ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ
କେନ୍ଦୁଝର,୨୩।୮(ସ୍ବ.ପ୍ର.): କେନ୍ଦୁଝର ବିଶ୍ବ ହିନ୍ଦୁ ପରିଷଦ ପକ୍ଷରୁ ଜନ୍ମାଷ୍ଟମୀ ଓ ବିଶ୍ୱ ହିନ୍ଦୁ ପରିଷଦ ସ୍ଥାପନା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି । ବିରାଟ ପଟୁଆରରେ ଶ୍ରଦ୍ଧାଳୁ ଓ କର୍ମକର୍ତ୍ତାମାନେ ମାଇନିଂ ରୋଡ୍ସ୍ଥିତ ରାମମନ୍ଦିରରୁ ବାହାରି ସହର ପରିକ୍ରମାକରି କେନ୍ଦୁଝରଗଡ଼...