ହରି ହରାନନ୍ଦ ଅରଣ୍ୟା ଆଶ୍ରମ ପ୍ରତିଷ୍ଠା ନେଇ ବ୍ୟାପକ ପ୍ରସ୍ତୁତି
ପାଟଣା,୧୫ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସାରସକେଲା ପଞ୍ଚାୟତ ତୁଳସୀପୁରଠାରେ ପାଟଣା ସଂରକ୍ଷିତ ଜଙ୍ଗଲକୁ ଲାଗିଥିବା ଏକ ସୁରମ୍ୟ ଜଙ୍ଗଲ ପରି ବେଷ୍ଟିତ ଅଞ୍ଚଳରେ ରବିବାର ପ୍ରଜ୍ଞାନ ମିଶନ ତରଫରୁ ୭ ଏକରରୁ ଊଦ୍ଧର୍ବ ପରିମିତ ଜମିରେ ହରିହରାନନ୍ଦ...
ପାଟଣା ବିଧାୟକ ଅଖିଳ ନାଏକ ଖେଳିଲେ ହୋଲି: କାମନା କଲେ ଅଞ୍ଚଳ ବାସୀଙ୍କ ସୁଖ ଶାନ୍ତି ସମୃଦ୍ଧି
ପାଟଣା ୧୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ହୋଲି ପର୍ବ ପାଇଁ ଶନିବାର ଉତ୍ସବମୁଖର ହୋଇଉଠିଛି। ଦିନ ୧୨ଟା ପର୍ଯ୍ୟନ୍ତ ରଙ୍ଗର ପର୍ବ ହୋଲି ପାଇଁ ସର୍ବତ୍ର ଉତ୍ସବ ମୁଖହୋଇପଡ଼ିଛି। ପରସ୍ପର ମଧ୍ୟରେ ଶୁଭେଛା...
ଶୁଦ୍ଧିକ୍ରିୟା ପାଇଁ ଯାଉଥିବାବେଳେ ଆଖିବୁଜିଲେ ଗୋଟିଏ ପରିବାରର ୩ ସଦସ୍ୟ : ମା’,ବାପା ପୁଅ ମୃତ
କେନ୍ଦୁଝର,୧୫।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ହୋଲି ଧୁମଧାମରେ ପାଳନ ହୋଇଥିବା ବେଳେ କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଏକ ଦୁଃଖଦ ଘଟଣାଘଟିଛି। ଶନିବାର ସକାଳେ ଚମ୍ପୁଆ ଥାନା ରଜିଆ ଛକ ନିକଟରେ ଏକ ଟ୍ରକଧକ୍କାରେ ବାଇକ୍ରେ ଯାଉଥିବା ଗୋଟିଏ ପରିବାରର...
ଭକ୍ତିମୟ ପରିବେଶରେ ମେଳଣ ପଡ଼ିଆ, ବିମାନରେ ବସିଲେ ଦୋଳଗୋବିନ୍ଦ
ପାଟଣା,୧୪ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଶୁକ୍ରବାର ରାଧା କୃଷ୍ଣଙ୍କ ଦୋଳ ପୂର୍ଣ୍ଣିମା ଓ ହୋଲି ଉତ୍ସବ ସମ୍ପନ୍ନ ହୋଇଛି। ଏହି ବ୍ଲକ ବଡ଼ ପାଟଣା ପଞ୍ଚାୟତ ସ୍ବାମବିରଜୟ ଗୋବିନ୍ଦପୁର ଶାସନ, ଦୁର୍ଗାଦେଇପୁର, କାମେଶ୍ୱର ପୁର ,ଶିବ...
ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ବେଖାତିର କଲା ଡଅଁର ସେବା ସମବାୟ ସମିତି
ହାଟଡିହୀ,୧୪।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଡଅଁର ସେବା ସମବାୟ ସମିତିର ମ୍ୟାନେଜମେଣ୍ଟ କମିଟିର ବର୍ତ୍ତମାନ ଅବସ୍ଥା/ସ୍ଥିତାବସ୍ଥା ବଜାୟ ରଖିବାକୁ ଗତ ୫ ମାର୍ଚ୍ଚ ୨୦୨୫ ରେ ମାନ୍ୟବର ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଥିଲେ। ଏଥିସହ...
ମରୈଗାଁ ସମବାୟ ସମିତିର ଲକ୍ଷାଧିକ ଟଙ୍କା ହେରଫେର ମାମଲା: ଅନ୍ତରୀଣ ନିର୍ଦ୍ଦେଶ ଜାରି କଲେ ହାଇକୋର୍ଟ
ହାଟଡିହୀ,୧୪l୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସମବାୟ ସମିତି ଲିମିଟେଡ଼(ଆବେଦନକାରୀ)ତରଫରୁ ଦାୟର ହୋଇଥିବା ମାମଲାରେ ମାନ୍ୟବର ଓଡିଶା ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରି କରିଛନ୍ତି l କେସ ନଂ ଡବ୍ଲ୍ୟୁପି(ସି)-୬୭୮୧/୨୦୨୫ ଅଟେ l ଉକ୍ତ ମାମଲାରେ ଆରସିଏସ...
