏ.)-ତେଲକୋଇ ବ୍ଲକ ମୁଖ୍ୟାଳୟ ସମେତ ବିଭିନ୍ନ ପଞ୍ଚାୟତରେ କେନ୍ଦ୍ର ସରକାରଙ୍କ ସହାୟତାରେ ଗାଧୁଆ ଗୃହ ଯୋଜନା କରାଯାଇଛି। ୨୨ଟି ପଞ୍ଚାୟତରେ ଗାଧୁଆ ଶୌଚ ପାଇଁ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ବ୍ୟୟବରାଦ କରାଯାଇ ୫୩ଟି ଏଭଳି ଗୃହ ନିର୍ମାଣ...

ଦିବ୍ୟାଙ୍ଗ ଅଞ୍ଜନଙ୍କୁ ଆବାସ ଯୋଜନା ସାତ ସପନ

ଚମ୍ପୁଆ,୨୯।୮(ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଜାମୁଦଲକ ପଞ୍ଚାୟତର ଅଢଙ୍ଗାପାଳର ଅଞ୍ଜନ ମହାନ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସାତ ସପନ ପାଲଟିଛି। ଦୁଇବର୍ଷ ପୂର୍ବରୁ ଆବେଦନ କରି ମଧ୍ୟ ଆଜି ପର୍ଯ୍ୟନ୍ତ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇଛନ୍ତି ଅଞ୍ଜନ। ସରକାରଙ୍କ ପକ୍ଷରୁ ଭିନ୍ନକ୍ଷମ...

ସ୍ବାୟତ ଶାସନ ଦିବସରେ ଖୋଲିବ ଆନନ୍ଦପୁର ଶିଶୁ ପାର୍କ

ଆନନ୍ଦପୁର,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ୭ ନଂ ଓ୍ବାର୍ଡ ବ୍ରିଜଛକଠାରେ ପାଖାପାଖି କୋଟିଏ ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ହୋଇଥିବା ଶିଶୁ ପାର୍କର ଲୋକାର୍ପଣ ଉତ୍ସବ ଚଳିତ ବର୍ଷ ଫେବୃୟାରୀ ୨୪ ତାରିଖରେ ଅନୁଷ୍ଠିତ ହୋଇଥିଲା। ଲୋକାର୍ପଣ ସତ୍ତ୍ୱେ...

ଏଆଇଟିୟୁସି ପକ୍ଷରୁ ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ: ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ

ବଡ଼ବିଲ,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲରେ ଏଆଇଟିୟୁସି(ଅଖିଳ ଭାରତ ଟ୍ରେଡ୍‌ ୟୁନିୟନ କଂଗ୍ରେସ) ପକ୍ଷରୁ ବୁଧବାର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛିି। ଶ୍ରମିକମାନେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ତହସିଲ କାର୍ଯ୍ୟାଳୟରେ ବିକ୍ଷୋଭ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri