କେନ୍ଦୁଝର

ମକାର ଅଭାବୀ ବିକ୍ରି: ବନବାସୀ ହତାଶ

କେନ୍ଦୁଝର, ୨୬ା୮ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ପାହାଡିଆ ଅଞ୍ଚଳର ମୃତ୍ତିକା ମକାଚାଷ ପାଇଁ ଅତ୍ୟନ୍ତ ଉପଯୋଗୀ। ଅଳ୍ପ ବର୍ଷାରେ ମକା ଫସଲ ହେଉଥିବାରୁ ବର୍ଷାଦିନେ ପାହାଡିଆ ଅଞ୍ଚଳର ବହୁ ଜମିରେ ମକାଚାଷ ହୋଇଥାଏ। ବନବାସୀମାନେ ମକା ଚାଷ କରି ଏହାକୁ...

ସଫା ହେଲାନି ମୂର୍ତ୍ତି ବିସର୍ଜନ ପୋଖରୀ

ଚମ୍ପୁଆ,୨୬। ୮(ଡି.ଏନ.ଏ.)-ଆସୁଛି ପାର୍ବଣ ଋତୁ। ଆଗକୁ ବିଭିନ୍ନ ପୂଜା ପରେ ମୃଣ୍ମୟ ମୂର୍ତ୍ତି ବିସର୍ଜନ କରଯିବ। ସେଥିପାଇଁ ପ୍ରଶାସନ ପୂର୍ବରୁ ସଜାଗ ରହିବା ଦରକାର। କିନ୍ତୁ ଚମ୍ପୁଆ ଏନଏସିରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସରକାରଙ୍କ ପକ୍ଷରୁ ମୂର୍ତ୍ତି ବିସର୍ଜନ...

ପୌରପାଳିକା ପକ୍ଷରୁ ଉଠା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର

ଯୋଡ଼ା,୨୫।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକା ପକ୍ଷରୁ ସହରର ମୁଖ୍ୟ ରାସ୍ତାକଡ଼ରେ ଥିବା ପରିବା ଦୋକାନୀଙ୍କୁ ସ୍ଥାନାନ୍ତର କରାଯାଇଛି। ରବିବାର ସକାଳ ୮ଟାରୁ ୧୧ଟା ପର୍ଯ୍ୟନ୍ତ ପୌରପାଳିକା ଓ ପୋଲିସ ପ୍ରଶାସନର ମିଳିତ ସହଯୋଗରେ ଏହି ସ୍ଥାନାନ୍ତର କାର୍ଯ୍ୟ କରାଯାଇଥିଲା।...

କେନ୍ଦୁଝରର ନୂତନ ଏସ୍‌ପି ଭାବେ କାର୍ଯ୍ୟରେ ଯୋଗଦେଲେ ମିତ୍ରଭାନୁ ମହାପାତ୍ର

କେନ୍ଦୁଝର,୨୫।୮(ସ୍ବ.ପ୍ର.): କେନ୍ଦୁଝରର ନୂତନ ଏସ୍‌ପି ଭାବରେ ମିତ୍ରଭାନୁ ମହାପାତ୍ର ରବିବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଡିଆଇଜି ଜୟନାରାୟଣ ପଙ୍କଜଙ୍କଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ଜିଲାରେ ଟ୍ରାଫିକ ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି ମୁକାବିଲା କରିବା ପାଇଁ...

କେନ୍ଦୁଝର ଜିଲା ଚିଠି: ତଥାପି ଉଜୁଡୁଛି ଜଙ୍ଗଲ

କେନ୍ଦୁଝର ଜିଲାରେ ବିଭିନ୍ନ କାରଣରୁ ଜଙ୍ଗଲ ପରିସୀମା ଓ ଘନତ୍ୱ ହ୍ରାସ ପାଇବାରେ ଲାଗିଛି। ଏଥିସହିତ ତାଳଦେଇ ଜଳବାୟୁ ପରିବର୍ତ୍ତନ ସହିତ ଜଳାଭାବ ଗୁରୁତର ରୂପ ନେଇଛି। ଜଙ୍ଗଲ ସୃଷ୍ଟି ଓ ସୁରକ୍ଷା ପାଇଁ ବାର୍ଷିକ ଲକ୍ଷାଧିକ ଟଙ୍କା ଖର୍ଚ୍ଚ...

ଗୁଣି ସନ୍ଦେହରେ ଗଡୁଛି ନିରୀହ ଜୀବନ: ୧୫ ମୃତ, ୨୩ ଗୁରୁତର ଆହତ

କେନ୍ଦୁଝର, ୨୫ା୮ (ସ୍ବ.ପ୍ର.)-ରାଜ୍ୟରେ ଗୁଣିଗାରେଡି ଓ ଡାହାଣୀ ସନ୍ଦେହରେ ହତ୍ୟା ରୋକିବା ପାଇଁ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହାକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ ଆୟୋଜନ ସହିତ କଡ଼ା ଆଇନ ପ୍ରଣୟନ କରିଛନ୍ତି। ଏହା ସତ୍ତ୍ୱେ ନିରୀହ ଲୋକଙ୍କ...

ଉପାନ୍ତ ଅଞ୍ଚଳରେ ନୃତ୍ୟ, ସଂଗୀତ, ଚିତ୍ରକଳା ପାଇଁ ଖୋଲିଲା ସା ରେ ଗା ମା…

ଯୋଡ଼ା,୨୪।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଲକ୍ଷ୍ମୀ ପଡିଆଠାରେ ଉପାନ୍ତ ଅଞ୍ଚଳର ନୃତ୍ୟ, କଳା, ଚିତ୍ରକଳା ଓ ସଂଗୀତର ଉତ୍‌ଥାନ ନିମନ୍ତେ ସା ରେ ଗା ମା… ନାମକ ଏକ ସାଂସ୍କୃତିକ ଅନୁଷ୍ଠାନର ଶୁଭାରମ୍ଭ ହୋଇଛି। ଉପାନ୍ତ ଅଞ୍ଚଳରେ କଳା...

ରେଳ ବିଭାଗ ଅଧୀନ ରାସ୍ତାର ଦୁରବସ୍ଥା

କେନ୍ଦୁଝର,୨୪।୮ (ସ୍ବ.ପ୍ର.)- ରେଳପଥ ବିକାଶରେ ସହାୟକ ହେଉଥିବା କୁହାଯାଉଥିବା ବେଳେ ରେଳ ବିଭାଗ ଅଧୀନରେ ଥିବା ରାସ୍ତାର ଦୁରବସ୍ଥା ଏକ ଭିନ୍ନ ଚିତ୍ର ବୟାନ କରୁଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ କାଦଗଡ଼ ରେଲୱେ ଫାଟକ ଦେଇ ଯାଇଥିବା ପଦ୍ମପୁର-ନୂଆଗାଁ...

ପିସ୍ତଲ ଦେଖାଇ ଫାଇନାନ୍ସ କମ୍ପାନୀ ମହିଳା କର୍ମଚାରୀଙ୍କଠାରୁ ୯୨ ହଜାର ଲୁଟ୍‌

ପାଟଣା,୨୩।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଡାବରଚୁଆ ନିକଟରେ ଶୁକ୍ରବାର ଅପରାହ୍ନରେ ଭାରତ ଫାଇନାନ୍ସ କମ୍ପାନୀର ଜଣେ ମହିଳା କର୍ମଚାରୀଙ୍କଠାରୁ ୨ଜଣ ଦୁର୍ବୃତ୍ତ ୯୨ ହଜାର ଟଙ୍କା ଲୁଟି ନେଇଛନ୍ତି। ସେମାନେ...

ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ଉଠିଲା ମାଟି

ଢେଙ୍କିକୋଟ,୨୩।୮(ଡି.ଏନ୍‌.ଏ.): ପବିତ୍ର ଜନ୍ମାଷ୍ଟମୀ ଓ ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ମା’ ଦୁର୍ଗାଙ୍କ ମୃଣ୍ମୟୀ ମୂର୍ତ୍ତି ନିମନ୍ତେ ମାଟି ଉଠାଯାଇଥାଏ। ଏ ନେଇ କେନ୍ଦୁଝର ଜିଲା ଢେଙ୍କିକୋଟ ସାର୍ବଜନୀନ ଶାରଦୀୟ ଦୁର୍ଗାପୂଜା କମିଟି ପକ୍ଷରୁ ମାଟିଉଠା କାର୍ଯ୍ୟକ୍ରମ ହୋଇଛି। ମା’ଙ୍କ...

ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ

କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ ଶ୍ରଦ୍ଧାଳୁ ଓ କର୍ମକର୍ତ୍ତାମାନେ ମାଇନିଂ ରୋଡ୍‌ସ୍ଥିତ ରାମମନ୍ଦିରରୁ ବାହାରି ସହର ପରିକ୍ରମାକରି କେନ୍ଦୁଝରଗଡ଼...

ପାଟଣା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ

ପାଟଣା,୨୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପ୍ରାଙ୍ଗଣରେ ଶୁକ୍ରବାର ଜନ୍ମାଷ୍ଟମୀ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ର ଶ୍ରୀକୃଷ୍ଣଙ୍କ ବେଶରେ ସୁସଜ୍ଜିତ ହୋଇ ଥିଲେ। ଅତିଥିମାନେ ଶ୍ରୀକୃଷ୍ଣଙ୍କ ଜନ୍ମ ବୃତାନ୍ତ ଉପରେ ପର୍ଯ୍ୟବେସିତ ତଥ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image