ଜାତୀୟ ରାଜପଥରେ ଜଳିଗଲା ଟ୍ରକ
ତେଲକୋଇ,୧୧।୩: କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ ବିଛାଖଣି ନିକଟରେ ମଙ୍ଗଳବାର ଏକ ଚଳନ୍ତା ୧୪ ଚକିଆ ଟ୍ରକରେ ନିଆଁ ଲାଗିଯାଇଥିଲା। ଅଗ୍ନିକାଣ୍ଡରେ ଟ୍ରକ୍ଟି ସମ୍ପୂର୍ଣ୍ଣ ପୋଡି ଯାଇଛି। ଶଟ୍ସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି। ମିଳିଥିବା...
ଲୁହାପଥର ପରିବହନରେ ଅବ୍ୟବସ୍ଥା: ଟ୍ରକ ମାଲିକଙ୍କ ଆନ୍ଦୋଳନ
ପାଟଣା,୧୦।୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ କିଛିଦିନ ଧରି ବନ୍ଦ ରହିଥିବରୁ ଓଏମ୍ସିରୁ ଲୁହା ପଥର ପରିବହନ ବନ୍ଦରହିଛି। ଯାହାକୁ ପ୍ରତିବାଦ କରି ପାଟଣା, ତୁରୁମୁଙ୍ଗା, ଷଡ଼ଙ୍ଗୀ, କେନ୍ଦେକପଶି, ଖିରେଇଟାଙ୍ଗିରୀ ଓ ଢେଙ୍କିକୋଟ ଯୋନ୍ର ଗାଡି ମାଲିକମାନେ...
ଜନଅଭିଯୋଗ ଶୁଣାଣିକୁ ଆସିଲେନି ଜିଲାପାଳ-ଆରକ୍ଷୀ ଅଧୀକ୍ଷକ, ଜିଲାପାଳଙ୍କ ଅନୁପସ୍ଥିତିରେ…
ପାଟଣା,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ସୋମବାର ଜିଲାପାଳଙ୍କ ଜନଅଭିଯୋଗ ଶୁଣାଣି ହୋଇଥିଲା। ତେବେ ଖୋଦ ଜିଲାପାଳ ଆଉ ଆରକ୍ଷୀ ଅଧୀକ୍ଷକଙ୍କ ଅନୁପସ୍ଥିତ ରହିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିରେ ମୋଟ ୭୬ଟି ଲିଖିତ ଅଭିଯୋଗର ଶୁଣାଣି...
ରାତିରେ ଶୋଇଥିଲେ ପରିବାର ଲୋକେ, ହଠାତ୍ ଜୋର ଶବ୍ଦ କରି ଫାଟିଲା ଗ୍ୟାସ୍ ଟାଙ୍କି, ଆଉ ତା’ ପରେ…
କେନ୍ଦୁଝର,୧୦ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଉଦୟପୁର ଗ୍ରାମର ପାତ୍ର ସାହିରେ ରବିବାର ବିଳମ୍ବିତ ରାତିରେ ଏକ ଅଘଟଣ ଘଟିଛି। ଗ୍ରାମର ରାମଚନ୍ଦ୍ର ପାତ୍ରଙ୍କ ପରିବାର ଲୋକେ ଶୋଇଥିବାବେଳେ ରୋଷେଇ ଘରେ ଥିବା ଗ୍ୟାସ୍ ଟାଙ୍କିଟି ହଠାତ୍...
ଚୋରାକାଠ କାରଖାନା ଠାବ: ଆସବାବପତ୍ର ଜବତ, ଅଭିଯୁକ୍ତ ଗିରଫ
ବଡ଼ବିଲ,୯।୩(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳ ଅଧୀନ ବଲାଣିଠାରେ ୨୦ରୁ ଊର୍ଦ୍ଧ୍ୱ ବର୍ଷ ଧରି ଚାଲିଥିବା ଏକ ବେଆଇନ କାଠ କାରଖାନାକୁ ବନ ବିଭାଗ ରବିବାର ଠାବ କରିଛି। ଏପରିକି କାରଖାନାରୁ ୫ଲକ୍ଷ ଟଙ୍କାର ଚୋରାକାଠ ଏବଂ ଆସବାବପତ୍ର...
‘ଛାତ୍ର ଜୀବନ ସର୍ବଦା ସଂଘର୍ଷମୟ, ଏହି ସଂଘର୍ଷ ହିଁ ଦିନେ ସଫଳ କରାଇବ’- ମୁଖ୍ୟମନ୍ତ୍ରୀ
କେନ୍ଦୁଝର,୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର କେନ୍ଦୁଝର ଜିଲା ଗସ୍ତରେ ଯାଇ ସେଠାରେ ଆନନ୍ଦପୁର ମହାବିଦ୍ୟାଳୟର ୬୧ ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ, ଆନନ୍ଦପୁର ଉପଖଣ୍ଡ...
Archives


